ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଫୋନରେ ମିଛ ଧମକ ଏକ ‘ଧର୍ତ୍ତବ୍ୟ ଅପରାଧ’ : ବେସାମରିକ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ: ବାରମ୍ବାର ଭାରତୀୟ ବିମାନଗୁଡିକୁ ବୋମାରେ ଉଡାଇ ଦେବାକୁ ଧମକ ମିଳୁଥିବାରୁ ନେଇ ସାମ୍ବାଦିକ ସମ୍ମିଳନୀରେ ପ୍ରତିକ୍ରିୟା ରଖିଛନ୍ତି ବେସାମରିକ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ। ଏପରି ଅପରାଧକୁ ରୋକିବା ପାଇଁ ଆଇନରେ ସଂଶୋଧନ ଆଣିବାକୁ ଆଲୋଚନା ଚାଲିଥିବା ସେ କହିଛନ୍ତି।
Read More...

ଲାଞ୍ଚ ନେଇ ଧରାପଡ଼ିଲେ ପୋଲିସ୍ ଏସଆଇ

ଖଣ୍ଡପଡା: ପୋଲିସ୍ ଏସଆଇ ମାମଲାକୁ ରଫାଦଫା କରାଇବା ପାଇଁ ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ। ମଦବେପାରୀଙ୍କ ଠାରୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଖଣ୍ଡପଡା ଏସଆଇ ଶେଖ୍ ରେହମାନଙ୍କୁ ବାନ୍ଧିଛି ଭିଜିଲାନ୍ସ। ଭିଜିଲାନ୍ସ ପୋଲିସ୍ ବାବୁଙ୍କୁ ଗିରଫ କରିବା ସହ ଲାଞ୍ଚ
Read More...

କ୍ଷମା ମାଗିଲେ ବୁଦ୍ଧାଦିତ୍ୟ ମହାନ୍ତି

ଭୁବନେଶ୍ବର; କ୍ଷମା ମାଗିଲେ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମ୍ବନ୍ଧରେ ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ଫସିଥିବା ଅଭିନେତା ବୁଦ୍ଧାଦିତ୍ୟ କ୍ଷମା ମାଗିଛନ୍ତି। ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ଏନ୍‌ସିପି ନେତା ବାବା ସିଦ୍ଦିକଙ୍କ ହତ୍ୟା
Read More...

ବାତ୍ୟା ପାଇଁ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ବର: ବାତ୍ୟା ‘ଦାନା’କୁ ନେଇ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି। ବାତ୍ୟା ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ଏଥିରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ପାଇଁ ନିଷ୍ପତ୍ତି ହୋଇଥିଲା। ସ୍ୱତନ୍ତ୍ର ରିଲିଫ କମିଶନର (ଏସଆରସି) ଏବଂ ଅତିରିକ୍ତ ମୁଖ୍ୟ ଶାସନ
Read More...

ସଦୃଶ ଲଘୁଚାପ ରେ ପରିଣତ ହେଲା ଲଘୁଚାପ

୨୩ ରେ ନେବ ବାତ୍ୟା ର ରୂପ ଭୁବନେଶ୍ବର; ଉତ୍ତର ଆଣ୍ଡମାନ ସାଗର ରେ ଥିବା ଲଘୁଚାପ କ୍ଷେତ୍ର ଆଜି ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ସଦୃଶ ଲଘୁଚାପ ରେ ପରିଣତ ହୋଇଛି। ଏହି କ୍ଷେତ୍ରଟି ଆହୁରି ଘନୀଭୂତ ହୋଇ ଆସନ୍ତାକାଲି ସକାଳେ ଅବପାତ ରେ ପରିଣତ ହେବ ଓ ଉତ୍ତର ପଶ୍ଚିମ ଦିଗ ରେ
Read More...

ପୁରୀରେ ହବିଷ୍ୟାଳୀ ମା’ ମାନଙ୍କୁ ଭେଟି ବ୍ରତ ସରଞ୍ଜାମ ଦେଲେ ମୁଖ୍ୟମନ୍ତ୍ରୀ

ପୁରୀ: ପୁରୀରେ କାର୍ତ୍ତିକ ବ୍ରତ କରିବାକୁ ଆସିଥିବା ହବିଷ୍ୟାଳୀ ମା’ ମାନଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ରତ ସରଞ୍ଜାମ ପ୍ରଦାନ କରିଛନ୍ତି। ଏଥିରେ ଶାଢୀ, ଚଦର, ଉତ୍ତରୀୟ, ରାଇ ଦାମୋଦର ବ୍ରତ ବହି, ଶୁଖିଲି ମହାପ୍ରସାଦ ଆଦି ରହିଛି। ପ୍ରାୟ ୩୦୦୦ ହବିଷ୍ୟାଳୀ ମା’ଙ୍କ ପାଇଁ
Read More...

ବୃଦ୍ଧି ହେଲା ବିମାନଯାତ୍ରା ସମୟରେ ଦୁର୍ଘଟଣାର କ୍ଷତିପୂରଣ ରାଶି

ନୂଆଦିଲ୍ଳୀ; ଅନ୍ତର୍ଜାତୀୟ ଉଡାଣ ସମୟରେ ଯାତ୍ରୀଙ୍କ ସହାୟତା କ୍ଷେତ୍ରରେ ଦିଆଯାଉଥିବା କ୍ଷତିପୂରଣରେ ବୃଦ୍ଧି ଘଟିଛି। ଏଥିରେ ବିମାନରେ ବିଳମ୍ବ, ଯାତ୍ରା ସମୟରେ ଦୁର୍ଘଟଣା ଯୋଗୁଁ ଆହତ ବା ମୃତ୍ୟୁ ହେଲେ କ୍ଷତିପୂରଣ ସାମିଲ କରାଯାଇଛି। ଅନ୍ତର୍ଜାତୀୟ ନାଗରିକ ଉଡ୍ଡୟନ ସଙ୍ଗଠନ (ଆଇସିଏଓ)
Read More...

ମହାରାଷ୍ଟ୍ର ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ଭାଜପା

ମହାରାଷ୍ଟ୍ର: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ରବିବାର ପ୍ରାର୍ଥୀ ତାଲିକା ଜାରି କରିଛି ଭାରତୀୟ ଜନତା ପାର୍ଟି। ରାଜ୍ୟରେ ୩ ଦଳ ମଧ୍ୟରେ ସିଟ ଶେୟାରିଂ ଫର୍ମୁଲା ଚୂଡ଼ାନ୍ତ ହେବା ପରେ ଆଜି ବିଜେପି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ୯୯ ଜଣଙ୍କୁ ଦଳ ପକ୍ଷରୁ
Read More...

କଳାବଜାରୀଙ୍କୁ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ କଡ଼ା ଚେତାବନୀ

ଭୁବନେଶ୍ବର: ଆସନ୍ତା ୨୩ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ବାତ୍ୟା ‘ଦାନା’। ତେବେ ବାତ୍ୟା ନେଇ ଆଇଏମଡିର ଆକଳନ ପରେ ଏବେ ଲୋକଙ୍କ ମନରେ ଛନକା ପଶିଥିବା ବେଳେ ଏହାର ଫାଇଦା ଉଠାଇ କିଛି ଅସାଧୁ ବ୍ୟବସାୟୀ ବିଭିନ୍ନ ଆବଶ୍ୟକୀୟ ସାମଗ୍ରୀକୁ ଚଢା ଦରରେ ବିକ୍ରି
Read More...

ପାରିବାରିକ କଳହରେ ଦେହରେ ନିଆଁ ଲଗାଇଲେ ସ୍ତ୍ରୀ

ବଞ୍ଚାଇବାକୁ ଯାଇ ପୋଡ଼ିଗଲେ ସ୍ୱାମୀସୋର: ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ଜଡ଼ିଦା ପଞ୍ଚାୟତ ଆଡ଼ିଆ ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପାରିବାରିକ କଳହ ଉଗ୍ରରୂପ ନେଇ କିରାସିନ ଢାଳି ଦେହରେ ନିଆଁ ଲଗାଇ ଦେଲେ ସ୍ତ୍ରୀ। ଆଉ ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ପୋଡ଼ି ହୋଇଗଲେ
Read More...