ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି

ମାଆକୁ ପିଟିପିଟି ହତ୍ୟା କଲା ପୁଅ

ଅନୁଗୁଳ: ଅନୁଗୁଳରେ ଅଭାବନୀୟ ଘଟଣା। ବୃଦ୍ଧା ମାଆକୁ ପିଟିପିଟି ହତ୍ୟା କଲା ନୃଶଂସ ପୁଅ। ଟାଉନ ଥାନା ସୁସୁଡ଼ା ଗାଁରେ ମଦ୍ୟପ ପୁଅର ଉନ୍ମତ୍ତକାଣ୍ଡ। ମାଆ ସହ ବଚସା ପରେ ଠେଙ୍ଗାରେ ପିଟିପିଟି ହତ୍ୟା କଲା ପୁଅ। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଅଭିଯୁକ୍ତ ପୁଅକୁ ଅଟକ ରଖି ପଚରାଉଚରା
Read More...

ଜଳିଗଲା କଣ୍ଟେନର୍, ଡ୍ରାଇଭର ଜୀବନ୍ତ ଦଗ୍ଧ

ବାଲେଶ୍ୱର: ବାଲେଶ୍ୱର ଜିଲା ଲକ୍ଷ୍ମଣନାଥ ଟୋଲ ଗେଟ୍ ନିକଟରେ ଘଟିଛି ଭୟଙ୍କର ଦୁର୍ଘଟଣା। ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମଣନାଥ ଟୋଲଗେଟ ନିକଟରେ ଶନିବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ କଣ୍ଟେନର ଟୋଲଗେଟକୁ ଧକ୍କା ଦେବା
Read More...

ଦକ୍ଷିଣ ପୂର୍ବ ବଙ୍ଗୋପସାଗର ରେ ସଦୃଶ ଲଘୁଚାପ କ୍ଷେତ୍ର

୨୪ ଘଣ୍ଟାରେ ନେବ ଡିପ୍ରେସନ ର ରୂପଭୁବନେଶ୍ବର: ଗତକାଲି ଦକ୍ଷିଣ ପୂର୍ବ ବଙ୍ଗୋପସାଗର ରେ ରହିଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ - ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ଆଜି ସକାଳେ ସଦୃଶ ଲଘୁଚାପ କ୍ଷେତ୍ର ର ରୂପ ନେଇଛି। ଏହି କ୍ଷେତ୍ର ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗ
Read More...

ଧାନ କିଣା ନେଇ ମିଲରଙ୍କୁ କଡା ଚେତାବନୀ ଦେଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ଧାନ କିଣା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ କଡ଼ା ଚେତାବନୀ। ଧାନ କିଣା ପ୍ରସଙ୍ଗ ନେଇ ମିଲର ମାନଙ୍କୁ କଡା ଚେତାବନୀ ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। କୃଷ୍ଣ ପାତ୍ର କହିଛନ୍ତି ଯେ, ସିଧାସଳଖ ମିଲର ମାନେ କୃଷକଙ୍କ ନିକଟରୁ ଧାନ କିଣି ପାରିବେ
Read More...

ବିଶ୍ୱବିଦ୍ୟାଳୟ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟରେ ମିଳିଲା ମଞ୍ଜୁରୀ

ଭୁବନେଶ୍ବର:ବିଶ୍ବବିଦ୍ୟାଳୟ ଅଧିନିୟମ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟର ଶନିବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ମଞ୍ଜୁରୀ ମିଳିଛି। ରାଜ୍ୟ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ
Read More...

ଝାଡଖଣ୍ଡରେ ବାଜିମାରିଲେ କଳ୍ପନା ସୋରେନ

ଝାଡଖଣ୍ଡ: ଝାଡଖଣ୍ଡରେ ପୁଣିଥରେ ହେମନ୍ତ ସୋରେନ୍‌ ମୁଖ୍ୟମନ୍ତ୍ରୀ ହେବା ପ୍ରାୟ ନିଶ୍ଚିତ। ଝାଡଖଣ୍ଡରେ ବିଜେପିକୁ ସେମିତି ସଫଳତା ମିଳିନାହିଁ। ଝାଡଖଣ୍ଡର ବହୁ ଚର୍ଚ୍ଚିତ ସିଟ୍‌ ଦଖଲ କରିଛି ଜେଏମଏମ। ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ସୁମାର ଗୋଣ୍ଡେୟ ବିଧାନସଭା
Read More...

ପ୍ଲାଷ୍ଟିକ୍‌ ସ୍କ୍ରାପ୍‌ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

ଝାରସୁଗୁଡ଼ା: ପ୍ଲାଷ୍ଟିକ୍‌ ସ୍କ୍ରାପ୍‌ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ। ଝାରସୁଗୁଡ଼ା ବେହେରାପାଲି ରିୟାନ ପଲିଟେକ୍ନିକ୍ ଇଣ୍ଡଷ୍ଟ୍ରିଜର ପ୍ଲାଷ୍ଟିକ୍ ସ୍କ୍ରାପ୍‌ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ । ନିଆଁରେ ଗୋଦାମରେ ଥିବା ଜନିଷ ପତ୍ର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିଶମ ବାହିନୀ ପହଞ୍ଚି
Read More...

ବିଜୟ ଅଭିମୁଖେ ପ୍ରିୟଙ୍କା ଗାନ୍ଧୀ

ଓ୍ବାୟନାଡ଼: କଂଗ୍ରେସର ସାଧାରଣ ସମ୍ପାଦିକା ତଥା ରାହୁଲ ଗାନ୍ଧୀଙ୍କ ଭଉଣୀ ପ୍ରିୟଙ୍କା ଗାନ୍ଧୀ ଓ୍ବାୟନାଡ଼ରେ ବାଜିମାତ କରିବାକୁ ଯାଉଛନ୍ତି। ଏଠାରେ ଅନୁଷ୍ଠିତ ଲୋକସଭା ଉପନିର୍ବାଚନର ଭୋଟ ଗଣତି ଶନିବାର ଜାରି ରହିଥିବାବେଳେ ପ୍ରିୟଙ୍କା ସବୁଠୁ ଆଗରେ ରହିଛନ୍ତି।କଂଗ୍ରେସ ନେତା ତଥା ପୂର୍ବତନ
Read More...

ଗିରଫ ହେଲେ ଭବ ଦାସ

ଯାଜପୁର: ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଭାଇ ଭବ ପ୍ରକାଶ ଦାସ ଗିରଫ। ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇ ଜେଲ୍‌ ଯାଇଛନ୍ତି ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ। ଆଜି ସକାଳେ ତାଙ୍କୁ ଗିରଫ କରାଯାଇ ଏସ୍‌ଡିଜିଏମ୍‌ଙ୍କ ବାସଭବନକୁ
Read More...

ସରକାରୀ କର୍ମଚାରୀଙ୍କୁ ଅବସର ଦିନ ମିଳିବ ପୂର୍ଣ୍ଣାଙ୍ଗ ପେନସନ

ଭୁବନେଶ୍ବର: ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର। ଏଣିକି ସରକାରୀ କର୍ମଚାରୀଙ୍କୁ ଅବସର ଦିନ ପୂର୍ଣ୍ଣାଙ୍ଗ ପେନସନ ସୁନିଶ୍ଚିତ ହେବ। ଏନେଇ ସବୁ ବିଭାଗ ସଚିବଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଲେ ମୁଖ୍ୟ ସଚିବ ମନୋଜ ଆହୁଜା। ନିଜର ବିଭାଗ ତଥା ବିଭାଗ ଅଧିନସ୍ଥ ସମସ୍ତ
Read More...