ପ୍ରମୁଖ ଖବର

ପ୍ରଚାର ବେଳେ ପୁରୀ କଂଗ୍ରେସ ବିଧାୟକ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କୁ ସଂଘବଦ୍ଧ ଆକ୍ରମଣ, ମୁଣ୍ଡରେ ଲାଗିଛି ଆଘାତ
୫ଟି ସ୍ଥାନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ: ଜଳେଶ୍ୱର ସହ ବରୀ, ଆଠମଲ୍ଲିକ, ଆଠଗଡ଼ ଓ ପୁରୀରେ ବଦଳିଲେ କଂଗ୍ରେସ ପ୍ରାର୍ଥୀ
ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ: ରାଜଭବନରେ କରିବେ ରାତ୍ରିଯାପନ, କାଲି ବ୍ରହ୍ମପୁରରେ ଦେବେ ଉଦ୍‌ବୋଧନ, ନବରଙ୍ଗପୁରରେ ବିଜୟ ସଂକଳ୍ପ ସମାବେଶରେ ହେବେ ସାମିଲ

ପଞ୍ଚାୟତ ଲଢେଇ: ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପଡୁଛି ଭୋଟ୍‌

ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ଚାଲିଛି ଭୋଟିଂ । ସକାଳ ୭ରୁ ମତଦାନ ଆରମ୍ଭ ହୋଇଛି । ଦିନ ଗୋଟାଏ ଯାଏଁ ଭୋଟ ଗ୍ରହଣ ଚାଲିବ। ୩୦ଟି ଜିଲ୍ଲାର ୬୮ ବ୍ଲକର ୧୮୬ ଜିଲ୍ଲା ପରିଷଦ ଜୋନରେ ମତାଧିକାର ସାବ୍ୟସ୍ତ କରୁଛନ୍ତି ଭୋଟର। ୧୫୧୪ ପଞ୍ଚାୟତର ୨୦ ହଜାର ୪୩୫ ବୁଥରେ ଭୋଟ ଦେଇ…
Read More...

ହାରିବା ଭୟରେ ରକ୍ତମୁଖା ହେଉଛି ବିଜେପି: ସସ୍ମିତ

ପ୍ରଥମ ପର୍ଯ୍ୟାୟ ମତଦାନ ବେଳେ ନିର୍ବାଚନୀ ହିଂସାକୁ ନେଇ ବିଜେପି ବିଜେଡି ଉପରେ ବର୍ଷିବା ପରେ କାଉଣ୍ଟର ଆଟାକ କରିଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର । ହିଂସା ପଛରେ ବିଜେପିର ହାତ ଅଛି । ହାରିବା ଭୟରେ ବିଜେପି ଏପରି ଗୁଣ୍ଡାଗିରି କରୁଛି ବୋଲି କହିଛନ୍ତି ସସ୍ମିତ ପାତ୍ର । ସସ୍ମିତ…
Read More...

ଲାଞ୍ଚ ଟଙ୍କାରେ କୋଟିପତି ସରକାରୀ ଡାକ୍ତର

ସରକାରୀ ଡାକ୍ତରଙ୍କ କୋଟି କୋଟି ସମ୍ପତ୍ତି। ଡାକ୍ତରଙ୍କ ଘରୁ ନଗଦ ଜବତ ହୋଇଥିଲା କୋଟିଏ ୧୨ ଲକ୍ଷ ଟଙ୍କା । ଯାହା ଓଡିଶା ଭିଜିଲାନ୍ସରେ ସର୍ବାଧିକ ନଗଦ ଜବତ ଟଙ୍କା । ଭିଜିଲାନ୍ସ ଅଧିକାରୀମାନେ ପୁଳା ପୁଳା ଟଙ୍କା ଦେଖି ତାଜୁବ ହୋଇଯାଇଥିବା ବେଳେ ଆଜି ଡାକ୍ତର ସୁକାନ୍ତ ଜେନାଙ୍କୁ ଗିରଫ କରି…
Read More...

ବିଜେଡ଼ି କରିଛି ନିର୍ବାଚନୀ ହିଂସା: ବିଜେପି

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ବେଳେ ବିଭିନ୍ନ ଅଞ୍ଚଳରୁ ହିଂସାର ଖବର ଆସିଥିଲା । ବୁଥରେ କେଉଁଠି ଦୁଇ ଗୋଷ୍ଠୀ ମୁହାଁମୁହିଁ ହେଲେଣି ତ ଆଉ କେଉଁଠି ଠେଙ୍ଗାରେ ପିଟାପିଟି ହେଲେଣି । କଣାସରେ ମଧ୍ୟ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଥିଲା । ତେବେ ଏସବୁ ଘଟଣା ପାଇଁ…
Read More...

ସାମ୍ବାଦିକଙ୍କୁ ମାଡ଼ ମାରି ବନ୍ଧା ହେଲେ

ପଞ୍ଚାୟତ ନିର୍ବାଚନ ସମ୍ପର୍କିତ ଖବର ସଂଗ୍ରହ କରିବାକୁ ଯାଇଥିବା ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ । ପୁରୀ କଣାସରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ପୁଲିସ ୮ ଜଣଙ୍କୁ ଗିରଫ କରିଛି । ଅଭିଯୋଗ ଆଧାରରେ ବିଭିନ୍ନ ସ୍ଥାନରେ ଚଢାଉ କରି ପୁଲିସ ଏମାନଙ୍କୁ ଗିରଫ କରିଛି । ଗିରଫ…
Read More...

ଦେଶରେ ସାମାନ୍ୟ ବଢିଲା ସଂକ୍ରମଣ

ଦେଶରେ ଆଜି ସାମାନ୍ୟ ବଢିଲା ସଂକ୍ରମଣ । ଦିନକରେ ୩୦ ହଜାର ଉପରେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘ ।ରେ ୩୦ ହଜାର ୭୫୭ ନୂଆ ମାମଲା ଆସିଛି । ଦୈନିକ ସଂକ୍ରମଣ ହାର ରହିଛି ୨.୪୫% । ସେହିପରି ଦିନକରେ ୫୪୧ ଆକ୍ରାନ୍ତ କରୋନାରେ ଆଖି ବୁଜିଥିବା ବେଳେ ୬୭,୫୩୮ ଜଣ ସୁ୍‌ସ୍ଥ ହୋଇଛନ୍ତି ।…
Read More...

ମୃତ୍ୟୁର କୂଅ

ବିବାହ ପାଇଁ ଚାଲିଥିଲା ଆୟୋଜନ । ହସଖୁସିରେ ଫାଟିପଡୁଥିଲା ଘର । ସମ୍ପକୀୟଙ୍କ ଓ ଗାଁ ଲୋକଙ୍କର ମଧ୍ୟ ଘରେ ଭିଡ ଜମିଥିଲା । କିନ୍ତୁ ଖୁସିର ମାହୋଲ ଭିତରେ ଖେଳିଗଲା ଦୁଃଖର କଳାବାଦଲ । ହଠାତ ସବୁକିଛି ଛାରଖାର ହୋଇଗଲା । ଉତ୍ତରପ୍ରଦେଶ କୁଶିନଗରରୁ ଆସିଛି ଏଭଳି ଏକ ଘଟଣା ଯାହା ଶୁଣିଲେ…
Read More...