ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ସରକାର ରବି ଫସଲଗୁଡ଼ିକର ବଢ଼ାଇଲେ ଏମଏସପି

କୃଷକଙ୍କୁ ସରକାରଙ୍କ ଦୀପାବଳି ଭେଟିନୂଆଦିଲ୍ଲୀ; କୃଷକମାନଙ୍କୁ ଦୀପାବଳି ଭେଟି ଦେଇଛନ୍ତି ମୋଦି ସରକାର। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଅନେକ ନିଷ୍ପତ୍ତିରେ ମୋହର ମାରିଛନ୍ତି ସରକାର। କ୍ୟାବିନେଟ ବୈଠକରେ ରବି ଫସଲଗୁଡ଼ିକ
Read More...

ନ୍ୟାୟଦେବୀ ହାତରେ ଖଣ୍ଡା ବଦଳରେ ଧରିଲେ ସମ୍ବିଧାନ

ଭାରତୀୟ ଆଇନ ଅନ୍ଧ ନୁହେଁ ନ୍ୟାୟଦେବୀଙ୍କ ଆଖିରୁ ହଟିଲା କଳାପଟି ନୂଆଦିଲ୍ଳୀ: ଭାରତୀୟ ଆଇନ ଅନ୍ଧ ନୁହେଁ। ନ୍ୟାୟଦେବୀଙ୍କ ଆଖିରୁ ହଟିଲା କଳାପଟି, ହାତରେ ଖଣ୍ଡା ବଦଳରେ ଧରିଲେ ସମ୍ବିଧାନ। ଭାରତୀୟ ଆଇନ ଅନ୍ଧ ବୋଲି ଯେଉଁ ଧାରଣା ଥିଲା, ତାହା ବଦଳିବ। ଉଲ୍ଲେଖଯୋଗ୍ୟ, ସୁପ୍ରିମକୋର୍ଟରେ
Read More...

ରାଜଧାନୀରେ ନକଲି କଲ୍ ସେଣ୍ଟରରେ ଚଢ଼ାଉ, ୬ ଅଟକ

ଭୁବନେଶ୍ବର: ରାଜଧାନୀରେ ଚାଲିଥିଲା ନକଲି କଲ୍ ସେଣ୍ଟର। ଟୁଇନ୍ ସିଟି କମିଶନରେଟ୍ ପୋଲିସ ବୁଧବାର ଦିନ ଭୁବନେଶ୍ୱରରେ ଚାଲୁଥିବା ଏକ ନକଲି କଲ୍ ସେଣ୍ଟରକୁ ଠାବ କରିଛି। ଏହି ଘଟଣାରେ ୬ ଜଣ ଅଟକ ରହିଛନ୍ତି। ସୂଚନା ଅନୁଯାୟୀ, ସୁନ୍ଦରପଦାର କାଞ୍ଚନ ଟାୱାର ଆପାର୍ଟମେଣ୍ଟରେ କମିଶନରେଟ ପୁଲିସର
Read More...

ଶ୍ରୀମନ୍ଦିରରେ କାର୍ତ୍ତିକ ମାସରେ ଶୃଙ୍ଖଳିତ ଦର୍ଶନ ପାଇଁ କଟକଣା

ପୁରୀ: ଶ୍ରୀମନ୍ଦିରରେ କାର୍ତ୍ତିକ ମାସରେ ଶୃଙ୍ଖଳିତ ଦର୍ଶନ ପାଇଁ ଆସନ୍ତା ୧୮ ତାରିଖ ଠାରୁ କେବଳ ୨ଟି ଦ୍ବାର ଦେଇ ଭକ୍ତମାନେ ଶ୍ରୀମନ୍ଦିରରେ ପ୍ରବେଶ କରିପାରିବେ। ସିଂହଦ୍ୱାର ଓ ପଶ୍ଚିମ ଦ୍ୱାର ଦେଇ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ। ତେବେ ସିଂହଦ୍ୱାର ବ୍ୟତୀତ ଅନ୍ୟ ୩
Read More...

ହରିୟାଣାର ମୁଖ୍ୟମନ୍ତ୍ରୀ ହେବେ ନାୟବ ସିଂ ସାଇନି

ହରିୟାଣା: ଭାଜପା ହରିୟାଣାରେ ବିଧାୟକ ଦଳର ନେତା ଚୟନ କରିଛି। ହରିୟାଣା ମୁଖ୍ୟମନ୍ତ୍ରୀ ପଦ ବଜାୟ ରଖିବେ ନାଏବ ସିଂ ସାଇନି। ଆଜି ସୈନୀଙ୍କୁ ନବନିର୍ବାଚିତ ବିଧାୟକ ଦଳ ବୈଠକରେ ପୁଣି ନେତା ଭାବେ ନିର୍ବାଚିତ କରାଯାଇଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ନେତୃତ୍ୱରେ ଅନୁଷ୍ଠିତ
Read More...

ଏଣିକି ଡ୍ରାଇଭିଂ ଟେଷ୍ଟିଂ ବେଳେ ଜଗିବ ଏଆଇ

ଭୁବନେଶ୍ବର: ଏଣିକି ଡ୍ରାଇଭିଂ ଟେଷ୍ଟିଂ ବେଳେ ଜଗିବ ଆର୍ଟିଫିସିଆଲ ଇ​​‌ଣ୍ଟେଲିଜେନ୍ସ (ଏଆଇ) । ପରୀକ୍ଷା ଚାଲିଥିବା ବେଳେ କୌଣସି ମାନବ ହସ୍ତକ୍ଷେପ କରାଯିବ ନାହିଁ। ଗତବର୍ଷ ୬ଟି ସ୍ଥାନରେ ପରୀକ୍ଷାମୂଳକ ଭାବେ ଏହି ବ୍ୟବସ୍ଥାର ପ୍ରୟୋଗ କରାଯାଇଥିଲା ଯାହା ସଫଳ ହୋଇଛି । ଏହା ପରେ ଏବେ
Read More...

ସ୍ୱତନ୍ତ୍ର ଘିଅ ଡିପୋ ପାଇଁ ଓମଫେଡକୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଭୁବନେଶ୍ବର; ଶ୍ରୀମନ୍ଦିର ମଧ୍ୟରେ କେବଳ ଓମ୍‌ଫେଡ ଘିଅ ବ୍ୟବହାର ହେବ। ମହାପ୍ରସାଦ ପ୍ରସ୍ତୁତି ଓ ଦୀପରେ କେବଳ ଓମଫେଡ୍ ଘିଅ ବ୍ୟବହାର ହେବ ।ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ଥିର ହୋଇଛି। ତେବେ ଏଥିରେ ସହଯୋଗ କରିବାକୁ ଓମ୍‌ଫେଡ୍‌କୁ ଅନୁରୋଧ କରାଯାଇଛି। ଆବଶ୍ୟକତାକୁ ଦୃଷ୍ଟିରେ ରଖି
Read More...

ଶପଥ ଗ୍ରହଣ କଲେ ଓମାର ଅବଦୁଲ୍ଲା

ଜମ୍ମୁ କାଶ୍ମୀର: ଜମ୍ମୁ କାଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳର ପ୍ରଥମ ସରକାର ବୁଧବାର ଶପଥ ଗ୍ରହଣ କରିଛନ୍ତି। ଓମାର ଅବଦୁଲ୍ଲା କଶ୍ମୀରର ଇଣ୍ଟର ନ୍ୟାଶନାଲ କନଭେନଶନ ସେଣ୍ଟରରେ ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। କେନ୍ଦ୍ରଶାସିତ ଅଞ୍ଚଳର ମାନ୍ୟତା ପାଇବାର ୬ ବର୍ଷ ପରେ
Read More...

ଅକ୍ଟୋବର ୨୭ରୁ ଓଡିଶା ସିଭିଲ୍ ସର୍ଭିସ୍ ପ୍ରିଲିମନାରୀ ପରୀକ୍ଷା

ଭୁବନେଶ୍ବର; ଓଡିଶା ଲୋକସେବା ଆୟୋଗ (ଓପିଏସସି) ୨୦୨୩ ପ୍ରିଲିମନାରୀ ପରୀକ୍ଷା ତାରିଖ ଘୋଷଣା କରିଛି। ଅକ୍ଟୋବର ୨୭ରୁ ଓଡିଶା ସିଭିଲ୍ ସର୍ଭିସ୍ ପ୍ରିଲିମନାରୀ ପରୀକ୍ଷା ଆରମ୍ଭ ହେବ। ପାଞ୍ଚଟି ଜୋନ୍ ଯଥା, ଭୁବନେଶ୍ୱର, କଟକ, ବାଲେଶ୍ୱର, ବ୍ରହ୍ମପୁର ଏବଂ ସମ୍ବଲପୁରରେ କରାଯିବ। ଓପିଏସସିର
Read More...

କର୍ମଚାରୀଙ୍କ ପାଇଁ ବୋନସ୍ ଘୋଷଣା କଲେ ମହାରାଷ୍ଟ୍ର ସରକାର

ମହାରାଷ୍ଟ୍ର: ଆଉ ଦୁଇଟି ସପ୍ତାହ ପରେ ପାଳନ ହେବ ଦୀପାବଳି ପର୍ବ। ଏହାରି ମଧ୍ୟରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ରାଜ୍ୟ କର୍ମଚାରୀଙ୍କ ପାଇଁ ବୋନସ ଘୋଷଣା କରିଛନ୍ତି। ରାଜ୍ୟରେ ନଭେମ୍ବର ୨୦ ତାରିଖରେ ବିଧାନସଭା ନିର୍ବାଚନ ଘୋଷଣା କରିବାର କିଛି କ୍ଷଣ ପୂର୍ବରୁ ସରକାର ଏହି ବଡ଼
Read More...