ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଫେବୃଆରି ୧୯ରୁ ମାଟ୍ରିକ ପରୀକ୍ଷା

ଭୁବନେଶ୍ଵର: ଫେବୃଆରି ୧୯ରୁ ହେବ ମାଟ୍ରିକ ପରୀକ୍ଷା। ଚଳିତବର୍ଷ ରାଜ୍ୟର ୩୦୮୨ଟି ସେଣ୍ଟରରେ ମାଟ୍ରିକ ପରୀକ୍ଷା ହେବ। ଏ ନେଇ ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପ୍ରଶ୍ନପତ୍ର ରଖିବା ପାଇଁ ୩୨୨ଟି
Read More...

ଦୁଇଦିନିଆ ମାଲେସିଆ ଗସ୍ତ ଶେଷ କରି ଦେଶ ଫେରିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଦିନିଆ ମାଲେସିଆ ଗସ୍ତ ଶେଷ କରି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଗସ୍ତକାଳୀନ ସମୟରେ କୁଆଲାଲମ୍ପୁରରେ ପ୍ରଧାନମନ୍ତ୍ରୀ ମାଲେସିଆର ପ୍ରଧାନମନ୍ତ୍ରୀ ଅନ୍ୱାର ଇବ୍ରାହିମ୍‌ଙ୍କ ସହ ବିସ୍ତୃତ ଦ୍ୱିପକ୍ଷୀୟ ଆଲୋଚନା କରିଥିଲେ। ଏଥିରେ
Read More...

ଟ୍ରକ୍‌-କାର ମୁହାଁମୁହିଁ ଧକ୍କା

ନ୍ୟୁଜ୍ ବ୍ୟୁରୋ: ଚିକିତ୍ସା ପାଇଁ ରୋଗୀକୁ ଡାକ୍ତରଖାନା ନେବା ବେଳେ ଜାତୀୟ ରାଜପଥରେ କାର ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଦୁର୍ଘଟଣା ଘଟି ଚାଲିଗଲା ୨ ଜୀବନ। ଏହି ଦୁର୍ଘଟଣାରେ ଆଉ ୫ ଜଣ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏହି ଆଜି ଭୋର ସମୟରେ ଆନ୍ଧ୍ର ପ୍ରଦେଶର
Read More...

୪୧ଟି ପୋଲିସ ଷ୍ଟେସନରେ ସିସିଟିଭି କ୍ୟାମେରା ପୁନଃସ୍ଥାପନ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ଵର: ରାଜ୍ୟରେ ୪୧ ଥାନାରେ ପୁନଃ ସ୍ଥାପନ ହେବ ସିସିଟିଭି କ୍ୟାମେରା। ଏନେଇ ନିର୍ଦ୍ଦେଶ ଦେଲେ ସର୍ବୋଚ୍ଚ ନ୍ୟାୟାଳୟ। ଅଧିକାଂଶ ଥାନାରେ ସିସି କ୍ୟାମେରା ଲାଗିଛି, ହେଲେ ଏହାର ମରାମତି କିମ୍ବା ନିୟନ୍ତ୍ରଣ କକ୍ଷ ନାହିଁ। ଯେଉଁ କାରଣରୁ ରାଜଧାନୀର ଥାନାରେ ଲାଗିଥିବା କ୍ୟାମେରା
Read More...

ପୀତବାସ ପଣ୍ଡା ହତ୍ୟା ମାମଲା: ‘ମୋତେ ଫସାଇ ଦିଆଯାଇଛି’,ବିକ୍ରମ ପଣ୍ଡା

ନ୍ୟୁଜ୍ ବ୍ୟୁରୋ: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲ୍‌ରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି। ସେ ନିଜକୁ ନିର୍ଦ୍ଦୋଷ ଦାବି କରିବା ସହ “ମୋତେ ଉଦ୍ଦେଶ୍ୟମୂଳକ ଭାବେ ଫସାଇ ଦିଆଯାଇଛି” ବୋଲି କହିଛନ୍ତି। ଆଜି ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ
Read More...

୧୦ ଫୁଟ୍‌ ତଳକୁ ଖସିଲା ଭ୍ୟାନ୍, ୧୭ ଆହତ

ଗଜପତି: ମୋହନା ଜରଉ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି। ଗଜପତି ଜିଲ୍ଲାର ମୋହନା ଥାନା ଜରଉ ଗାଁ ନିକଟରେ ରବିବାର ଏକ ପିକ୍‌ଅପ୍ ଭ୍ୟାନ ରାସ୍ତାରୁ ପ୍ରାୟ ୧୦ ଫୁଟ୍ ତଳକୁ ଖସି ପଡ଼ିବାରୁ ୧୭ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୫ ଜଣ ମହିଳା ଓ ୩ ଜଣ ଶିଶୁ ଅଛନ୍ତି। ଆହତଙ୍କ ମଧ୍ୟରୁ ୯ ଜଣଙ୍କ
Read More...

ବଢ଼ିବ ଭାରତୀୟ ବାୟୁସେନାର ଶକ୍ତି

୧୧୪ଟି ରାଫେଲ କିଣିବାକୁ ପ୍ରସ୍ତୁତ ଭାରତ ନ୍ୟୁଜ୍ ବ୍ୟୁରୋ: ଭାରତୀୟ ବାୟୁସେନାର ଯୁଦ୍ଧ କ୍ଷମତାକୁ ଆହୁରି ମଜବୁତ କରିବା ପାଇଁ ଭାରତ ଫ୍ରାନ୍ସ ଠାରୁ ଆଉ ୧୧୪ଟି ରାଫେଲ ଫାଇଟର ଜେଟ୍ କିଣିବା ପ୍ରସ୍ତୁତି ଆରମ୍ଭ କରିଛି। ଚଳିତ ମାସ ଶେଷରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କ ଭାରତ
Read More...

ରାଜ୍ୟରେ ଶୀଘ୍ର ଲାଗୁ ହେବ ନୂଆ ଅବକାରୀ ଆଇନ

ଭୁବନେଶ୍ବର: ରାଜ୍ୟରେ ଖୁବ୍‌ଶୀଘ୍ର ନୂଆ ଅବକାରୀ ଆଇନ ଲାଗୁ ହେବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସମସ୍ତ ପ୍ରକ୍ରିୟା ଶେଷ ହେବା ପରେ ଏହି ଆଇନକୁ ଅନୁପାଳନ କରାଯିବ ବୋଲି ସେ କହିଛନ୍ତି। ମନ୍ତ୍ରୀ କହିଛନ୍ତି ଯେ ଅବକାରୀ ବିଭାଗ ପକ୍ଷରୁ ‘ନିଶାମୁକ୍ତ
Read More...

ମାର୍ଚ୍ଚ ୧୪କୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି

ଭୁବନେଶ୍ବର: ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଚାଲିଥିବା ମହାନଦୀ ଜଳ ବିବାଦର ଯାଞ୍ଚ କରୁଥିବା ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ୍ ଏହି ମାମଲାରେ ଶୁଣାଣିକୁ ମାର୍ଚ୍ଚ ୧୪ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦେଇଥିବା ସୂଚନା ମିଳିଛି। ଫେବୃଆରୀ ଶେଷ ସପ୍ତାହରୁ ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ
Read More...

୯ ହଜାର ବୋତଲ କଫ ସିରଫ ଜବତ, ଜଣେ ଗିରଫ

ସୋନପୁର: ସୋନପୁର ପୁଲିସକୁ ବଡ ସଫଳତା। ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ସାହାଜବାହାଲ ଗାଁ ନିକଟରୁ ବିପୁଳ ପରିମାଣର କଫ ସିରଫ ଜବତ ହୋଇଛି। ଘଟଣାରେ ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଥିବାବେଳେ, ଆଉ ୩ ଜଣ ଫେରାର ହୋଇଯାଇଛନ୍ତି। ୨ଟି ଗାଡ଼ିରେ କଫ ସିରଫ ଚାଲାଣ
Read More...