ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

ହାଇକୋର୍ଟ ବେଞ୍ଚ ପ୍ରସ୍ତାବ ବିଚାରାଧୀନ ଅଛି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଗୋଟିଏ ଦିନ ଯାଇଛିକି ନାହିଁ ୟୁ ଟର୍ଣ୍ଣ ମାରିଲେ ରାଜ୍ୟ ସରକାର। ଗତକାଲି ମୁଖ୍ୟମନ୍ତ୍ରୀ ଗୃହରେ ଅବଗତ କରିଥିଲେ, ସୁପ୍ରିମକୋର୍ଟଙ୍କ ରାୟ ଅନୁସାରେ ରାଜ୍ୟର କୌଣସି ସ୍ଥାନରେ ବେଞ୍ଚ ପ୍ରତିଷ୍ଠାର ଯଥାର୍ଥତା ନାହିଁ। ଦିନକ ପରେ କଥା ବଦଳାଇ କହିଲେ, ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା
Read More...

ଗିରଫ ସନ୍ଦୀପ ଘୋଷଙ୍କୁ ନିଲମ୍ବିତ କଲେ ସରକାର

ପଶ୍ଚିମବଙ୍ଗ: ଗିରଫ ହୋଇଥିବା ଆରଜି କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ଡାକ୍ତର ସନ୍ଦୀପ ଘୋଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ପଶ୍ଚିମବଙ୍ଗ ସରକାର। ଆଜି ତାଙ୍କୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିଲମ୍ବିତ କରାଯାଇଛି। ତାଙ୍କ ବିରୋଧରେ ଆର୍ଥିକ ହେରଫେରର ଅଭିଯୋଗ
Read More...

ମହାନଦୀକୁ ଡେଇଁ ଯୁବକଙ୍କ ଆତ୍ମହତ୍ଯା

କଟକ: ଯୋବ୍ରା ବ୍ଯାରେଜ ନିକଟରେ ମହାନଦୀକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ। ଯୁବକଙ୍କ ନାମ ମୃତ୍ୟୁଞ୍ଜୟ ମାଣିକ। ତାଙ୍କ ଘର ଭବନେଶ୍ୱର ଭିଏଏସଏସ ନଗର ବୋଲି ଜଣାପଡିଛି। ଅପରାହ୍ନ ୪ ସମୟରେ ଯୋବ୍ରା ବ୍ୟାରେଜ୍ ୭୪ନମ୍ବର ଗେଟ୍ ଉପରୁ ଡେଇଁ ଆତ୍ମହତ୍ଯା କରିଛନ୍ତି ମୃତ୍ଯୁଞ୍ଜୟ। ତେବେ କେଉଁ
Read More...

ରାହୁଲ ଗାନ୍ଧୀ ଓ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଭେଟିଲେ ହେମନ୍ତ ସୋରେନ

ନୂଆଦିଲ୍ଲୀ: ଲୋକସଭାର ବିରୋଧି ଦଳ ନେତା ରାହୁଲ ଗାନ୍ଧୀ ଓ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ମଙ୍ଗଳବାର ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଭେଟିଛନ୍ତି। ଏହି ସମୟରେ ସୋରେନଙ୍କ ସ୍ତ୍ରୀ କଳ୍ପନା ଏବଂ କଂଗ୍ରେସ ସାଧାରଣ ସମ୍ପାଦକ କେ.ସି ଭେନୁଗୋପାଲ ମଧ୍ୟ ଉପସ୍ଥିତ ଥିଲେ।
Read More...

ପାରା ଅଲିମ୍ପିକ୍ସ : ଜାଭେଲିନଥ୍ରୋରେ ସୁମିତ ଜିତିଲେ ସ୍ୱର୍ଣ୍ଣ

ପ୍ୟାରିସ: ଭାରତକୁ ପୁଣି ଆଉ ଏକ ସ୍ୱର୍ଣ୍ଣ ପଦକ। ପ୍ୟାରିସ ପାରା ଅଲିମ୍ପିକ୍ସରେ ଭାରତର ଜାଭେଲିନ ଥ୍ରୋୟର ସୁମିନ ଅନ୍ତିଲ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ସେ ପାରା ଅଲିମ୍ପିକ ରେକର୍ଡ ସହ ଏହି ସଫଳତା ହାସଲ କରିଛନ୍ତି। ସେ ୭୦.୫୯ ମିଟର ଦୂରତାକୁ ଥ୍ରୋ କରି ପ୍ରଥମ ସ୍ଥାନରେ ରହିଥିଲେ। ଏହା
Read More...

ଆରବସାଗରରେ କୋଷ୍ଟଗାର୍ଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ : ୩ ନିଖୋଜ

ଗୁଜୁରାଟ: ଭାରତୀୟ ତଟରକ୍ଷୀ ବାହିନୀର ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ। ପୋରବନ୍ଦର ଉପକୂଳ ଆରବସାଗରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗୁଜରାଟ ବାତ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଥିବା ଭାରତୀୟ ତଟରକ୍ଷୀ ବାହିନୀର ଏକ ହେଲିକପ୍ଟର ମଙ୍ଗଳବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଜରୁରୀ ଅବତରଣ
Read More...

ସୁରକ୍ଷାବାହିନୀର ଏନକାଉଣ୍ଟରରେ ୯ ମାଓବାଦୀ ମୃତ

ଭୁବନେଶ୍ବର: ଛତିଶଗଡରେ ସୁରକ୍ଷାବାହିନୀକୁ ମିଳିଛି ବଡ ସଫଳତା। ଛତିଶଗଡର ଦାନ୍ତେୱାଡା ଏବଂ ବିଜାପୁରର ସୀମାନ୍ତ ଅଞ୍ଚଳରେ ସୁରକ୍ଷାବାହିନୀ ଏବଂ ମାଓବାଦୀମାନଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ସୁରକ୍ଷାବାହିନୀ ଗୁଳିରେ ୯ ଜଣ ମାଓବାଦୀ ପ୍ରାଣ ହରାଇଛନ୍ତି। ମାଓବାଦୀଙ୍କ
Read More...

୫ ତାରିଖ ବେଳକୁ ବଙ୍ଗୋପସାଗର ରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର

ଭୁବନେଶ୍ବର: ଆସନ୍ତା ୫ ତାରିଖ ବେଳକୁ ଉତ୍ତର ପଶ୍ଚିମ ତତ୍ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି କ୍ଷେତ୍ର ପ୍ରଭାବରେ ମୌସୁମୀ ବାୟୁ ସକ୍ରିୟ ରହିବା ସହ ୬ ତାରିଖ ଠାରୁ ଦକ୍ଷିଣ ଓ ଉପକୂଳ ଓଡ଼ିଶା ରେ ବର୍ଷା ପରିମାଣ ବଢିବା
Read More...

ହରିଦାସପୁର-ପାରାଦୀପ ଦ୍ୱିତୀୟ ରେଳ ଲାଇନ ନିର୍ମାଣ ପାଇଁ ରେଳ ମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ବୈଜୟନ୍ତ ପଣ୍ଡା

ଭୁବନେଶ୍ୱର: ହରିଦାସପୁର-ପାରାଦୀପ ରେଳ ପ୍ରକଳ୍ପର ଦ୍ୱିତୀୟ ରେଳ ଲାଇନ ନିର୍ମାଣ ନିମନ୍ତେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ପ୍ରସ୍ତାବ ଦେଇଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା। ଏନେଇ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଚିଠି ଲେଖିଲେ
Read More...

ରାଜ୍ୟରେ ଆରମ୍ଭ ହେଲା ପିଏମ-ଉଷ। ଯୋଜନା

ଭୁବନେଶ୍ବର: ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ (ପିଏମ୍‌- ଉଷା)କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। କୃଷି ଭବନରେ ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏହାର ଶୁଭାରମ୍ଭ କରିଛନ୍ତି। ପିଏମ- ଉଷା’ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏକ ବୁଝାମଣାପତ୍ର
Read More...