ରାଜ୍ୟର ୩ ପୋଲିସ ଇନ୍ସପେକ୍ଟରଙ୍କୁ ମିଳିବ କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦକ
ନୂଆଦିଲ୍ଲୀ: ଘୋଷଣା ହେଲା କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦକ ପୁରସ୍କାର। ରାଜ୍ୟର ୩ ପୋଲିସ ଇନ୍ସପେକ୍ଟରଙ୍କୁ ମିଳିବ କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦକ। ଅପରାଧୀକ ମାମଲାର ତଦନ୍ତରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପୁରସ୍କାର ଦିଆଯିବ ବୋଲି ସୋସିଆଲ ମିଡ଼ିଆ ହ୍ୟାଣ୍ଡେଲ ଏକ୍ସରେ ଡିଜିପି!-->…
Read More...
Read More...