୨୦୨୭ ସୁଦ୍ଧା ଶେଷ ହେବ ଭୁବନେଶ୍ଵର ମେଟ୍ରୋ ଟ୍ରେନ୍ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାମ
ଭୁବନେଶ୍ବର: ଭୁବନେଶ୍ବର ଏମ୍ପି ଅପରାଜିତା ଷଡ଼ଙ୍ଗୀ ଶିନବାର ମେଟ୍ରୋ ପ୍ରକଳ୍ପକୁ ନେଇ ବଡ଼ ସୂଚନା ଦେଇଛନ୍ତି। ୨୦୨୭ ଡିସେମ୍ବର ସୁଦ୍ଧା ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପ ଶେଷ ହେବ। ଡିସେମ୍ବର ୨୦୨୭ ସୁଦ୍ଧା ଶେଷ ହେବଭୁବନେଶ୍ଵର ମେଟ୍ରୋ ଟ୍ରେନ୍ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାମ।!-->…
Read More...
Read More...