ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

ଆଜି ରତ୍ନଚିତା ପିନ୍ଧି ଚିତ୍ତଉ ପିଠା ଖାଇବେ ମହାପ୍ରଭୁ

ପୁରୀ: ଆଜି ଶ୍ରାବଣ କୃଷ୍ଣପକ୍ଷ ଅମାବାସ୍ୟା ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଚିତାଲାଗି ନୀତି। ମହାପ୍ରଭୁଙ୍କୁ ହୀରା ଖଚିତ ରତ୍ନଚିତା ଲାଗି କରାଯିବ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ହୀରା ଚିତା, ପ୍ରଭୁ ବଳଭଦ୍ରଙ୍କୁ ନୀଳ ଚିତା ଓ ଦେବୀ ସୁଭଦ୍ରାଙ୍କୁ ପାନା ଚିତା ଲାଗି ହେବ।
Read More...

କୋରାବ ଏକ୍ସପ୍ରେସରେ ଅଗ୍ନିକାଣ୍ଡ

ବିଶାଖାପଟ୍‌ନମ୍‌: ଫ୍ଲାଟଫର୍ମରେ ଠିଆ ହୋଇଥିବା ଏକ ଯାତ୍ରୀବାହୀ ଟ୍ରେନ୍‌ରେ ଲାଗିଲା ନିଆଁ। ଦେଖୁ ଦେଖୁ ହୁ ହୁ ଜଳି ଉଠିଲା ଟ୍ରେନ୍‌। ଫଳରେ ଟ୍ରେନ୍‌ର ତିନୋଟି ବଗି ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି। ବିଶାଖାପଟ୍‌ନମ୍‌ ଷ୍ଟେଶନରେ ଅଗ୍ନିକାଣ୍ଡ ଘଟିଛି। ଷ୍ଟେଶନରେ ଛିଡା ହୋଇଥିବା ବେଳେ
Read More...

ସେପ୍ଟେମ୍ବର ୧୦ରେ ହଟିବ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା

ଭୁବନେଶ୍ବର: ବିଏସ୍‌କେୱାଇକୁ ନେଇ ବଡ ଖବର ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। "ସେପ୍ଟେମ୍ବର ୧୦ ପରେ ପର୍ଯ୍ୟାୟକ୍ରମେ ଲାଗୁ ହେବ 'ଗୋପବନ୍ଧୁ ଜନ ଆରୋଗ୍ୟ' ଯୋଜନା। ପୂର୍ବତନ ରାଜ୍ୟ ସରକାରଙ୍କ ଅନ୍ୟତମ ଲୋକପ୍ରିୟ ଯୋଜନା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ)
Read More...

ଭୁବନେଶ୍ୱରରୁ ଦୁର୍ଗାପୁରକୁ ଅଗଷ୍ଟ ୩୦ରୁ ବିମାନ ସେବା ଆରମ୍ଭ

ଭୁବନେଶ୍ୱର: ଅଗଷ୍ଟ ୩୦ରୁ ଭୁବନେଶ୍ୱରରୁ ପଶ୍ଚିମବଙ୍ଗ ଦୁର୍ଗାପୁରକୁ ବିମାନ ସେବା। ଦୁର୍ଗାପୁର ବିମାନବନ୍ଦର ନିର୍ଦ୍ଦେଶକ କୈଳାସ ମଣ୍ଡଳଙ୍କ ସୂଚନା। ପ୍ରତିଦିନ ଭୁବନେଶ୍ୱରରୁ ଦୁର୍ଗାପୁରକୁ ଉଡ଼ିବ ଇଣ୍ଡିଗୋ ବିମାନ। ଭୁବନେଶ୍ୱରରୁ ବାଗଡୋଗରା ସପ୍ତାହକୁ ୪ ଦିନ ଓ ଗୌହାଟୀକୁ ୩ ଦିନ ଉଡ଼ାଣ।
Read More...

ଆଧୁନିକୀକରଣ କରାଯିବ କ୍ୟାପିଟାଲ ହସ୍ପିଟାଲ

ଭୁବନେଶ୍ବର: କ୍ୟାପିଟାଲ ହସ୍ପିଟାଲର ଆହୁରି ଆଧୁନିକୀକରଣ କରାଯିବ। ରୋଗୀ ମାନଙ୍କ ପାଇଁ ସମସ୍ତ ପ୍ରକାରର ସୁବିଧା ପାଇବାର ବ୍ୟବସ୍ଥା କରାଯିବ। ଏହା ସହ ହସ୍ପିଟାଲରେ ରୋଗୀ ସେବାରେ ଆହୁରି ଅଧିକ ଉନ୍ନତି ଆଣିବା ତଥା ଡାକ୍ତର ଓ ଅନ୍ୟ କର୍ମଚାରୀମାନେ ରୋଗୀମାନଙ୍କ ପ୍ରତି ଅଧିକ ସମ୍ବେଦନଶୀଳ
Read More...

ୱାୟନାଡ଼ରେ ୫ ଦିନ ପରେ ମାଟି ତଳୁ ଉଦ୍ଧାର ହେଲେ ୬ ଶିଶୁ

କେରଳ: କେରଳ ୱାୟନାଡ଼ରେ ସବୁକିଛି ଛାରଖାର କରିଦେଇଛି ସର୍ବଗ୍ରାସୀ ଭୂସ୍ଖଳନ। ଭୂସ୍ଖଳନକୁ ୫ ଦିନ ପୁରିଥିବାବେଳେ ଆଜି ବି ମାଟି କାଦୁଅ ତଳୁ ଖୋଜା ଚାଲିଛି ଜୀବନ। କେରଳର ୱାୟନାଡ଼ରେ ବିନାଶକାରୀ ଭୂସ୍ଖଳନରେ ବର୍ତ୍ତମାନ ପର୍ଯ୍ୟନ୍ତ ୩ ଶହରୁ ଉର୍ଦ୍ଧ ଲୋକଙ୍କ ମୃତ୍ୟୁ ହୋଇଛି। ଅନେକ ସଂଖ୍ୟାରେ
Read More...

କାଉଡ଼ିଆଙ୍କ ଉପରେ ମାଡ଼ିଗଲା ଟ୍ରକ, ୩ ମୃତ

ଖଲ୍ଲିକୋଟ:ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟର ଡିମିରିଆ ଗାଁ ଛକରେ ୧୬ ନମ୍ବର ଜାତୀୟ ରାଜପଥରେ ଟ୍ରକ୍ ଚଢ଼ି ଯିବାରୁ ୨ ଜଣ କାଉଡ଼ିଆଙ୍କ ସମେତ ୩ ଜଣଙ୍କର ମୃତ୍ୟୁ ଘଟିଛି। ଖଲ୍ଲିକୋଟ ଥାନା ୧୬ ନମ୍ବର ଜାତୀୟ ରାଜପଥ ଡିମିରିଆ ଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ୨ କାଉଡିଆ ଓ ଜଣେ ପଥଚାରୀଙ୍କ ଉପରେ
Read More...

ଆସନ୍ତା ୫ ଦିନର କେମିତି ରହିବ ପାଣିପାଗ

ଭୁବନେଶ୍ୱର: ଉତ୍ତର ଝାଡ଼ଖଣ୍ଡ ଓ ନିକଟବର୍ତ୍ତୀ ଅଞ୍ଚଳ ରେ ଏକ ଅବପାତ କ୍ଷେତ୍ର ରହିଛି। ଏହି କ୍ଷେତ୍ର ଟି ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ଆସନ୍ତା ୨ ଦିନ ଯାଏଁ ଝାଡ଼ଖଣ୍ଡ, ଛତିଶଗଡ଼, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ ଦେଇ ଗତି କରିବ। ପ୍ରଭାବ ରେ ଉତ୍ତର ପଶ୍ଚିମ ଝାଡ଼ଖଣ୍ଡ,
Read More...

ୱାୟାନାଡରେ ଭୂସ୍ଖଳନ ପୀଡିତଙ୍କ ପାଇଁ କଂଗ୍ରେସ ୧୦୦ ଘର ନିର୍ମାଣ କରିବ

ନୂଆଦିଲ୍ଲୀ: କଂଗ୍ରେସ ଏମପି ରାହୁଲ ଗାନ୍ଧୀ ୱାୟାନାଡରେ ଭୂସ୍ଖଳନ ପୀଡିତଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି। କେରଳର ୱାୟାନାଡରେ ଭୂସ୍ଖଳନ ଘଟଣାରେ ମୃତ୍ୟୁସଂଖ୍ୟା ୩୦୮ରେ ପହଞ୍ଚିଥିବାବେଳେ ଶହ ଶହ ଲୋକ ନିଖୋଜ ଥିବା ସୂଚନା ମିଳିଛି। ଲୋକ ସଭାରେ ବିରୋଧୀ ଦଳର ନେତା ତଥା କଂଗ୍ରେସ ଏମପି ରାହୁଲ
Read More...

ଅଗଷ୍ଟ ୭ରୁ ରାଜ୍ୟ ସରକାରଙ୍କ ନିବେଶକ ସମ୍ମିଳନୀ

ଭୁବନେଶ୍ବର; ଆସନ୍ତା ଅଗଷ୍ଟ ୭, ୮ ଓ ୯ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟ ସରକାରଙ୍କ ନିବେଶକ ସମ୍ମିଳନୀ। ପୁଣେ ଓ ଅହମ୍ମଦାବାଦରେ ହେବ ଏହି ସମ୍ମିଳନୀ। ଏନେଇ ସୂଚନା ଦେଇଛନ୍ତି ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ। ଏହି ସମ୍ମିଳନୀରେ ଅଟୋମୋବାଇଲ୍, ଫୁଡ୍ ପ୍ରୋସେସିଂ, ଡାଉନ୍ ଷ୍ଟ୍ରିମ୍
Read More...