ଆସନ୍ତା ୧୯ରେ ପୃଥିବୀ ଫେରିପାରନ୍ତି ସୁନୀତା ଓ ୱିଲମୋର
ଆମେରିକା: ଅନ୍ତର୍ଜାତୀୟ ମହାକାଶ ଷ୍ଟେସନରେ ପହଞ୍ଚିଲା କ୍ରିଉ-୧୦ ମିଶନର ସ୍ପେସଏକ୍ସ ଡ୍ରାଗନ ସ୍ପେସକ୍ରାଫ୍ଟ। ଆଉ ମାତ୍ର ଦିନ କେଇଟା। ଦୀର୍ଘ ୯ ମାସର ଅବଧି ପରେ ଶେଷରେ ପୃଥିବୀ ଫେରିବେ ଭାରତୀୟ ବଂଶୋଦ୍ଭବ ତଥା ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଏବଂ ବୁଚ୍ ୱିଲମୋର। ବହୁ ବାଧାବିଘ୍ନ!-->…
Read More...
Read More...