କିଡନୀ ରୋଗୀଙ୍କ ପାଇଁ ମାଗଣା ଡାଏଲିସିସ ଘୋଷଣା କଲେ ନାୟବ ସିଂ ସାଇନି
ହରିୟାଣା: ମୁଖ୍ୟମନ୍ତ୍ରୀ ହେବା ପରେ ଏକ ବଡ ନିଷ୍ପତ୍ତି ନେଇଛନ୍ତି ନାୟବ ସିଂ ସାଇନି। ସେ ରାଜ୍ୟବାସୀଙ୍କୁ ଦେଇଛନ୍ତି ବଡ ଉପହାର। ସାଇନି ରାଜ୍ୟର ସମସ୍ତ ସରକାରୀ ଡାକ୍ତରଖାନାରେ କିଡନୀ ରୋଗୀଙ୍କ ପାଇଁ ମାଗଣା ଡାଏଲିସିସ ଘୋଷଣା କରିଛନ୍ତି। ଭବିଷ୍ୟତରେ ସମସ୍ତ ମେଡିକାଲ କଲେଜରେ ମାଗଣା!-->…
Read More...
Read More...