ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର

ନୂଆଦିଲ୍ଲୀ: ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର। ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହରେ ଦମନ ପୁରସ୍କୃତ ହୋଇଛି। ଦିଲ୍ଲୀ ବିଜ୍ଞାନ ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରସ୍କାର ପ୍ରଦାନ କରୁଛନ୍ତି। ବିଭିନ୍ନ ବର୍ଗରେ ମନୋନୀତ ଫିଲ୍ମ,
Read More...

ଓମାର ଅବଦୁଲ୍ଲା ହେବେ ଜାମ୍ମୁ-କଶ୍ମୀରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

ଜାମ୍ମୁ-କଶ୍ମୀର: ଜାମ୍ମୁ-କଶ୍ମୀରରେ ହେବ ମେଣ୍ଟ ସରକାର। ଏନସି ନେତା ଓମାର ଅବଦୁଲ୍ଲା ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ। ଏନେଇ ଏନସି ମୁଖ୍ୟ ଫାରୁକ୍‌‌ ଅବଦୁଲ୍ଲା ଘୋଷଣା କରିଛନ୍ତି। ସେମାନେ ୪୮ ଟି ସିଟରେ ଆଗୁଆ ରହିଛି ମେଣ୍ଟ। ନ୍ୟାସନାଲ କନଫରେନ୍ସ ୪୨ଟି ସିଟରେ ଆଗୁଆ ରହିଥିବା ବେଳେ
Read More...

କ୍ରେନରୁ ଭାଙ୍ଗିଲା ଓଜନିଆ ବୁମ୍ ଗ୍ରାଫ୍, ଅପରେଟର ଗୁରୁତର

ପାରାଦୀପ: ପାରାଦୀପ ବନ୍ଦରର ଏମପିବି ବର୍ଥରେ ଅଘଟଣ। ବର୍ଥ ଉପରେ ଥାଇ ଲୋଡିଂ କରୁଥିବା ଏକ ସୋର୍ କ୍ରେନ୍ ଅଧାରୁ ଛିଡି ପଡିଛି। ଫଳରେ ଅପରେଟର ଆହତ ହୋଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି ସକାଳେ ବୋଥ୍ରା ସିପିଙ୍ଗ କମ୍ପାନୀର କ୍ରେନଟି ଏକ ବିଦେଶୀ ଜାହାଜ ‘ଏମଭି ଆମସୀ
Read More...

ବୁଧବାରଠାରୁ ଅନଶନରେ ବସିବେ ଅଲ ଇଣ୍ଡିଆ ଡାକ୍ତର ସଂଘ

ପଶ୍ଚିମବଙ୍ଗ: ଅନଶନରେ ବସିବେ ଅଲ ଇଣ୍ଡିଆ ଡାକ୍ତର ସଂଘ। ପଶ୍ଚିମବଙ୍ଗର ଆର.ଜି କର କଲେଜ ଏବଂ ହସ୍ପିଟାଲରେ ଜଣେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟାକୁ ନେଇ ବିରୋଧ ଜାରି ରହିଛି। ବର୍ତ୍ତମାନ ଫେଡେରେସନ୍ ଅଫ୍ ଅଲ୍ ଇଣ୍ଡିଆ ମେଡିକାଲ୍ ଆସୋସିଏସନ୍ (AFIMA) ଦେଶବ୍ୟାପୀ ଅନଶନ ଘୋଷଣା
Read More...

ଦାୟିତ୍ୱ ଭାର ଗ୍ରହଣ କଲେ ଅରୁଣ ଷଡ଼ଙ୍ଗୀ

ଭୁବନେଶ୍ବର: ଦାୟିତ୍ବ ଭାର ଗ୍ରହଣ କଲେ ଅରୁଣ ଷଡ଼ଙ୍ଗୀ। ଓପିଏସସି ନୂଆ ଅଧ୍ୟକ୍ଷ ଭାବେ ଦାୟିତ୍ବ ଗ୍ରହଣ କଲେ ବରିଷ୍ଠ ଆଇପିଏସ୍ ତଥା ପୂର୍ବତନ ଡିଜିପି ଅରୁଣ ଷଡଙ୍ଗୀ। ତେବେ ଗତ ମାସରେ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି)ର ନୂଆ ଅଧ୍ୟକ୍ଷ ଭାବେ ଅରୁଣ କୁମାର
Read More...

ଜୁଲାନା ଆସନରୁ ଜିତିଲେ ଭିନେଶ

ହରିୟାଣା: ବାଜି ମାରିଲେ ଭିନେଶ। କୁସ୍ତି ମୈଦାନ ପରେ ରାଜନୀତି ମୈଦାନରେ ବି ଭିନେଶଙ୍କୁ ମିଳିଛି ବଡ଼ ସଫଳତା। ହରିୟାଣା ୨୦୨୪ ବିଧାନସଭା ନିର୍ବାଚନର ମତଗଣନା ମଙ୍ଗଳବାର କରାଯାଉଛି। ରାଜ୍ୟର ଜିନ୍ଦ ଜିଲାର ହଟ୍‌ ସିଟ୍‌ ମଧ୍ୟରେ ରହିଥିବା ଜୁଲାନା ଆସନରୁ କଂଗ୍ରେସ ଟିକେଟରେ ଲଢ଼ୁଥିବା
Read More...

ସୋଆ ପକ୍ଷରୁ ବିଶ୍ୱ ପ୍ରାଣୀ ଦିବସ ପାଳିତ

ଭୁବନେଶ୍ୱର, ଅକ୍ଟୋବର ୭ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍‌ସେସ୍ ଆଣ୍ଡ ଆନିମଲ୍ ହଜ୍‌ବ୍ୟାଣ୍ଡରୀ (ଆଇଭିଏସ୍‌ଏଏଚ୍‌), ଓଡିଶା ଲାଇଭଷ୍ଟକ୍ ଡେଭେଲମେଂଟ ସୋସାଇଟି (ଓଏଲ୍‌ଡିଏସ୍‌) ଏବଂ ଓଡିଶା ଭେଟେରିନାରୀ କାଉନ୍‌ସିଲ୍‌ର ମିଳିତ ଆନୁକୂଲ୍ୟରେ
Read More...

ଜାହାନିଆ ସମୁଦ୍ରକୂଳରେ ସୋଆ ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀଙ୍କ ପକ୍ଷରୁ ସଫେଇ କାର୍ଯ୍ୟକ୍ରମ

ଭୁବନେଶ୍ୱର, ଅକ୍ଟୋବର ୭: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀମାନଙ୍କ ପକ୍ଷରୁ ‘ସ୍ୱଚ୍ଛତା ହି ସେବା’ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ପୁରୀ ଜିଲ୍ଲା ଅସ୍ତରଙ୍ଗ ନିକଟବର୍ତୀ ଜାହାନିଆ ସମୁଦ୍ରକୂଳରେ ସଫେଇ କରାଯାଇଛି । ସମୁଦ୍ରକୂଳ ସଫେଇ ନେଇ ସଚେତନତା, ଉପକୂଳ ପରିବେଶ
Read More...

୧ କୋଟି ଛୁଇଁଲା ସୁଭଦ୍ରା ଯୋଜନା ପଞ୍ଜୀକରଣ

ଭୁବନେଶ୍ବର; ସୋମବାର ସୁଦ୍ଧା ଓଡ଼ିଶାର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିଥିବା “ସୁଭଦ୍ରା” ଯୋଜନାରେ ଏକ କୋଟିରୁ ଅଧିକା ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ ବଡ ଉପଲବ୍ଧି ହେବ ବୋଲି
Read More...

ସ୍ବାସ୍ଥ୍ୟବସ୍ଥା ଗୁଜବକୁ ଖଣ୍ଡନ କଲେ ରତନ ଟାଟା

ଜାମସେଦପୁର: ୮୬ ବର୍ଷିୟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଚେୟାରମ୍ୟାନ୍ ରତନ ନାଭାଲ ଟାଟାଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଏବଂ ତାଙ୍କୁ ତୁରନ୍ତ ଆଇସିୟୁରେ ଭର୍ତ୍ତି କରିବାକୁ ପଡିବ ବୋଲି ଚର୍ଚ୍ଚା ହେଉଛି। ତେବେ ଯାହାକୁ ଖଣ୍ଡନ କରିଛନ୍ତି ରତନ ଟାଟା। “ମୋର ଅସୁସ୍ଥତା ସମ୍ବନ୍ଧରେ
Read More...