ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି

ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ଏତଲା

କଟକ: ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ଏତଲା ଦେଲା ଓଡ଼ିଶା ଫିଲ୍ମ ଓ ଟିଭି ନିର୍ଦ୍ଦେଶକ ସଂଘ। ଅଭିନେତା ତଥା ରାଜନେତା ମନୋଜ ମିଶ୍ରଙ୍କ ନାଁରେ କଟକ ସାଇବର ଥାନାରେ ଏତଲା ହୋଇଛି। ମନୋଜ ମିଶ୍ର ସୋସିଆଲ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ଦେଉଥିବା ଅଭିଯୋଗରେ ତାଙ୍କ ନାହରେ ଏତଲା ହୋଇଛି। ଓଡ଼ିଆ
Read More...

ଶ୍ରୀମନ୍ଦିରରେ ପଶିଲେ ଅଣହିନ୍ଦୁ

ପୁରୀ: ଶ୍ରୀମନ୍ଦିରରେ ପଶିଗଲେ ଅଣହିନ୍ଦୁ। ସୁରକ୍ଷା ବ୍ୟବସ୍ଥାକୁ ଭେଦକରି ମନ୍ଦିରର ଗୁମୁଟ ଭିତରକୁ ପଶିଗଲେ ଅଣହିନ୍ଦୁ ମହିଳା। ମାଣ୍ଡାରିନ୍ ଭାଷାରେ କଥାବାର୍ତ୍ତା କରୁଥିବାରୁ ହୋଇଥିଲା ସନ୍ଦେହ। ସେଠାରେ ତାଙ୍କୁ ଧରି ଥିଲେ ଜଗନ୍ନାଥ ଟେମ୍ପୁଲ ପୁଲିସ୍‌। ଉଦ୍ଧାର ବେଳେ ମହିଳା ଜଣକ
Read More...

୨୦୨୫ ମାର୍ଚ୍ଚ ସୁଦ୍ଧା ସମସ୍ତ ଥାନାରେ ଲାଗିବ ସିସିଟିଭି

କଟକ: ଭରତପୁର ଥାନାରେ ପୋଲିସ ଓ ମେଜର ବିବାଦ ମାମଲାରେ ଆସିଲା ହାଇକୋର୍ଟଙ୍କ ଶୁଣାଣି। ଏଥିପାଇଁ ରାଜ୍ୟ ସରକାର ଜାରି କଲେ ସ୍ବତନ୍ତ୍ର ଏସଓପି। ଏ ନେଇ କୋର୍ଟଙ୍କୁ ଆଡଭୋକେଟ୍ ଜେନେରାଲ ଜଣାଇଛନ୍ତି। ସେନା ଅଧିକାରୀଙ୍କୁ ଥାନାରେ ଦୁର୍ବ୍ୟବହାର ନେଇ ଏସଓପି ଜାରି କରାଯାଇଛି। ଏସଓପିର ଏକ କପି
Read More...

ମହାନଦୀରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

କଟକ: ମହାନଦୀ ଘାଟରୁ ନାବାଳକଙ୍କ ମୃତଦେହ ଉଦ୍ଧାର। କାଳିଆବୁଦା ନିକଟ ମହାନଦୀ ଘାଟରୁ ମିଳିଛି ନାବାଳକଙ୍କ ମୃତଦେହ। ଛାତ୍ର ଜଣକ ଗତକାଲି ଘରୁ ସାଇକେଲ ଧରି ବାହାରକୁ ଯାଇଥିଲେ। ଘରକୁ ନଫେରିବାରୁ ମଙ୍ଗଳାବାଗ ଥାନାରେ ଏତଲା ଦେଇଥିଲେ ପରିବାର ଲୋକେ। ପୁଲିସ ସୂଚନା ଅନୁସାରେ ମୃତ ଛାତ୍ର
Read More...

ବେଆଇନ ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ

ଭୁବନେଶ୍ବର: ଇନଫୋସିଟି ଥାନା ଚୁନୁକୋଳି ବସ୍ତି ନିକଟରେ ଗତକାଲି ବେଆଇନ ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ ହୋଇଥିଲା। ଏହି ଘଟଣାରେ ଘର ମାଲିକଙ୍କ ନାଁରେ ମାମଲା ରୁଜୁ କଲା ପୋଲିସ। ଏହା ଖାଲି ବାଣ ଗୋଦାମ ନଥିଲା ଏଠି ଲେଡିଜ୍ ହଷ୍ଟେଲ୍ ମଧ୍ୟ ଚାଲିଥିଲା।ସୂଚନା ଅନୁସାରେ ସୋମବାର ଏକ ବାଣ
Read More...

ଅଯୋଧ୍ୟା ରାମ ମନ୍ଦିରକୁ ଉଡାଇଦେବାକୁ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁର ଧମକ

ଅଯୋଧ୍ୟା: ଅଯୋଧ୍ୟା ରାମ ମନ୍ଦିରକୁ ଉଡାଇଦେବାକୁ ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ ସିଂ ପନ୍ନୁର ଧମକ। ଏକ ଭିଡିଓ ଜାରି କରି ରାମ ମନ୍ଦିରକୁ ଉଡ଼ାଇ ଦେବାକୁ ସେ ଧମକ ଦେଇଛି। ଭିଡିଓରେ ପନ୍ନୁର କାନାଡାର ହିନ୍ଦୁ ସାଂସଦ ଚନ୍ଦ୍ର ଆର୍ଯ୍ୟଙ୍କୁ ମଧ୍ୟ ଧମକ ଦେଉଥିବା ଜଣାପଡିଛି। ଶିଖ୍ ଫର
Read More...

ରାଜ୍ୟର ୩ ପୋଲିସ ଇନ୍ସପେକ୍ଟରଙ୍କୁ ମିଳିବ କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦକ

ନୂଆଦିଲ୍ଲୀ: ଘୋଷଣା ହେଲା କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦକ ପୁରସ୍କାର। ରାଜ୍ୟର ୩ ପୋଲିସ ଇନ୍ସପେକ୍ଟରଙ୍କୁ ମିଳିବ କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦକ। ଅପରାଧୀକ ମାମଲାର ତଦନ୍ତରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପୁରସ୍କାର ଦିଆଯିବ ବୋଲି ସୋସିଆଲ ମିଡ଼ିଆ ହ୍ୟାଣ୍ଡେଲ ଏକ୍ସରେ ଡିଜିପି
Read More...

ଓଡ଼ିଶାରେ ଅଗ୍ନିଶମ ସେବାର ଆଧୁନିକୀକରଣ ପାଇଁ କେନ୍ଦ୍ର ସରକାର ଦେବେ ୨୦୧.୧୦କୋଟି

ନୂଆଦିଲ୍ଲୀ: ରାଜ୍ୟରେ ଅଗ୍ନିଶମ ବାହିନୀକୁ ଆହୁରି ସଶକ୍ତ କରିବାକୁ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସରକାର। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଓଡ଼ିଶା ସହ ୩ଟି ରାଜ୍ୟ ପାଇଁ ମୋଟ ୭୨୫.୬୨ କୋଟି ମଞ୍ଜୁରୀ
Read More...

ଯବାନଙ୍କ ଏନକାଉଣ୍ଟରରେ ୧୧ ନିହତ, ଜଣେ ଯବାନ ଗୁରୁତର

ଜିରିବାମ୍: ମଣିପୁରରେ ସେନାକୁ ମିଳିଛିବଡ ସଫଳତା। ହୋଇଛି ବଡ଼ ଧରଣର ଏନକାଉଣ୍ଟର। ଜିରିବାମ୍ ଅଞ୍ଚଳରେ ହୋଇଛି ଏହି ଏନକାଉଣ୍ଟର। ଜିରିବାମ୍ ଅଞ୍ଚଳରେ ସିଆରପିଏଫ୍ ଯବାନଙ୍କ ଏନକାଉଣ୍ଟରରେ ୧୧ ସନ୍ଦିଗ୍ଧ ଆତଙ୍କୀ ନିହତ ହୋଇଛନ୍ତି। ପ୍ରତି ଆକ୍ରମଣରେ ଜଣେ ସିଆରପିଏଫ୍ ଯବାନ ଗୁରୁତର ଆହତ
Read More...

ମହର୍ଷି କଲେଜରେ ଲାଇବ୍ରେରୀ ଆସିଷ୍ଟାଣ୍ଟଙ୍କୁ ମାଡ଼

ଭୁବନେଶ୍ୱର: ଅଶାନ୍ତ ରାଜଧାନୀ ଭୁବନେଶ୍ୱରର ମହର୍ଷି କଲେଜ। ଭାଙ୍ଗିଲା ବିୟର ବୋତଲ। ଲାଇବ୍ରେରୀ ଆସିଷ୍ଟାଣ୍ଟଙ୍କୁ ଛାତ୍ରଙ୍କ ମାଡ଼। କ୍ୟାମ୍ପସରେ ଛାତ୍ର ଅଶାନ୍ତି ଲାଗି ରହିଥିବାରୁ ଆଜି କଲେଜକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ବନ୍ଦ ଘୋଷଣା କରାଯାଇଛି। ଆବଶ୍ୟକସ୍ଥଳେ ଛୁଟି ଅବଧି ବଢ଼ାଯିବ ବୋଲି
Read More...