ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ଦେଶରେ ଆସିପାରେ ପଲିମର ନୋଟ

ପ୍ରସ୍ତାବ ଉପରେ ବିଚାର କରୁଛି ଆରବିଆଇ ନ୍ୟୁଜ୍ ବ୍ୟୁରୋ: ଦେଶରେ ଶୀଘ୍ର ପଲିମର (ପ୍ଲାଷ୍ଟିକ) କରେନ୍ସି ନୋଟ ପ୍ରଚଳନ ହୋଇପାରେ। ଏନେଇ ସଞ୍ଜୟ ମଲହୋତ୍ରା ସୂଚନା ଦେଇ କହିଛନ୍ତି ଯେ, ଭାରତୀୟ ରିଜର୍ଭ ବ୍ୟାଙ୍କ ଦେଶରେ ପଲିମର କରେନ୍ସି ନୋଟ ପ୍ରଚଳନ କରିବା ପ୍ରସ୍ତାବ ଉପରେ ବିଚାର କରୁଛି।
Read More...

ରାଜ୍ୟରେ ବଢ଼ିପାରେ ଖରାଛୁଟି ଅବଧି

ଭୁବନେଶ୍ବର: ରାଜ୍ୟରେ ଚାଲିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଖରା ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲଗୁଡ଼ିକର ଗ୍ରୀଷ୍ମ ଛୁଟି ଅବଧି ବଢ଼ିପାରେ। ଏନେଇ ଶୁକ୍ରବାର ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ରାଜ୍ୟର ଖରା ସ୍ଥିତିକୁ ସମୀକ୍ଷା କରି ସ୍କୁଲ ଖୋଲିବା ସମ୍ପର୍କରେ
Read More...

ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ

ନ୍ୟୁଜ୍ ବ୍ୟୁରୋ: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ସେ ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଥିଲେ। ଏହି ଅବସରରେ ଅନେକ ବିଧାୟକ ଓ
Read More...

ଭୁବନେଶ୍ୱରରେ କଙ୍ଗନା ରଣାୱତ

ଭୁବନେଶ୍ୱର: ବଲିଉଡ ଅଭିନେତ୍ରୀ ଓ ସାଂସଦ କଙ୍ଗନା ରଣାୱତ ନିଜ ଅଭିନୀତ ଫିଲ୍ମ ଭାରତ ଭାଗ୍ୟ ବିଧାତାର ପ୍ରିମିୟର ଶୋ’ରେ ଯୋଗଦେବା ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଆଜି ସନ୍ଧ୍ୟାରେ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଫିଲ୍ମର ପ୍ରିମିୟର ଶୋ’ ଦେଖିବେ। କାର୍ଯ୍ୟକ୍ରମ ପରେ ସେ
Read More...

ଦୁଷ୍କର୍ମ ମାମଲାରେ ୮ ବର୍ଷ ପରେ ଫେରାର ମୌଲାନା ଜାମସେଦପୁରରୁ ଗିରଫ

ଝାଡଖଣ୍ଡ: ଦୁଷ୍କର୍ମ ଅଭିଯୋଗରେ ଦୀର୍ଘ ୮ ବର୍ଷ ଧରି ଫେରାର ଥିବା ଜଣେ ମୌଲାନାଙ୍କୁ ଜଗତପୁର ପୋଲିସ ଝାଡଖଣ୍ଡର ଜାମସେଦପୁରରୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ପଦ୍ମପୁର ମୁତାରିଫା ଗ୍ରାମର ସେକ୍ ନଜିମୁଲ ଅରଫିନ୍ ଓରଫ ହାପିଜ୍ (୪୫)। ୨୦୧୮ ମସିହାରେ ଜଣେ ମହିଳା ତାଙ୍କ ବିରୋଧରେ
Read More...

ବିଶିଷ୍ଟ ସାହିତ୍ୟିକ ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକ

ଭୁବନେଶ୍ବର: ବିଶିଷ୍ଟ ସାହିତ୍ୟିକ, କବି, ନାଟ୍ୟକାର ଓ ଔପନ୍ୟାସିକ ଜଗନ୍ନାଥ ପ୍ରସାଦ ଦାସଙ୍କର ୯୦ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ବିୟୋଗରେ ଓଡ଼ିଆ ସାହିତ୍ୟ ଓ ସଂସ୍କୃତି ଜଗତରେ ଗଭୀର ଶୋକର ଛାୟା ଖେଳିଯାଇଛି। ବୁଧବାର ବିଳମ୍ବିତ ରାତିରେ ଭୁବନେଶ୍ୱରସ୍ଥିତ ବାସଭବନରେ ତାଙ୍କର ପରଲୋକ
Read More...

କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ

ନୂଆଦିଲ୍ଲୀ: ଦକ୍ଷିଣ-ପଶ୍ଚିମ ମୌସୁମୀ ଭାରତରେ ଆନୁଷ୍ଠାନିକ ଭାବେ ପ୍ରବେଶ କରି କେରଳ ଛୁଇଁଛି। ପାଣିପାଗ ବିଭାଗ (ଆଇଏମଡି) ଏହାର ସରକାରୀ ଘୋଷଣା କରି କହିଛି ଯେ, ମୌସୁମୀର ଅଗ୍ରଗତି ପାଇଁ ପରିସ୍ଥିତି ଅନୁକୂଳ ରହିଛି ଏବଂ ଆଗାମୀ ତିନିରୁ ଚାରି ଦିନ ମଧ୍ୟରେ ଏହା କର୍ଣ୍ଣାଟକ ଉପକୂଳ ଦେଇ ଗୋଆ
Read More...

ବ୍ରିକ୍ସ ସମ୍ମିଳନୀରେ ମୋହନ ମାଝୀ

ଜିରୋ କାଜୁଆଲିଟି’ ପାଇଁ ବିଶ୍ୱ ପ୍ରସିଦ୍ଧ ଓଡ଼ିଶାପୁରୀ: ପୁରୀରେ ଆୟୋଜିତ ବ୍ରିକ୍ସ ‘ଡିଜାଷ୍ଟର ରିସ୍କ ରିଡକ୍ସନ ୱାର୍କିଂ ଗ୍ରୁପ୍’ (DRRG)ର ଦ୍ୱିତୀୟ ବୈଷୟିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରର ସଫଳତାକୁ ବିଶ୍ୱ ସମ୍ମୁଖରେ ଉପସ୍ଥାପନ
Read More...

ବିଶ୍ୱ ତମାଖୁ ବର୍ଜନ ଦିବସ ଅବସରରେ ଆଇଡିଏସ୍ ପକ୍ଷରୁ ୱାକାଥନ୍ ଆୟୋଜିତ

ଭୁବନେଶ୍ୱର: ତମାଖୁ ସେବନର ଭୟାବହତା ଓ ଅପକାରିତା ଏବଂ ତମାଖୁ ମୁକ୍ତ ଜୀବନ ସଂପର୍କରେ ସଚେତନତା ବାଂଟିବା ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ୍ ସାଇନସେସ୍ ପକ୍ଷରୁ ବିଶ୍ୱ ତମାଖୁ ବର୍ଜନ ଦିବସ ଉପଲକ୍ଷେ ବୁଧବାର ଏକ ୱାକାଥନ୍
Read More...

ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ,ବିବାହ ପରେ ବି ପିତାମାତାଙ୍କ ପରିବାରର ସଦସ୍ୟ ଝିଅ

ନୂଆ ଦିଲ୍ଲୀ: ବିବାହିତ ଝିଅମାନଙ୍କ ଅଧିକାର ସମ୍ପର୍କରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଓ ଦୂରଗାମୀ ରାୟ ଦେଇଛନ୍ତି। ଅନୁକମ୍ପାମୂଳକ ନିଯୁକ୍ତି ସମ୍ବନ୍ଧୀୟ ଏକ ମାମଲାର ଶୁଣାଣି କରି ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ ବିବାହ ପରେ ମଧ୍ୟ ଜଣେ ଝିଅ ତାଙ୍କ ପିତାମାତାଙ୍କ ପରିବାରର ସଦସ୍ୟ
Read More...