ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ଆବାସିକ ବିଦ୍ୟାଳୟରୁ ଦଶମ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କନ୍ଧମାଳ: ଆବାସିକ ବିଦ୍ୟାଳୟରୁ ଦଶମ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଏପରି ଏକ ଅଭାବନୀୟ ଘଟଣା କନ୍ଧମାଳ ଜିଲ୍ଲା ଖଜୁରୀପଡା ଥାନା ଆର. ନୂଆଗାଁସ୍ଥିତ କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟରେ ଘଟିଛି। ମୃତ ଛାତ୍ର ଜଣକ ହେଲେ ବାଲି ସୁଗ୍ରି ଗ୍ରାମର ରସାନନ୍ଦ ମଲ୍ଲିକଙ୍କ ସାନ ପୁଅ
Read More...

ମେଡ଼ିକାଲରେ ଡାକ୍ତରଙ୍କୁ ଛୁରାମାଡ଼

ଚେନ୍ନାଇ: ମେଡ଼ିକାଲ୍‌ରେ ସୁରକ୍ଷିତ ନୁହଁନ୍ତି ଡାକ୍ତର। ହସ୍ପିଟାଲରେ ବୁଲିଲା ଛୁରୀ। କ୍ୟାନ୍‌ସର ଓ୍ୱାର୍ଡରେ ମା'ର ଚିକିତ୍ସା ଚାଲିଥିବା ବେଳେ ଡାକ୍ତରଙ୍କୁ ଆଖିବୁଜା ଛୁରାମାଡ଼ କଲା ପୁଅ ।ଏମିତି ଅଭାବନୀୟ ଘଟଣା ଘଟିଛି ବୁଧବାର ଚେନ୍ନାଇର ଏକ ହସ୍ପିଟାଲରେ। ଡ୍ୟୁଟିରେ ଥିବା ଡାକ୍ତରଙ୍କୁ
Read More...

ରାଜ୍ୟ କ୍ୟାବିନେଟରେ ୮ ପ୍ରସ୍ତାବ କୁ ମିଳିଲା ମଞ୍ଜୁରୀ

ଭୁବନେଶ୍ବର: ଆଜି ୮ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ ମୋହର ବାଜିଛି। ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ବୁଧବାର ଅପରାହ୍ନରେ ଲୋକସେବା ଭବନର ୩ୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଏଥିରେ ୫ଟି ମସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ
Read More...

ଏବେ ୭ ବର୍ଷ ପରେ ଜଣେ ଏସଆଇ ଇନ୍ସପେକ୍ଟର ହୋଇପାରିବେ

ଭୁବନେଶ୍ବର; ଏସଆଇମାନଙ୍କ ପଦୋନ୍ନତି ନେଇ ଆସିଲା ଖୁସି ଖବର। ଓଡ଼ିଶା ସରକାର ପୋଲିସ ପ୍ରଶାସନରେ ପଦୋନ୍ନତି ପାଇଁ ଯୋଗ୍ୟତା ନିୟମକୁ ପରିବର୍ତ୍ତନ କରିଛନ୍ତି। ଏଣିକି ୭ ବର୍ଷ ଏସଆଇ ରହିବା ପରେ ଜଣେ ଇନ୍ସପେକ୍ଟର ହୋଇପାରିବେ। ପୂର୍ବରୁ ଏହା ୧୦ ବର୍ଷ ଥିଲା।ନିଷ୍ପତ୍ତି ଅନୁଯାୟୀ, ପୋଲିସ ଏସଆଇରୁ
Read More...

ଲୋକଙ୍କୁ ଫେରାଯିବ ବେଦାନ୍ତ ଜମି

ଭୁବନେଶ୍ବର: ବେଦାନ୍ତ ପାଇଥିବା ଜମିକୁ ଲୋକଙ୍କୁ ଫେରସ୍ତ କରାଯିବ। ପୁରୀରେ ଅନ୍ତର୍ଜାତୀୟ ସ୍ତରର ବିଶ୍ୱବିଦ୍ୟାଳୟ ସ୍ଥାପନ କରିବା ପାଇଁ ବେଦାନ୍ତ କମ୍ପାନୀ ନେଇଥିବା ଜମି ଲୋକଙ୍କୁ ଫେରସ୍ତ କରାଯିବ। ଜମି ଫେରସ୍ତ ପାଇଁ ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ରାଜସ୍ୱ ଓ
Read More...

ଜାନୁଆରୀରେ ମିଳିବ ନୂଆ ରାସନ କାର୍ଡ

ଭୁବନେଶ୍ବର: ଆସନ୍ତା ବର୍ଷ ଜାନୁଆରୀ ଲୋକମାନଙ୍କୁ ମିଳିବ ନୂଆ ରାସନ କାର୍ଡ। ବୁଧବାର ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଏବଂ ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି,ଗତ ଜୁଲାଇରେ ଆରମ୍ଭ ହୋଇଥିବା ଇ-କେୱାଇସି ଚଳିତ ମାସ ଶେଷ ହେବ ବୋଲି ଆଶା କରାଯାଉଛି।
Read More...

ପୂର୍ବତନ କାଶୀପୁର କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ ଗିରଫ

କାଶୀପୁର: ଗିରଫ ହେଲେ ପୂର୍ବତନ କାଶୀପୁର କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ। ୧ କୋଟି ୭୩ ଲକ୍ଷରୁ ଊର୍ଦ୍ଧ୍ବ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ନେଇ ଅଭିଯୋଗ ହୋଇଛି। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ
Read More...

ସମ୍ପତ୍ତି ପାଇଁ ବଡ ଭାଇକୁ ହତ୍ୟା

ଗଞ୍ଜାମ: ସମ୍ପତ୍ତି ଆଗରେ ବଡଭାଇ ତୁଚ୍ଛ। ଗଞ୍ଜାମ ଜିଲା ଆସିକାରେ ଏଭଳି ଏକ ନୃଶଂସ ହତ୍ୟାକାଣ୍ଡ ଘଟିଛି। ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳୀ ପଞ୍ଚାୟତର ସମେଇଗୁଡ଼ା ଗ୍ରାମରେ ବୁଧବାର ସକାଳ ପ୍ରାୟ ୯ ଘଣ୍ଟା ସମୟରେ ସେହି ଗ୍ରାମର ରାଜୁ ପାତ୍ର(୫୫)ଙ୍କୁ ନିର୍ମମ ଭାବେ ହତ୍ୟା
Read More...

ଗିରଫ ହେଲେ କନିଷ୍ଠ କିରାଣୀ ପ୍ରଦୀପ୍ତ କୁମାର ସାହୁ

ଖୋର୍ଦ୍ଧା: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ପଡିଲେ ଖୋର୍ଦ୍ଧା ବ୍ଲକ ଶିକ୍ଷାଧିକାରୀ(ବିଇଓ)ଙ୍କ କାର୍ୟ୍ୟାଳୟରେ କାର୍ୟ୍ୟରତ କନିଷ୍ଠ କିରାଣୀ ପ୍ରଦୀପ୍ତ କୁମାର ସାହୁ । ସେ ଆଜି ଭିଜିଲାନ୍ସ ବିଭାଗ ଦ୍ୱାରା ଗିରଫ ହୋଇଛନ୍ତି। ୬ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ
Read More...

ଭାଗିରଥୀ ମାଣ୍ଡାଙ୍ଗି ହତ୍ୟା ମାମଲାରେ ନ.ଭାସ୍କର ରାଓଙ୍କ ନାଁରେ ଏନବିଡବ୍ଲ୍ୟୁ ଜାରି

ରାୟଗଡା: ବହୁ ଚର୍ଚ୍ଚିତ ଭାଗିରଥୀ ମାଣ୍ଡାଙ୍ଗି ହତ୍ୟାକାଣ୍ଡ ମାମଲାରେ ପୂର୍ବତନ ରାଜ୍ୟସଭା ସାଂସଦ ତଥା ବର୍ତ୍ତମାନର ଜିଲ୍ଲା ବିଜେଡ଼ି ସଭାପତି ଏନ.ଭାସ୍କର ରାଓଙ୍କ ସମେତ ୬ ଜଣଙ୍କ ନାମରେ ଆଜି ରାୟଗଡା ଏସଡିଜେଏମ କୋର୍ଟ ଜାମିନ ବିହିନ ଗିରଫ ପରୱାନା (ଏନବିଡବ୍ଲ୍ୟୁ ) ଜାରି କରିଛନ୍ତି ।
Read More...