ଆର୍.ଜି କର ହସ୍ପିଟାଲ ଘଟଣାରେ ସଞ୍ଜୟ ରୟଙ୍କୁ ଦୋଷୀ ସାବ୍ୟସ୍ତ କଲେ କୋର୍ଟ
କୋଲକାତା: କୋଲକାତାର ଆର୍.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଡ୍ୟୁଟିରେ ନିୟୋଜିତ ଜଣେ ମହିଳା ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ମାମଲାରେ ସିଆଲଦହ କୋର୍ଟ ସଞ୍ଜୟ ରୟଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆସନ୍ତା ୨୦ ତାରିଖରେ ସଞ୍ଜୟ ରାୟକୁ ଦଣ୍ଡ ଶୁଣାଇବେ କୋର୍ଟ।
ସୂଚନା ଯୋଗ୍ୟ,!-->!-->!-->…
Read More...
Read More...