ମାଛକୁଣ୍ଡ ପାୱାର ହାଉସରେ ପଶିଲା ବନ୍ୟା ଜଳ
କୋରାପୁଟ: କୋରାପୁଟ ଜିଲ୍ଲା ଲମତାପୁଟରେ ଥିବା ମାଛକୁଣ୍ଡ ପାୱାର ହାଉସରେ ପଶିଲା ବନ୍ୟା ଜଳ। ଫଳରେ ବିଦ୍ୟୁତ ଉତ୍ପାଦନ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇଯାଇଛି। ଏନେଇ ପାଓ୍ବାର ହାଉସର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି।
କର୍ତ୍ତୃପକ୍ଷଙ୍କ ସୂଚନା ଅନୁସାରେ, ମାଛକୁଣ୍ଡ ପାୱାର!-->!-->!-->…
Read More...
Read More...