ପ୍ରମୁଖ ଖବର

ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍‌ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍‌
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍‌ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍‌ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍‌କ୍ରିପସନ୍‌, ଲାଗୁ ହେବ ‘ୱାନ୍‌ ନେସନ, ୱାନ୍‌ ହେଲ୍‌ଥ’

ପ୍ରତି ରବିବାର ଥାନାରେ ହାଜର ହେବେ ଅଲ୍ଲୁ ଅର୍ଜୁନ

ହାଇଦ୍ରାବାଦ: ସାଉଥ ସୁପରଷ୍ଟାର ଅଲୁ ଅର୍ଜୁନଙ୍କୁ ସନ୍ଧ୍ୟା ଥିଏଟରରେ ଦଳା ଚକଟା ଘଟଣାରେ କୋର୍ଟ ତାଙ୍କୁ ପ୍ରତି ରବିବାର ଥାନାରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅଭିନେତାଙ୍କୁ ଚାର୍ଜସିଟ୍ ଦାଖଲ ନହେବା ପର୍ଯ୍ୟନ୍ତ ତଦନ୍ତ ଅଧିକାରୀଙ୍କ ନିକଟରେ ହାଜର ହେବାକୁ ପଡିବ। ପୁଷ୍ପା
Read More...

ଦୁର୍ଘଟଣାରେ ୨ ବିଜେପି କର୍ମୀ ମୃତ

କଣ୍ଟାପାଲି: ବରଗଡ ଜାତୀୟ ରାଜପଥ ବୁର୍ଲାଥାନା ଅନ୍ତର୍ଗତ କଣ୍ଟାପାଲି ନିକଟରେ ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ବରିଷ୍ଠ ଭାଜପା କର୍ମୀଙ୍କ ମୃତ୍ୟୁ ଘଟିଛି। ହାଇଓ୍ବା ଧକ୍କାରେ କାର୍‌ରେ ଥିବା ଗୋଶାଳା ଭାଜପା ମଣ୍ଡଳ ସଭାପତି କରଡୋଳା ନିବାସୀ ଦେବେନ୍ଦ୍ର ନାୟକ ଓ
Read More...

ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍

ପୁରୀ: ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍। ଶ୍ରୀମନ୍ଦିର ନୋ ଫ୍ଲାଏ ଜୋନ୍ ଅନ୍ତର୍ଗତରେ ରହିଥିଲେ ମଧ୍ୟ ଭୋର୍ ପ୍ରାୟ ୪ଟା ୧୦ରେ ଡ୍ରୋନ୍ ଉଡିଥିବା ଦେଖାଯାଇଛି। ଡ୍ରୋନଟି ଦୋଳମଣ୍ଡପ ସାହିରୁ ଆସି ପ୍ରଥମେ ମନ୍ଦିର ଚାରିପାଖ ଏବଂ ପରେ ମେଘନାଦ ପାଚେରୀ ବୁଲିଥିଲା। ଏପରିକି ମନ୍ଦିରର ଦଧିନଉତି
Read More...

ମୁଖ୍ୟମନ୍ତ୍ରୀଙ୍କ ପାଖରେ ଖସିପଡ଼ିଲା ଡ୍ରୋନ୍‌

ଝାରସୁଗୁଡ଼ା: ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ବଡ଼ଧରଣର ତ୍ରୁଟି। ମୁଖ୍ୟମନ୍ତ୍ରୀଙ୍କ ଝାରସୁଗୁଡ଼ା ଗସ୍ତ ସମୟରେ ପାଖରେ ଖସିପଡ଼ିଲା ଡ୍ରୋନ୍। ଯାହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଗତ ୨ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଝାରସୁଗୁଡ଼ା ଗସ୍ତରେ ଯାଇଥିଲେ। ମୁଖ୍ୟମନ୍ତ୍ରୀ
Read More...

କୋଷ୍ଟଗାର୍ଡ ହେଲିକପ୍ଟର କ୍ରାସ, ୩ ମୃତ

ଗୁଜୁରାଟ: ଗୁଜୁରାଟର ପୋରବନ୍ଦର ବିମାନବନ୍ଦରରେ କୋଷ୍ଟଗାର୍ଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ପୋରବନ୍ଦର ଡିଏମ ଏସଡି ଧାନାନି କହିଛନ୍ତି ଯେ ଏହି ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି। ସେ କହିଛନ୍ତି ଯେ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି। ଦୁର୍ଘଟଣା ପରେ ତୁରନ୍ତ
Read More...

ବାଣ କାରଖାନାରେ ବିସ୍ଫୋରଣ: ୬ ଜୀବନ୍ତ ଦଗ୍ଧ

ତାମିଲନାଡୁ: ତାମିଲନାଡୁର ବିରୁଧୁନଗର ଜିଲ୍ଲାରେ ଥିବା ଏକ ବାଣ ତିଆରି କାରଖାନାରେ ବିସ୍ଫୋରଣ ଘଟି ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ବାଣ କାରଖାନାରେ କାମ ଚାଲିଥିବା ବେଳେ ରାସାୟନିକ ପଦାର୍ଥ ମିଶ୍ରଣ ପ୍ରକ୍ରିୟା ସମୟରେ ଏହି ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣ ଏତେ ଭୟାନକ ଥିଲାଯେ ଅନେକ
Read More...

ଲୁଟ୍‌ ପାଇଁ ସୁନା ଦୋକାନ କର୍ମଚାରୀଙ୍କୁ ଗୁଳିମାଡ,୨ ମୃତ, ଜଣେ ଗୁରୁତର

ଯାଜପୁର: ଯାଜପୁର ଜିଲା ପାଣିକୋଇଲିରେ ଶନିବାର ଏକ ଅଘଟଣ ଘଟିଛି। ପାଣିକୋଇଲିରେ ୨ ଜଣଙ୍କୁ ଗୁଳିମାଡ କରି ଲୁଟ୍‌ ଉଦ୍ୟମ ହୋଇଛି। ଗୁଳିମାଡ଼ରେ ସୁନା ଦୋକାନରେ କାର୍ଯ୍ୟରତ ଦୁଇ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର
Read More...

ଖାଇକୁ ଖସିଲା ସେନା ଗାଡି; ୪ ଯବାନ ଶହୀଦ୍‌, ୨ ଗୁରୁତର

ଜାମ୍ମୁ କାଶ୍ମୀର: ଜାମ୍ମୁ କାଶ୍ମୀରର ବାନ୍ଦିପୋରାରେ ଶନିବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୪ ଯବାନ ଶହୀଦ ହୋଇଥିବା ବେଳେ ୨ ସେନା ଆହତ ହୋଇଥିବା କୁହାଯାଉଛି।। ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ସେନା ଗାଡ଼ି
Read More...

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ହେଲେ ମନୋଜ ସାହୁ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଶନିବାର ମନୋଜ ସାହୁ ନିଯୁକ୍ତ ହୋଇଛନ୍ତି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ମନୋଜଙ୍କୁ ନିଯୁକ୍ତି ମିଳିଛି। ଇଣ୍ଟର କ୍ୟାଡର ଡେପୁଟେଶନରେ ଆସିଛନ୍ତି ମନୋଜ। ୨୦୦୬ ବ୍ୟାଚ୍‌ର
Read More...

୫୦୦ ଟ୍ରାଫିକ କର୍ମଚାରୀଙ୍କୁ ଦିଆଯିବ ନିଯୁକ୍ତି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବର୍ତ୍ତମାନ ଏକ ମାସ ଧରି ରାଜ୍ୟ ସରକାରଙ୍କ ପକ୍ଷରୁ ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ କରାଯାଉଛି। ଶନିବାର ଜାତୀୟ ସଡ଼କ ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଲୋୟର ପିଏମ୍‌ଜିରୁ ରାମ ମନ୍ଦିର ଯାଏ ସଚେତନତା ପଦଯାତ୍ରା ଆରମ୍ଭ
Read More...