ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ହ୍ୟାକ ହେଲା ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ ଚ୍ୟାନେଲ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ ଚ୍ୟାନେଲ ଶୁକ୍ରବାର ହ୍ୟାକ ହୋଇଯାଇଛି। ହ୍ୟାକ ହେବା ପରେ ଏଥିରେ କ୍ରିପ୍ଟୋକରେନ୍ସି ସମ୍ପର୍କୀତ ବିଜ୍ଞାପନ ପ୍ରସାରିତ କରାଯାଇଥିଲା। ଏହା ଆମେରିକା କମ୍ପାନୀ ରିପଲ ଲ୍ୟାବ୍ସ ଦ୍ୱାରା ବିକସିତ କ୍ରିପ୍ଟୋକରେନ୍ସି ସଂସ୍ଥା। ସେହିପରି ଚ୍ୟାନେଲରେ ଏକ
Read More...

ତିରୁପତି ମନ୍ଦିର ପ୍ରସାଦରେ ମିଶୁଛି କି ପଶୁ ଚର୍ବି ଓ ମାଛ ତେଲ

ଅଭିଯୋଗ ଆଣିଲେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଅନୁସନ୍ଧାନ ପରେ ଆସିଥିବା ରିପୋର୍ଟରେ ମାଛ ତେଲର ସନ୍ଧାନ ନିଶ୍ଚିତ ହୋଇଛି ଆନ୍ଧ୍ରପ୍ରଦେଶ: ତିରୁପତି ମନ୍ଦିରରେ ପ୍ରସାଦ ଭାବରେ ଦିଆଯାଉଥିବା ଲଡୁ ରେ ମିଶୁଛି ପଶୁର ଚର୍ବି। ଏଭଳି ଅଭିଯୋଗ ଲଗାଇଛନ୍ତି ଆନ୍ଧ୍ରପ୍ରଦେଶ
Read More...

ପରଲୋକରେ ସଂଗୀତ ନିର୍ଦ୍ଦେଶକ ବିପିନ ରେଶମିୟା

ମୁମ୍ବାଇ: ପରଲୋକରେ ହିମେଶ ରେଶମିୟାଙ୍କ ବାପା। ୮୭ ବର୍ଷ ବୟସରେ ପ୍ରସିଦ୍ଧ ସଂଗୀତ ନିର୍ଦ୍ଦେଶକ ବିପିନ ରେଶମିୟାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ମୁମ୍ବାଇର କୋକିଲାବେନ ଧୀରୁବାଇ ଅମ୍ବାନୀ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟଜନିତ
Read More...

ବୋରୱେଲରୁ ଉଦ୍ଧାର ହେଲା ଅଢେଇ ବର୍ଷର ଶିଶୁକନ୍ୟା

ରାଜସ୍ଥାନ: ଦୀର୍ଘ ୧୮ ଘଣ୍ଟାର ଅପରେସନ ପରେ ବୋରୱେଲରୁ ଉଦ୍ଧାର ହେଲା ଅଢେଇ ବର୍ଷର ଶିଶୁକନ୍ୟା। ବୁଧବାର ରାଜସ୍ଥାନ ଦୌସା ଅଂଚଳରେ ଖେଳୁଥିବା ବଳେ ୩୫ ଫୁଟ ଗଭୀର ବୋରୱେଲ ମଧ୍ୟକୁ ଖସିପଡ଼ିଥିଲା ଢେଇ ବର୍ଷର ଶିଶୁକନ୍ୟା ନିରୁ। ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ମଧ୍ୟ ମିଳିନଥିଲା।
Read More...

ସବୁ ସ୍ୱାସ୍ଥ୍ୟ କର୍ମଚାରୀଙ୍କ ପାଇଁ ସ୍ୱତନ୍ତ୍ର ଡ୍ରେସ୍ କୋଡ୍ ଓ ପରିଚୟପତ୍ର ସହ ଜାରି ହେଲା ଗାଇଡଲାଇନ୍

ଭୁବନେଶ୍ବର: ଏଣିକି ସବୁ ମେଡିକାଲ ଶିକ୍ଷାନୁଷ୍ଠାନ ଚାରିପାଖରେ ପାଚେରି ରହିବ। ସବୁ କର୍ମଚାରୀଙ୍କ ପାଇଁ ପରିଚୟପତ୍ର ଓ ସ୍ୱତନ୍ତ୍ର ଡ୍ରେସ୍ କୋଡ୍ ରହିବ। ରାଜ୍ୟରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଲୋକଙ୍କ ସୁରକ୍ଷା ନେଇ ଜାରି ହେଲା ଗାଇଡଲାଇନ୍। ଆରଜି କର ମେଡିକାଲରେ ଜଣେ ଟ୍ରେନି
Read More...

ଗାୟିକା ରୁକ୍ସନା ବାନୋଙ୍କ ସନ୍ଦେହ ଜନକ ମୃତ୍ୟୁ

କଳାହାଣ୍ଡି: ଭବାନୀପାଟଣାର ସମ୍ବଲପୁରୀ ଗାୟିକା ରୁକ୍ସନା ବାନୋଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି। ସ୍ଲୋ ପଏଜନ୍ ଦେଇ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ପରିବାର। ସ୍କ୍ରବ୍ ଟାଇଫସ୍ ନୁହେଁ,
Read More...

ନଦୀକୁ ଡେଇଁଲେ ଅଙ୍ଗନାୱାଡି ସୁପରଭାଇଜର

ବ୍ରିଜ ଉପରେ ରହିଛି ସ୍କୁଟି, ମୋବାଇଲ୍ ଓ ଚପଲ ସ୍କୁଟିରୁ ମିଳିଲା ଅନେକ ଡକ୍ୟୁମେଣ୍ଟ ଓ କାଗଜ ପତ୍ର ଖରସ୍ରୋତା ସେତୁରୁ ନଦୀକୁ ଡେଇଁ ପଡ଼ିଲେ ମହିଳା। ଯାଜପୁର ବ୍ଲକ ଅନ୍ତର୍ଗତ ବରୁଆଁ ନିକଟସ୍ଥ ଖରସ୍ରୋତା ସେତୁ ଉପରେ ସ୍କୁଟି, ମୋବାଇଲ୍ ଓ ଚପଲ ରଖି ଡେଇଁ ପଡ଼ି ନିଖୋଜ ଅଛନ୍ତି ଯୁବତୀ।
Read More...

ରାଜ୍ୟର ସବୁ ଜିଲାରେ ହେବ ମେଡିକାଲ କଲେଜ: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: ସ୍ୱାସ୍ଥ୍ୟମନ୍ତ୍ରୀ ମନ୍ତ୍ରୀଙ୍କ ବଡ ଘୋଷଣା। ରାଜ୍ୟର ସମସ୍ତ ଜିଲାରେ ହେବ ମେଡିକାଲ କଲେଜ। ଗୁରୁବାର ଏନେଇ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ଘୋଷଣା କରିଛନ୍ତି। ଖୁବଶୀଘ୍ର ଏଥି ନିମନ୍ତେ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରାଯାଇ କାର୍ଯ୍ୟ ଆରମ୍ଭ ହେବ ବୋଲି ସେ କହିଛନ୍ତି।
Read More...

୨୩ ତାରିଖ ବେଳକୁ ବଙ୍ଗୋପସାଗର ରେ ପୁଣି ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର

ଭୁବନେଶ୍ବର: ଆସନ୍ତା ୨୩ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି କ୍ଷେତ୍ର ଟି ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ଉତ୍ତର ଓଡ଼ିଶା ତତ୍ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ଦେଇ ଗତି କରି ପରବର୍ତ୍ତୀ ଦୁଇ ଦିନ ରେ ଉତ୍ତର
Read More...

ଚନ୍ଦ୍ରାୟନ-୪ ମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

ନୂଆଦିଲ୍ଲୀ: ଚନ୍ଦ୍ରାୟନ-୪ ମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ। ଚନ୍ଦ୍ରାୟନ-୪ ମିଶନ ପାଇଁ ୨୧୦୪ କୋଟି ଟଙ୍କା ମଞ୍ଜୁର ହୋଇଛି। ଏଥିସହ ଭେନସ୍‌-ଭେନସ୍‌ ଅର୍ବିଟ୍‌ ମିଶନକୁ ମଧ୍ୟ କ୍ୟାବିନେଟର ମଞ୍ଜୁରୀ ମିଳିଛି। ସେହିପରି ପିଏମ୍‌ ଆଶା ଯୋଜନା ପାଇଁ ୩୫,୦୦୦ କୋଟି, ଏନପିକେ ସାର
Read More...