ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର ବାଗପତରେ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଟ୍ରକ୍ ଓଲଟି ଭୟଙ୍କର ଦୁର୍ଘଟଣା। ଏଥିରେ ୧୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୨ ଜଣ ଆହତ ହୋଇଛନ୍ତି। ସୋମବାର ରାତି ପ୍ରାୟ ୧ଟାରେ ପୂର୍ବ ପେରିଫେରାଲ ଏକ୍ସପ୍ରେସୱେରେ ଏହି ଦୁର୍ଘଟଣା ଘଟିଛି। ଖେକ୍ରା କୋତୱାଲି ଅଞ୍ଚଳର!-->…
Read More...
Read More...