ପ୍ରମୁଖ ଖବର

ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍‌ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍‌
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍‌ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍‌ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍‌କ୍ରିପସନ୍‌, ଲାଗୁ ହେବ ‘ୱାନ୍‌ ନେସନ, ୱାନ୍‌ ହେଲ୍‌ଥ’

ମନମୋହନ ସିଂଙ୍କ ଅନ୍ତିମ ଦର୍ଶନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ନୂଆଦିଲ୍ଲୀସ୍ଥିତ ଏମ୍ସରେ ଗୁରୁବାର ରାତିରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ ହୋଇଛି। ବୟସାଧିକ କାରଣରୁ ଅସୁସ୍ଥ ଥିବା ୯୨ ବର୍ଷୀୟ ମନମୋହନ ସନ୍ଧ୍ୟାରେ ହଠାତ୍‌ ସଜ୍ଞାହୀନ ହୋଇଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଏମ୍ସର ଏମର୍ଜେନ୍ସି ବିଭାଗରେ ଭର୍ତ୍ତି
Read More...

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ। ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଗୁରୁବାର ରାତିରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ଆଜି ସନ୍ଧ୍ୟାରେ ଅଚାନକ ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟ ଖରାପ ହେବାରୁ ତାଙ୍କୁ ଦିଲ୍ଲୀ ଏମ୍‌‌ସକୁ
Read More...

ବିଜେଡି ମୁଖପାତ୍ର ଈପ୍ସିତା ସାହୁଙ୍କୁ ଶକ୍ତ ଚାପୁଡା ମାରିଲେ ମହିଳା ନେତ୍ରୀ

ଭୁବନେଶ୍ବର: ବିଜେଡି ଯୁବନେତ୍ରୀ ଈପ୍ସିତା ସାହୁଙ୍କୁ ଶକ୍ତ ଚାପୁଡା ମାରିଲେ ଆଉ ଜଣେ ମହିଳା ନେତ୍ରୀ। ବିଜେଡ଼ିର ପ୍ରତିଷ୍ଠା ଦିବସରେ ଏଭଳି ସ୍ଥିତି ଦେଖିବାକୁ ମିଳିଛି। ସତ୍ତା ହରାଇଥିବା ବିଜେଡି କିପରି ପୁଣି ଥରେ ପୁନର୍ଗଠିତ ହେବ ତାକୁ ନେଇ ବିଜେଡି ସୁପ୍ରିମୋ ଆଜି ବାର୍ତ୍ତା ଦେଇଥିବା
Read More...

ବିଦାୟ ନେଲେ ବିଦାୟୀ ରାଜ୍ୟପାଳ ରଘୁବର ଦାସ

ଭୁବନେଶ୍ବର: ଓଡିଶାରୁ ବିଧିବଦ୍ଧ ଭାବେ ବିଦାୟ ନେଇଛନ୍ତି ବିଦାୟୀ ରାଜ୍ୟପାଳ ରଘୁବର ଦାସ। ସେ ଆଜି ରାଜଭବନରୁ ତାଙ୍କ ଗୃହରାଜ୍ୟ ଝାଡଖଣ୍ଡ ଫେରି ଯାଇଛନ୍ତି। ରାଜଭବନ ଛାଡିବା ସମୟରେ ରଘୁବରଙ୍କୁ ଗାର୍ଡ-ଅଫ-ଅନର ପ୍ରଦାନ କରାଯାଇଥିଲା। ଏହାସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବାଚସ୍ପତି
Read More...

ଇଂରାଜୀ ନବବର୍ଷର ନୂଆ କ୍ୟାଲେଣ୍ଡରକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୫ ଇଂରାଜୀ ନୂତନ ବର୍ଷ କ୍ୟାଲେଣ୍ଡର (ଉଭୟ ୱାଲ ଏବଂ ଡେସ୍କ) ପ୍ରକାଶ ପାଇଛି। କ୍ୟାଲେଣ୍ଡରର ପ୍ରଥମ କପିକୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କଠାରେ ଲାଗି ହୋଇଛି। ଦେବାର୍ପଣ ପରେ ଗୁରୁବାର ଉଭୟ କ୍ୟାଲେଣ୍ଡରକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉନ୍ମୋଚିତ
Read More...

ଜିରୋ ନାଇଟ ସେଲିବ୍ରେସନ ବେଳେ ଡ୍ରଙ୍କ ଆଣ୍ଡ୍ ଡ୍ରାଇଭ ଉପରେ ରହିବ ନଜର

ଭୁବନେଶ୍ବର: ଟୁଇନ ସିଟିରେ ଜିରୋ ନାଇଟ ସେଲିବ୍ରେସନ ଓ ନୂଆବର୍ଷ ପାଇଁ ସୁରକ୍ଷା ବ୍ୟବସ୍ଥା ହେବ କଡାକଡି। ଚେକିଂ, ବ୍ଲକିଂ ସାଙ୍ଗକୁ ଜୋରଦାର ହେବ ନାକାବନ୍ଦୀ। ଏ ନେଇ ପୋଲିସ କମିଶନର ସୂଚନା ଦେଇଛନ୍ତି। ଉତ୍ସାହ ଉଦ୍ଦୀପନା ସହ ଆସୁଛି ନୂଆବର୍ଷ। ଜିରୋ ନାଇଟ ସେଲିବ୍ରେସନ ପାଇଁ ଶେଷ
Read More...

ବିପୁଳ ପରିମାଣରେ ବଜ୍ରକାପ୍ତା କାତି ଜବତ

ଖଡ଼ିଆଳ: ଖଡ଼ିଆଳ ବନ ବିଭାଗକୁ ମିଳିଛି ବଡ ସଫଳତା। ୧ କେଜିରୁ ଉର୍ଦ୍ଧ୍ବ ଓଜନର ବଜ୍ରକାପ୍ତା କାତି ଜବତ। ବଜ୍ରକାପ୍ତା କାତି ସହ ତିନି ଶିକାରୀ ଗିରଫ ହୋଇଛନ୍ତି। ସେମାନଙ୍କ ଠାରୁ ୧ କେଜି ୮୦୦ଗ୍ରାମର ପ୍ରାୟ ୩୫୦ଗୋଟି କାତି ଉଦ୍ଧାର କରାଯାଇଛି। ଗିରଫ ଅଭିଯୁକ୍ତ ମାନେ ହେଲେ ଖଡ଼ିଆଳ ବ୍ଲକ
Read More...

ଭିଜିଲାନ୍ସ ଜାଲରେ ବୋରିଗୁମ୍ମା ଏଆରଆଇ

ବୋରିଗୁମ୍ମା: ଭିଜିଲାନ୍ସ ଜାଲରେ ଏଆରଆଇ ବାବୁ। କୋରାପୁଟ ଜିଲ୍ଲା ବୋରିଗୁମ୍ମା ତହସିଲ କୁମୁଲି ସର୍କଲର ଆସିଷ୍ଟାଣ୍ଟ ଆରଆଇ ସୁରେନ୍ଦ୍ର ତନ୍ତୀଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ହେଉଛି। ବର୍ତ୍ତମାନ ସେ ଆରଆଇ ପୋଷ୍ଟରେ ଇନଚାର୍ଜ ଅଛନ୍ତି।
Read More...

ବିଲରେ ଧାନ ଗଜା ଦେଖି ହୃଦଘାତରେ ଚାଷୀ ମୃତ

ଡେରାବିଶ: ଅଦିନିଆ ବର୍ଷା ସବୁ ଛାରଖାର କରିଦେଲା। ପାଣିରେ ଉବୁଟୁବୁ ହେଲା ବର୍ଷକର ପରିଶ୍ରମ। ଦୁଇ ଦିନ ହେଲା ବର୍ଷା ଯୋଗୁ ବିଲରେ ପାଚିଲା ଧାନ ଗଜା ହେଲାଣି। ଓଦା ଧାନକୁ ଦେଖି ଚାଷୀର ଆଖି ବି ଓଦା ହୋଇ ଯାଉଛି। ଚାଷ ବିଲ ଦେଖି ଜଣେ ଚାଷୀଙ୍କ ଜୀବନ ଚାଲିଥିବା ଅଭିଯୋଗ ହୋଇଛି। ଏଭଳି ଏକ
Read More...

ଆସନ୍ତା ବର୍ଷ ହେବ କଲେଜ ନିର୍ବାଚନ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର; ଆସନ୍ତା ଶିକ୍ଷାବର୍ଷରେ ଆୟୋଜିତ ହେବ କଲେଜ ନିର୍ବାଚନ। ଆଜି ଏବିଭିପି କାର୍ଯ୍ୟକ୍ରମରେ ଯୋଗ ଦେଇ କିଛି ଏପରି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ଶିକ୍ଷା ବର୍ଷରେ କଲେଜ ଛାତ୍ର ସଂସଦ ନିର୍ବାଚନ ହେବ। ତେବେ କହିରଖୁଛୁ,
Read More...