ପ୍ରମୁଖ ଖବର

ହିଞ୍ଜିଳିରେ ପ୍ରଚାର କରିଛନ୍ତି ଅଭିନେତା ବାବୁସାନ ମହାନ୍ତି ,ଗୀତ ଗାଇ ବାବୁସାନଙ୍କ ପ୍ରଚାର
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସି, ଓଡ଼ିଶାରେ ବିଜେପି ପାଇଁ ପ୍ରଚାର ଆରମ୍ଭ କରିଛନ୍ତି
ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ବ୍ୟାଡମିଣ୍ଟନ ଷ୍ଟାର ସାଇନା ନେହ୍ୱାଲ
ପାଟନା ଜଙ୍କସନ ରେଳଷ୍ଟେସନ ନିକଟରେ ଥିବା ହୋଟେଲରେ ଭୟାନକ ଅଗ୍ନିକାଣ୍ଡ: ୬ ମୃତ, ୧୮ ଗୁରୁତର

ପ୍ରଥମ ପର୍ଯ୍ୟାୟରେ ୬୦ ପ୍ରତିଶତରୁ ଅଧିକ ମତଦାନ

ସରିଛି ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ । ଦିନ ଗୋଟାଏ ସୁଦ୍ଧା ୬୦ ପ୍ରତିଶତ ମତଦାନ ହୋଇଥିବା ରାଜ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି । କାଁ ଭାଁ ଗଣ୍ଡଗୋଳ ଛାଡିଦେଲେ ଶାନ୍ତିଶୃଙ୍ଖଳାର ସହ ସରିଛି ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ । ସକାଳ ୭ରୁ ଭୋଟ ଗ୍ରହଣ ଆରମ୍ଭ ହୋଇଥିବା…
Read More...

ମୋତେ ରିମୋର୍ଟରେ କରାଯାଉଥିଲା କଣ୍ଟ୍ରୋଲ

ଜାତୀୟ ସୁରକ୍ଷା ପରାମର୍ଶଦାତା(ଏନଏସଏ) ଅଜିତ ଡୋଭାଲଙ୍କ ଘରେ ଜଣେ ବ୍ୟକ୍ତି ଜବରଦସ୍ତ ପ୍ରବେଶ ପାଇଁ ଉଦ୍ୟମ କରିଛି । ମିଳିଥିବା ସୂଚନା ଅନୁସାରେ, ବ୍ୟକ୍ତି ଜଣକ କାର ନେଇ ଅଜିତ ଡୋଭାଲଙ୍କ ଘରେ ପ୍ରବେଶ କରିବାକୁ ଚେଷ୍ଟା କରିଥିଲା । କିନ୍ତୁ ସେଠାରେ ଥିବା ସୁରକ୍ଷାକର୍ମୀମାନେ ଠିକ ସମୟରେ…
Read More...

ନିର୍ବାଚନ ପୂର୍ବରୁ ଆଖିବୁଜିଲେ ସରପଞ୍ଚ ପ୍ରାର୍ଥୀ, ବନ୍ଦ ରହିଲା ମତଦାନ

ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ଆଜି ପ୍ରଥମ ପର୍ଯ୍ୟାୟ ଭୋଟ ପଡୁଥିବା ବେଳେ ଆସିଛି ଦୁଃଖଦ ଖବର । ନିର୍ବାଚନ ପୂର୍ବରୁ ଆଖି ବୁଜିଲେ ସରପଞ୍ଚ ପ୍ରାର୍ଥୀ । ଫଳରେ ମତଦାନ ବନ୍ଦ ରହିଛି । କଟକ ସଦର ବ୍ଲକର ଯଶପଡା ପଞ୍ଚାୟତରେ ଏଭଳି ଦୁଃଖଦ ଘଟଣା ଘଟିଛି । କଟକ ସଦର ବ୍ଲକର ଯଶପଡ଼ା ପଞ୍ଚାୟତରେ…
Read More...

ପ୍ରାର୍ଥୀଙ୍କ ଘର ଉପରକୁ ବୋମାମାଡ଼

ରାଜ୍ୟରେ ଆଜି ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ପଡୁଥିବା ବେଳେ ବିଭିନ୍ନ ସ୍ଥାନରୁ ଆସିଛି ହିଂସାର ଖବର । କେଉଁଠି ଗୁଳିମାଡ଼ ହୋଇଛି ତ କେଉଁଠି ବୋମାମାଡ଼ । ଆଉ କେଉଁଠି ମତଦାନ କେନ୍ଦ୍ରରେ ବଳପୂର୍ବକ ଭୋଟିଂକୁ ନେଇ ଉତେଜନା ଦେଖାଦେଇଛି । ସାଲେପୁର ଶିଶୁଆ ପଞ୍ଚାୟତର ସମିତି…
Read More...

ପଞ୍ଜାବୀ ଅଭିନେତା ଦୀପ ସିଦ୍ଧୁଙ୍କ ଦୁର୍ଘଟଣାରେ ମୃତ୍ୟୁ

ପଞ୍ଜାବ ଅଭିନେତା ଦୀପ ସିଦ୍ଧୁଙ୍କ ମଙ୍ଗଳବାର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ଯେଉଁ ସମୟରେ ଦୁର୍ଘଟଣା ହେଲା ସେତେବେଳେ ତାଙ୍କ ସହ ଜଣେ ମହିଳା ବନ୍ଧୁ ମଧ୍ୟ କାରରେ ଥିଲେ । ସେ ଏବେ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଠିକ ଥିବା ଜଣାପଡିଛି । ସୂଚନା…
Read More...

ପଞ୍ଚାୟତ ଲଢେଇ: ଭୋଟ ଦେଉଛି ଓଡିଶା

ଭୁବନେଶ୍ବର: ରାଜ୍ୟରେ ଆରମ୍ଭ ହୋଇଛି ପ୍ରଥମ ପର୍ଯ୍ୟାୟ ମତଦାନ । ସକାଳ ୭ରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଅପରାହ୍ନ ଗୋଟାଏ ଯାଏଁ ଭୋଟ ଗ୍ରହଣ ଚାଲିବ। ହଜାରେ ୬୬୯ଟି ପଞ୍ଚାୟତରେ ଆରମ୍ଭ ହୋଇଛି ମତଦାନ। ୨୨ ହଜାର ୩୭୯ ବୁଥରେ ମତାଧିକାର ସାବ୍ୟସ୍ତ କରୁଛନ୍ତି ଭୋଟର। ଏହି ନିର୍ବାଚନରେ ବହୁ ବଡ଼ ବଡ଼…
Read More...

ପରଲୋକରେ ଡିସ୍କୋ କିଙ୍ଗ୍‌

ମୁମ୍ବାଇ: ପୁଣି ଆଉ ଏକ ଦୁଃଖଦ ଖବର ଆସି ପହଞ୍ଛିଛି। ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କୁ ହରାଇବାର ଦିନ କେଇଟା ନ ବିତୁଣୁ ଆଉ ଜଣେ ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ତଥା ଗାୟକଙ୍କୁ ହରାଇଛି ବଲିଉଡ। ପ୍ରଖ୍ୟାତ ଗାୟକ ବାପି ଲାହିରିଙ୍କ ପରଲୋକ ହୋଇଛି। ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ୬୯…
Read More...