ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ପୂର୍ବତନ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ

ଭୁବନେଶ୍ୱର: ପୂର୍ବତନ ଯନ୍ତ୍ରୀଙ୍କ ଘରେ ଚାଲିଛି ଭିଜିଲାନ୍ସ ରେଡ୍‌ । ଘରୁ ମିଳିଲା ପୁଳା ପୁଳା ସୁନା, ହୀରା, ବିଦେଶୀ ମୁଦ୍ରା, ନଗଦ ଟଙ୍କାପୂର୍ବତନ ମୁଖ୍ୟ ଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି। ତାଙ୍କ ନାଁରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ
Read More...

ପୁରୀରେ ପ୍ରବଳ ବର୍ଷା ସହ ଘଡଘଡି

ଆଜି ପୁରୀରେ ପ୍ରବଳ ବର୍ଷା। ଏହା ସହ ସକାଳୁ ସକାଳୁ ବର୍ଷା ସହ ଘଡଘଡି ବଜ୍ରପାତ ମଧ୍ୟ ଲାଗିରହିଛି। ଏହାସହିତ ବଜ୍ରପାତରେ ଜଣେ ମହିଳାଙ୍କର ମୃତ ହୋଇଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି । ୧୦ ଆହତଙ୍କୁ ପୁରୀ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।ତେବେ ମିଳିଥିବା ସୂଚନା ଅନୁଯାୟୀ, ଆଜି
Read More...

ବିହାରରେ ଦଳାଚକଟା: ୭ ମୃତ

ବିହାର: ବିହାର ଜେହନାବାଦ ଜିଲ୍ଲାର ଏକ ମନ୍ଦିରରେ ଦଳାଚକଟା ହେବା ଫଳରେ ୭ ଜଣଙ୍କର ମୃତ୍ୟୁ ଘଟିଛି । ବିହାରର ଜେହାନାବାଦରେ ଶ୍ରାବଣ ମାସ ଶେଷ ସୋମବାରରେ ଏକ ବଡ଼ ଅଘଟଣ ଘଟିଛି। ଭକ୍ତଙ୍କ ମଧ୍ୟରେ ଦଳାଚକଟାରେ ଅନେକଙ୍କର ମୃତ୍ୟୁ ଘଟିଛି। ଏପର୍ଯ୍ୟନ୍ତ ୭ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି।
Read More...

ଏବେ କିଲୋ ୩୦ ଟଙ୍କାରେ ନାଫେଡ ଯୋଗାଇବା ଆଳୁ

ଭୁବନେଶ୍ବର: ରାଜ୍ୟ ସରକାର ଏବେ ନାଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟି ମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେବେ। ରାଜ୍ୟରେ ଉପୁଜିଥିବା ଆଳୁ ସଙ୍କଟ ଦୂର କରିବା ପାଇଁ ସରକାର ବିଧିବଦ୍ଧ ଭାବେ ନିଷ୍ପତ୍ତି ଗ୍ରହଣ କରିଛନ୍ତି ଏହାଦ୍ୱାରା ଖାଉଟି ମାନଙ୍କୁ ସୁଲଭ ଦରରେ ଆଳୁ
Read More...

ଭୁବେଶ୍ବରରେ ଖୋଲିଲା ରାଜ୍ୟର ପ୍ରଥମ ଚାଉଳ ଏଟିଏମ୍

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଖୋଲିଲା ରାଜ୍ୟର ପ୍ରଥମ ଚାଉଳ ଏଟିଏମ୍। ମଞ୍ଚେଶ୍ବର ସ୍ଥିତ ଚାଉଳ ଗୋଦାମଠାରେ ଖୋଲିଛି ଏହି ରାଇସ୍ ଏଟିଏମ୍‌ । ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହାକୁ ଉଦ୍‌ଘାଟନ କରିଛନ୍ତି। ଏହି ଏଟିଏମରୁ ଜଣେ ହିତାଧିକାରୀ
Read More...

କୁସ୍ତି ମୋଠୁ ଜିତିଗଲା ମୁଁ ହାରିଗଲି, ଅଲବିଦା କୁସ୍ତି : ଭିନେଶ ଫୋଗାଟ

ପ୍ୟାରିସ: ପ୍ୟାରିସ ଅଲିମ୍ପିକ୍ସରେ ଫାଇନାଲରେ ଅଯୋଗ୍ୟ ଘୋଷଣା ହେବା ପରେ କୁସ୍ତିରୁ ସନ୍ନ୍ୟାସ ନେଲେ ଭିନେଶ ଫୋଗଟ୍। ପ୍ୟାରିସ୍ ଅଲିମ୍ପିକ୍ସରୁ ବାଦ୍ ପଡ଼ିବା ପରେ ଏହି ବଡ଼ ନିଷ୍ପତ୍ତି ନେଇଛନ୍ତି ଭିନେଶ। ଭିନେଶ ଫୋଗେଟ୍ ସନ୍ନ୍ୟାସ ନେଇଥିବା ନିଜ ଏକ୍ସ ଆକାଉଣ୍ଟ ମାଧ୍ୟମରେ ସୂଚନା
Read More...

ହିମାଚଳରେ ବାଦଲ ଫଟା ବର୍ଷା

ହିମାଚଳ ପ୍ରଦେଶ: ହିମାଚଳ ପ୍ରଦେଶରେ ବାଦଲ ଫଟା ବର୍ଷା ହୋଇ ୧୪ ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୦ ଜଣ ନିଖୋଜ ରହିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସାମେଜ ଏବଂ ବାଗି ବ୍ରିଜ୍‌ ଅଞ୍ଚଳରେ ପ୍ରବଳ ବର୍ଷା ହେବାରୁ ଅନେକ ଲୋକ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ
Read More...

ହକିରେ ଭାରତ ଜିତିଲା ବ୍ରୋଞ୍ଜ

ପ୍ୟାରିସ୍: ଇତିହାସ ରଚିଲା ଭାରତୀୟ ହକି ଟିମ୍ ସ୍ପେନକୁ ହରାଇ ଜିତିଲା ଐତିହାସିକ ବ୍ରୋଞ୍ଜ ମେଡାଲ ମ୍ୟାଚର ୩୦ ଏବଂ ୩୩ ତମ ମିନିଟରେ ଗୋଲ ସ୍କୋର କରିଥିଲେ ଭାରତୀୟ କ୍ୟାପଟେନ। ଦୁଇଟି ଗୋଲ କରିଛନ୍ତି ଅଧିନାୟକ ହରମନପ୍ରିତ ସିଂ। ହରମନପ୍ରୀତ ସିଂଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ପ୍ୟାରିସ
Read More...

୨ ସବ୍‌ରେଜିଷ୍ଟ୍ରାର ନିଲମ୍ବିତ

ଭୁବନେଶ୍ୱର: ରାଜ୍ୟ ସରକାର ୨ ଜଣ ସବ୍‌-ରେଜିଷ୍ଟ୍ରାରଙ୍କୁ ବୁଧବାର ଚାକିରିରୁ ନିଲମ୍ବିତ କରିଛନ୍ତି। ଜମି ବିକ୍ରିରେ ବେଆଇନ କାରବାର କରିବା ଅଭିଯୋଗରେ ରାଜ୍ୟ ସରକାର ଆଜି ଜଗତପୁର ଓ ପିପିଲି ସବରେଜିଷ୍ଟ୍ରାରଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ଏହି ଦୁଇ ଅଫିସରଙ୍କ ବିରୁଦ୍ଧରେ
Read More...

ନେପାଳରେ ହେଲିକପ୍ଟର ଦୁର୍ଘଟଣା, ପାଇଲଟ ସହ ୫ ମୃତ

ନେପାଳ: ନେପାଳରେ ପୁଣି ଏକ ହେଲିକପ୍ଟର କ୍ରାସ ହୋଇଛି। ନେପାଳର ନୂଆକୋଟଠାରେ ବୁଧବାର ଅପରାହ୍ନରେ ଏହି ଦୁର୍ଘଟଣା ଘଟିଛି । ଏଥିରେ ପାଇଲଟଙ୍କ ସମେତ ଯାତ୍ରା କରୁଥିବା ସମସ୍ତ ୫ ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ଚୀନର ନାଗରିକ ହୋଇଥିବା ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଠାରୁ ସୂଚନା ମିଳିଛି।
Read More...