ପ୍ରମୁଖ ଖବର

ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି
୩ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି: ନୀଳଗିରିରୁ ସୁକାନ୍ତ ନାୟକ, କୋରେଇରୁ ସନ୍ଧ୍ୟାରାଣୀ ଦାସ ଓ ଖଣ୍ଡପଡାରୁ ସାବିତ୍ରୀ ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଛି
ସେହିଭଳି ଦେବଗଡ ଆସନରେ ପୂର୍ବରୁ ପ୍ରାର୍ଥୀ ଘୋଷଣା କରିଥିବା ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ବିଜେଡି ପ୍ରାର୍ଥୀ କରିଛି
ଆଦର୍ଶ ଆଚରଣ ଵିଧି ଉଲ୍ଲଂଘନ ଅଭିଯୋଗରେ ମିଶନଶକ୍ତିର ଦୁଇ ଜଣ ସିଆରପିଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ନିଲମ୍ବିତ କରିଛନ୍ତି
କଣ୍ଟାବାଞ୍ଜି ବିଧାନସଭା ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବିଦା ହେଲେ ଆଉ ୬ ଅଧିକାରୀ

ଦୁର୍ନୀତିଗ୍ରସ୍ତଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ । ବିଦା ହେଲେ ଆଉ ୬ ଜଣ ବାବୁ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ସବୁବେଳେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଆଜି ୬ ଜଣ…
Read More...

ବିଶ୍ୱକୁ ଡରାଇଲା ଭଳି ଧମକ ଦେଲା ଋଷ

ଋଷ-ୟୁକ୍ରେନ ଯୁଦ୍ଧ ୨୮ ଦିନରେ ପହଞ୍ଚିଛି । ୟୁକ୍ରେନର ବିଭିନ୍ନ ସହର ଉପରେ ଋଷର ଘନ ଘନ ଆକ୍ରମଣ ଜାରି ରହିଛି । ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ ଋଷ ଏକ ବଡ଼ ଧମକ ଦେଇଛି । ଯଦି ଋଷର ସ୍ଥିତି ବିପନ୍ନ ହୁଏ ତେବେ ଆଣବିକ ଅସ୍ତ୍ର ପ୍ରୟୋଗ କରାଯିବ ବୋଲି କହିଛନ୍ତି କ୍ରେମଲିନ ପ୍ରବକ୍ତା ଦିମିତ୍ରି…
Read More...

ଗୋଦାମରେ ନିଆଁ ଲାଗି ଜଳିଗଲେ ୮ ଜଣ

ହାଇଦ୍ରାବାଦରେ ଏକ ବଡ଼ ଅଘଟଣ ଘଟିଛି । ବୋୟାଗୁଡା ଅଞ୍ଚଳରେ ଏକ ଗୋଦାମରେ ନିଆଁ ଲାଗିବା ଫଳରେ ୮ ଜଣ ଜୀବନ୍ତ ଜଳିଯାଇଛନ୍ତି । ମୃତ ଶ୍ରମିକ ମାନେ ସମସ୍ତ ବିହାରର ବାସିନ୍ଦା । ଏବଂ ସେମାନେ ଏହି ଗୋଦାମରେ କାମ କରୁଥିଲେ । ତେବେ ନିଆଁ ଲାଗିବାର କାରଣ ଜଣାପଡିନଥିବା ବେଳେ ପୁଲିସତଦନ୍ତ ଆରମ୍ଭ…
Read More...

ହିଞ୍ଜିଳିକାଟୁରେ ୪ ଜଣଙ୍କୁ ବୀଭତ୍ସ ହତ୍ୟା

ଗଞ୍ଜାମ ହିଞ୍ଜିଳିକାଟୁରେ ବୀଭତ୍ସ ହତ୍ୟାକାଣ୍ଡ । ୪ ଜଣଙ୍କୁ ନିର୍ମମ ଭାବେ ହତ୍ୟା । ଶେରଗଡ଼ ଥାନା ଅଧିନସ୍ଥ ନରେନ୍ଦ୍ରପୁରରେ ୪ ଜଣଙ୍କୁ ହତ୍ୟା କରାଯାଇଛି । ମୃ୍‌ତକଙ୍କ ମଧ୍ୟରେ ୩ ଜଣ ଭାଇ ଓ ଜଣେ ପୁତୁରା ଅଛନ୍ତି । ଫଳରେ ଗୋଟିଏ ପରିବାର ଛାରଖାର ହୋଇଯାଇଛି । ଆଉ ଜଣେ ଗୁରୁତର ହୋଇ…
Read More...

ଜେଲ ଗଲେ ଜଗଦ୍ଦେବ

ଜେଲ ଗଲେ ଚିଲିକାର ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଜାମିନ ଆବେଦନ ଖାରଜ ପରେ ବାଣପୁର ଜେଲରେ ରାତି କାଟିଛନ୍ତି ଜଗଦ୍ଦେବ । ରାତି ୧୨ଟାରେ ବାଣପୁର ଜେଏମଏଫସି କୋର୍ଟରେ ତାଙ୍କୁ ହାଜର କରାଯାଇଥିଲା । ଏହା ପରେ ଜାମିନ ଆବେଦନକୁ କୋର୍ଟ ଅଗ୍ରାହ୍ୟ କରିବା ପରେ ବାହୁବଳୀ ବିଧାୟକଙ୍କୁ ବାଣପୁର…
Read More...

ଦ୍ୱିତୀୟ ଦିନରେ ପୁଣି ବଢିଲା ତୈଳ ଦର

ଦେଶରେ ଲଗାତର ଦ୍ୱିତୀୟ ଦିନରେ ବଢିଲା ତୈଳ ଦର । ପାଞ୍ଚ ରାଜ୍ୟରେ ବିଧାନସଭା ନିର୍ବାଚନ ସରିବାର କିଛି ଦିନ ପରେ ହିଁ ପେଟ୍ରୋଲ ଓ ଡିଜେଲ ଦରବଢିବା ଆରମ୍ଭ ହୋଇଯାଇଛି । ମାର୍ଚ୍ଚ ୧୦ରେ ନିର୍ବାଚନ ଫଳାଫଳ ଆସିବା ପରେ ୨୨ ମାର୍ଚ୍ଚରୁ ତୈଳ ଦର ବୃଦ୍ଧି ହୋଇଛି । ଆଜି ପୁଣି ଥରେ ପେଟ୍ରୋଲ ଓ ଡିଜେଲ…
Read More...

ନେତାଙ୍କ ଆଚରଣରେ ରାଗିଗଲେଣି ବିଜେପି କର୍ମୀ

ପଞ୍ଚାୟତ ନିର୍ବାଚନ ସରିଥିଲା, ପୌର ନିର୍ବାଚନ ବି ଗଲାବିଜେପିର ତୁଙ୍ଗ ନେତାଙ୍କୁ ଦେଖପାରିଲେନି କର୍ମୀପ୍ରଚାରକୁ ଆସିଲେ ନାହିଁ କି ଭରସା ଦେଲେ ନାହିଁ ଭୁବନେଶ୍ବର: ପୌର ନିର୍ବାଚନ ପ୍ରଚାର ସରିଗଲା। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ…
Read More...