ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡନବିସ୍
ମୁମ୍ବାଇ: ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଦେବେନ୍ଦ୍ର ଫଡନବିସ୍। ଏହାସହ ସେ ତୃତୀୟ ଥର ପାଇଁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଆସନରେ ବସିଛନ୍ତି। ମୁମ୍ବାଇ ଆଜାଦ ମୈଦାନରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହାସହ ଶିବସେନା!-->…
Read More...
Read More...