ପ୍ରମୁଖ ଖବର

ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଡାଇରିଆ: ୪୪ ଛାତ୍ର ଏସସିବି ମେଡିକାଲରେ ଭର୍ତ୍ତି
ନବରଙ୍ଗପୁର: ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାର ୪ ଜଣ ଗୁରୁତର
ଟ୍ରେନ୍‌ରୁ ଖସି ସିଆର୍‌ପିଏଫ୍‌ ଯବାନ ଗୁରୁତର
ରାଜ୍ୟସଭାକୁ ୪ ଜଣଙ୍କୁ ମନୋନୀତ କଲେ ରାଷ୍ଟ୍ରପତି
ଲୋକପ୍ରିୟ ତେଲୁଗୁ ଅଭିନେତା କୋଟା ଶ୍ରୀନିବାସ ରାଓଙ୍କ ପରଲୋକ
ବାଲେଶ୍ଵର ପୀଡ଼ିତାଙ୍କୁ ଏମ୍ସ ଯାଇ ଭେଟିଲେ ମୁଖ୍ୟମନ୍ତ୍ରୀ
ଏଫଏମ ଛାତ୍ରୀ ଆତ୍ମାହୁତୀ ଘଟଣାରେ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିଲେ ନବୀନ

ତେଜ ପ୍ରତାପଙ୍କୁ ପାର୍ଟିରୁ ବହିଷ୍କାର କଲେ ଲାଲୁ ଯାଦବ

ବିହାର:ବଡ଼ ପୁଅ ତେଜ ପ୍ରତାପଙ୍କୁ ପାର୍ଟିରୁ ବହିଷ୍କାର କଲେ ଲାଲୁ ପ୍ରସାଦ ଯାଦବ। ବିଶୃଙ୍ଖଳିତ ଆଚରଣ ଅଭିଯୋଗରେ ୬ ବର୍ଷ ପାଇଁ ବହିଷ୍କାର କଲେ ଓ ପରିବାରରୁ ବିଦା ନେଇ ବି ‘ଏକ୍ସ’ରେ ସୂଚନା ଦେଲେ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ସୁପ୍ରିମୋ। ଆରଜେଡି ମୁଖ୍ୟ ତାଙ୍କ ପୋଷ୍ଟରେ କହିଛନ୍ତି,
Read More...

ରଥଯାତ୍ରାରୁ ନୀଳାଦ୍ରି ବିଜେ ମଧ୍ୟରେ ସରିବ ରତ୍ନଭଣ୍ଡାର ମରାମତି କାମ

ପୁରୀ: ଶ୍ରୀମନ୍ଦିର ରତ୍ନ ଭଣ୍ଡାର ମରାମତି କାମ ବର୍ତ୍ତମାନ ବନ୍ଦ ରହିଥିଲେ ମଧ୍ୟ ଆସନ୍ତା ରଥଯାତ୍ରାରୁ ନୀଳାଦ୍ରିବିଜେ ମଧ୍ୟରେ ଏହା ଶେଷ ହେବ। ଆସନ୍ତା ଜୁନ ୨୭ ତାରିଖରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଘୋଷଯାତ୍ରା ଆରମ୍ଭ ହେବାକୁ ଯାଉଛି। ସବୁ ଲୀଳା ଖେଳା ସାରି ଆସନ୍ତା ଜୁଲାଇ ୮ ତାରିଖରେ
Read More...

ଆତ୍ମସମର୍ପଣ କଲେ ୨୪ ମାଓବାଦୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ପୋଲିସ ନିକଟରେ ୨୪ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଭାଙ୍ଗୁଛି ମାଓଗଡ଼। ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ଆଗେଇ ଆସୁଛନ୍ତି ମାଓବାଦୀ। ଲଗାତାର ଲାଲବାହିନୀ ଆତ୍ମସମର୍ପଣ କରୁଛନ୍ତି। ମାଲକାନଗିରି ଜିଲା
Read More...

ପରଲୋକରେ ବଲିଉଡ ଅଭିନେତା ମୁକୁଲ ଦେବ

ନୂଆଦିଲ୍ଲୀ: ୫୪ବର୍ଷ ବୟସରେ ବଲିଉଡ ଅଭିନେତା ମୁକୁଲ ଦେବଙ୍କ ଦେହାନ୍ତ ହୋଇଛି। ଗତ କିଛି ଦିନ ହେବ ଅସୁସ୍ଥ ହୋଇ ଆଇସିୟୁରେ ଭର୍ତ୍ତି ହୋଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ତାଙ୍କର ଦେହାନ୍ତ ହୋଇଛି। ସିନେମା ଓ ଟିଭି ଜଗତରେ ବେଶ ପରିଚିତ ଚେହେରା ଥିଲେ ମୁକୁଲ। ସନ୍‍ ଅଫ୍‍
Read More...

ନୂଆ ଟେଷ୍ଟ ଟିମ୍‌ ଅଧିନାୟକ ହେଲେ ଶୁଭମନ ଗିଲ

ନ୍ୟୁଜ୍ବ୍ୟୁରୋ: ବିସିସିଆଇ ଟିମ ଇଣ୍ଡିଆର ନୂତନ ଟେଷ୍ଟ ଅଧିନାୟକଙ୍କ ନାମ ଘୋଷଣା କରିଛି। ମେ ୨୪ ତାରିଖରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ବୋର୍ଡ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଏହି ଘୋଷଣା କରିଥିଲେ। ଯୁବ ତାରକା ଶୁଭମନ ଗିଲ ଏବେ ଟେଷ୍ଟ ଦଳର ଦାୟିତ୍ୱ ନେବେ। ଏହାର ଅର୍ଥ ହେଉଛି
Read More...

ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ

ଅନୁଗୁଳ: ଶିକାରୀ ଗୁଳିରେ ଶନିବାର ଜଣେ ଫରେଷ୍ଟଗାର୍ଡଙ୍କ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଫରେଷ୍ଟ ଗାର୍ଡ ପ୍ରହଲ୍ଲାଦ ପ୍ରଧାନଙ୍କ ପ୍ରାଣହାନୀ ସମ୍ପର୍କରେ ଜାଣି ଅତ୍ୟନ୍ତ ଦୁଃଖ ପ୍ରକାଶ କରବା ସହ ମୃତକଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିବେ ବୋଲି
Read More...

ରଥଯାତ୍ରାରେ ରାଜ୍ୟର ସମସ୍ତ ଜଗନ୍ନାଥ ମନ୍ଦିରକୁ ଆର୍ଥିକ ସହାୟତା ଦେବେ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ୨୦୨୫ ରଥଯାତ୍ରା ପାଇଁ ରାଜ୍ୟରେ ଥିବା ଜଗନ୍ନାଥ ମନ୍ଦିରଗୁଡିକୁ ସରକାର ଆର୍ଥିକ ସହାୟତା ଯୋଗାଇ ଦେବେ। ଏହି ସହାୟତା ରଥ ନିର୍ମାଣ ଏବଂ ରଥଯାତ୍ରା ପାଇଁ ଦିଆଯିବ। ଦେବୋତ୍ତର ଆୟୋଗ ଅଧୀନରେ ଥିବା ରାଜ୍ୟର ସମସ୍ତ ଜଗନ୍ନାଥ
Read More...

ମେ ୨୭ ନୁହେଁ, ୨୬ରେ ବନ୍ଦ ରହିବ ସରକାରୀ ଅଫିସ୍

ଭୁବନେଶ୍ବର: ଆସନ୍ତା ମେ ୨୭ ତାରିଖ ଅର୍ଥାତ୍ ମଙ୍ଗଳବାର ସରକାରୀ ଛୁଟି ନୁହେଁ, ବରଂ ମେ ୨୬, ସେମାବାର ସମସ୍ତ ସରକାରୀ ଅଫିସ୍ ବନ୍ଦ ରହିବ। ସାବିତ୍ରୀ ଅମାବାସ୍ୟା ମେ ୨୬ରେ ପାଳନ ହେଉଥିବାରୁ, ଏହି ଦିନ ସରକାରୀ ଛୁଟି ଘୋଷଣା ହୋଇଛି। ମଙ୍ଗଳବାର ମେ ୨୭ ତାରିଖ ସମସ୍ତ ସରକାରୀ ଅଫିସ୍ ଖୋଲା
Read More...

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ନୂଆପଡ଼ା: ଭିଜିଲାନ୍ସ ଜାଲରେ ଜିଲ୍ଲା ଖଡ଼ିଆଳର ଆର ଆଣ୍ଡ ବି ଡିଭିଜନର କନିଷ୍ଠ ଯନ୍ତ୍ରୀ। ଆୟ ବହିର୍ଭୃତ ସମ୍ପତ୍ତି ଠୁଳ ଅଭିଯୋଗରେ କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କ ଘରେ ଚଢ଼ାଉ। ନୂଆପଡ଼ା, ଭୁବନେଶ୍ୱର ଓ ପୁରୀ ଜିଲ୍ଲା ପିପିଲିର ଏକକାଳୀନ ୮ ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ ପକ୍ଷରୁ
Read More...

ଶ୍ରୀମନ୍ଦରରେ ଲାଗିବ ଆଣ୍ଟିଡ୍ରୋନ ସିଷ୍ଟମ୍‍

ପୁରୀ: ପୁରୀ ଶ୍ରୀମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ୍‍ ସିଷ୍ଟମ୍‍। ପୁରୀ ଜଗନ୍ନାଥ ମନ୍ଦିରରେ ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣର ଆଶଙ୍କାକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ଏହି ତୀର୍ଥସ୍ଥଳୀର ସୁରକ୍ଷା ପାଇଁ ଆଣ୍ଟି-ଡ୍ରୋନ ପ୍ରଯୁକ୍ତି ସ୍ଥାପନ ଉପରେ ବିଚାର କରୁଛନ୍ତି। ଆଣ୍ଟିଡ୍ରୋନ୍‍ ଟେକ୍ନୋଲୋଜି
Read More...