୨୮ରେ ସମ୍ବଲପୁର ଆସିବେ ଶାହ
ସମ୍ବଲପୁର: ଓଡ଼ିଶା ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଆସନ୍ତା ୨୮ରେ ସେ ସମ୍ବଲପୁର ଗସ୍ତ କରିବେ। ଏନେଇ ଶନିବାର ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ସୂଚନା ଦେଇଛନ୍ତି।ଶାହା ତାଙ୍କ ଗସ୍ତ କାଳରେ ମା’ ସମଲେଶ୍ୱରୀଙ୍କ ଦର୍ଶନ କରିବେ। ଏହାପରେ ୩/୪ ପ୍ରକଳ୍ପର ଶୁଭ ଉଦ୍ଘାଟନ କରିବେ!-->…
Read More...
Read More...