ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳ ବଦଳ

ଭୁବନେଶ୍ବର; ଓଏଏସ୍‌ ସ୍ତରରେ ଆଜି ବଡ଼ ଧରଣର ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର। ମୋଟ ୩୬ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି। କଟକ ମହାନଗର ନିଗମ କମିଶନର ଭାବେ ଅନାମ ଚରଣ ପାତ୍ର ନିଯୁକ୍ତ ହୋଇଛନ୍ତି। ସେହିପରି କଳ୍ପତରୁ ବେହେରା ହେଲେ କଟକ ମହାନଗର ନିଗମ ଅତିରିକ୍ତ କମିଶନର ।
Read More...

କ୍ୱାଲିଟି ଟେଷ୍ଟରେ ବିଫଳ ହେଲା ପାରାସିଟାମଲ ସମେତ ୫୩ଟି ଔଷଧ

ନ୍ୟୁଜ ବ୍ୟୁରୋ: ପାରାସିଟାମଲ ସମେତ ୫୩ଟି ଔଷଧ କ୍ୱାଲିଟି ଟେଷ୍ଟରେ ବିଫଳ ହୋଇଛି। ଏହି ଔଷଧଗୁଡ଼ିକରେ କ୍ୟାଲସିୟମ ଏବଂ ଭିଟାମିନ୍ ଡ଼ି ୩ ସପ୍ଲିମେଣ୍ଟସ୍, ଆଣ୍ଟି-ଡାଇବେଟିସ୍ ବଟିକା ଏବଂ ଉଚ୍ଚ ରକ୍ତଚାପ ପାଇଁ ଔଷଧ ମଧ୍ୟ ଅନ୍ତର୍ଭୁକ୍ତ। ଦେଶର ଡ୍ରଗ୍ସ ରେଗୁଲେଟର ସେଣ୍ଟ୍ରାଲ୍ ଡ୍ରଗ୍ସ
Read More...

ନିଲମ୍ବିତ ଆଇଆଇସି ହେବ ପଲିଗ୍ରାଫ୍‌ ଟେଷ୍ଟ

ଭୁବନେଶ୍ବର: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା। କୋର୍ଟରେ ହାଜର ହେଲେ ଭରତପୁର ଥାନାର ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର। ଜଣେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କର ହେବ ପଲିଗ୍ରାଫ୍‌ ଟେଷ୍ଟ। ଏଥିପାଇଁ
Read More...

୧୦ମାସର ଶିଶୁକୁ ବଳାତ୍କାର

ଗୁଜରାଟ: ଲୋପ ପାଉଛି ମାନବିକତା।ପଶୁ ଠାରୁ ବି ହୀନ ହୋଇଯାଉଛି ମଣିଷ। ଗୁଜରାଟର ଭାରୁଚ୍‌ ଜିଲାରେ ରବିବାର ଆଉ ଏକ ଲଜ୍ଜାଜନକ ଘଟଣା ଘଟିଛି। ଭାରୁଚ୍‌ ଜିଲ୍ଲାର ପାନୋଲି ଗ୍ରାମରେ ଏକ ୧୦ମାସର ଶିଶୁକୁ ବଳାତ୍କାର କରାଯାଇଛି। ପିଲାଟି ଘର ଅଗଣାରେ ଖେଳୁଥିବାବେଳେ ଅଭିଯୁକ୍ତ ଦୀପକ କୁମାର ଲାଲବାବୁ
Read More...

ଓଡ଼ିଶା ନର୍ସିଂ କର୍ମଚାରୀ ସଂଘର ରାଜ୍ୟବ୍ୟାପୀ କାର୍ଯ୍ୟବନ୍ଦ ଆନ୍ଦୋଳନ

ଭୁବନେଶ୍ବର: ରାଜ୍ୟବ୍ୟାପୀ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦେଇଛି ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ। ୧୦ ଦଫା ଦାବିରେ ଧର୍ମଘଟ କରିବ ସଂଘ। ରାଜ୍ୟ ସରକାରଙ୍କ ସହ ଆଲୋଚନା ବି ହେବ। ଜରୁରିକାଳୀନ ରୋଗୀ ସେବାରେ କୌଣସି ପ୍ରକାର ବାଧା ନ ଦେଇ ଆନ୍ଦୋଳନକୁ ଓହ୍ଲାଇବେ ନର୍ସିଂ କର୍ମଚାରୀ।
Read More...

ଜମ୍ମୁ-କାଶ୍ମୀରରେ ଆଜି ସରିଛି ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରରେ ଆଜି ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ ହୋଇଯାଇଛି। ସକାଳଠୁ କଡ଼ା ସୁରକ୍ଷାରେ ଚାଲିଥିଲା ଭୋଟିଂ। ୨୬ ବିଧାନସଭା ଆସନରେ ଚାଲିଥିଲା ଭୋଟିଂ। ଶହ ଶହ ଭୋଟର ମତଦାନ କେନ୍ଦ୍ରରେ କରିଛନ୍ତି ମତଦାନ। ୨୩୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ମତ ଦାତା। ୬
Read More...

ଆସନ୍ତାକାଲି ଓଡ଼ିଶା ଆସିବେ ଜେପି ନଡ୍ଡା

ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ ଗୁରୁବାର ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ଦିନିକିଆ ଓଡ଼ିଆ ଗସ୍ତରେ ଆସି ଭୁବନେଶ୍ୱରସ୍ଥିତ ବିଜେପି ପାର୍ଟି ଅଫିସ୍‌ରେ ପହଞ୍ଚିବେ ଜେପି ନଡ୍ଡା। ସାଂସଦ, ବିଧାୟକ,
Read More...

୬ ବର୍ଷର ବାଳିକାକୁ ହତ୍ୟା କଲେ ପ୍ରିନ୍ସିପାଲ

ଗୁଜରାଟ: ଗୁଜରାଟର ଦାହୋଡ଼ ଜିଲାରେ ଏଭଳି ଏକ ହୃଦୟବିଦାରକ ଘଟଣା ଘଟିଛି। ପ୍ରଥମ ଶ୍ରେଣୀରେ ପଢ଼ୁଥିବା ୬ ବର୍ଷର ବାଳିକାଙ୍କୁ ସ୍କୁଲ୍‌ ପ୍ରିନ୍ସିପାଲ ବଳାତ୍କାର ଉଦ୍ୟମ କରିଥିଲେ। ସେ ପ୍ରତିରୋଧ କରିବାରୁ ପ୍ରିନ୍ସିପାଲ ତାଙ୍କ ଗଳା ଦବାଇ ହତ୍ୟା କରିଛନ୍ତି। ଏହା ପରେ ସେ ନାବାଳିକାଙ୍କ
Read More...

୩୧ଟି ବୃହତ ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ସରକାର

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୩୧ତମ ଏସ୍ଏଲ୍ଏସଡବ୍ଲୁସିଏ ବୈଠକରେ ୩୧ଟି ବୃହତ ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଯାହାର ମୋଟ ମୂଲ୍ୟ ୪ ହଜାର ୯୫୪.୨୬ କୋଟି ଟଙ୍କା। ଏହି ପୁଞ୍ଜିନିବେଶ ବିଭିନ୍ନ କ୍ଷେତ୍ରରେ ବ୍ୟାପକ ଏବଂ ଓଡ଼ିଶାର ଅର୍ଥନୈତିକ
Read More...

ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ସହାୟତା ଘୋଷଣା କଲେ ରାଜ୍ୟ ସରକାର

ବାଲେଶ୍ୱର: ବାଲେଶ୍ୱର ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ରାଜ୍ୟ ସରକାର ଆଜି ସହାୟତା ଘୋଷଣା କରିଛନ୍ତି। ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ବାଲେଶ୍ୱର ଗସ୍ତକରି କ୍ଷତିଗ୍ରସ୍ତମାନଙ୍କୁ ସହାୟତା ଦେବାକୁ ନିର୍ଦ୍ଦେଶ ଦେଇଥିଲେ
Read More...