ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଓଡ଼ିଶାରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ନେଇ ଶନିବାର ସୋଆରେ ସମ୍ମିଳନୀ

ଭୁବନେଶ୍ୱର , ଅକ୍ଟୋବର ୪ : ପ୍ରତିରକ୍ଷା ବିଶେଷଜ୍ଞ, ସରଞ୍ଜାମ ଉତ୍ପାଦନକାରୀ, ନିବେଶକ, ଗବେଷକ ଏବଂ ସେନା ଅଧିକାରୀମାନେ ଓଡ଼ିଶାରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନର ସମ୍ଭାବନାକୁ ନେଇ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟରେ ଶନିବାର ଏକ ସମ୍ମିଳନୀ ଆୟୋଜିତ ହେବାକୁ ଯାଉଛି। ‘ମିଶନ୍‌:
Read More...

ଶେଷରେ ବିକ୍ରି ହେଲା ଅର୍ପଣ ଚାଉଳ

ପୁରୀ: ଶେଷରେ ବିକ୍ରି ହେଲା ଅର୍ପଣ ଚାଉଳ। ନିର୍ବାଚନ ପୂର୍ବରୁ ପରିକ୍ରମା ପ୍ରକଳ୍ପ ନାଁରେ ଘର ଘର ରଥ ବୁଲି ଯେଉଁ ଚାଉଳ ସଂଗ୍ରହ ହୋଇଥିଲା ପ୍ରାୟ ୬ ମାସ ଧରି ପଡିରହିବା ପରେ ଆଜି ଶେଷରେ ନିଲାମ ହୋଇଛି। ପରିକ୍ରମା ପ୍ରକଳ୍ପ ବେଳେ ସଂଗୃହିତ ଅର୍ପଣ ଚାଉଳ ଆଜି କୁଇଣ୍ଟାଲ ପିଛା ୨୭୮୦
Read More...

ଟ୍ରକ-ଟ୍ରାକ୍ଟର ମୁହାଁମୁହିଁ ଧକ୍କା , ୧୦ ମୃତ

ମୀର୍ଜାପୁର: ସଡ଼କ ଦୁର୍ଘଟଣାରେ ଚାଲିଗଲା ୧୦ ଜଣଙ୍କ ଜୀବନ। ଉତ୍ତରପ୍ରଦେଶ ମୀର୍ଜାପୁର ନିକଟରେ ଟ୍ରକ-ଟ୍ରାକ୍ଟର ମୁହାଁମୁହିଁ ଧକ୍କା ହେବାରୁ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଥିଲେ। ଗୁରୁତର ୩ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ
Read More...

ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ କୋରାପୁଟ ବନ୍ଦ

କୋରାପୁଟ: ଆଜି ୧୨ ଘଣ୍ଟିଆ କୋରାପୁଟ ବନ୍ଦ। ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ଅବିଭକ୍ତ କୋରାପୁଟ ଜିଲ୍ଲାର ମାଲକାନଗିରି, ସମେତ ନବରଙ୍ଗପୁର, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଶୁକ୍ରବାର ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି କୋରାପୁଟ ଜିଲ୍ଲା କ୍ରିୟାନୁଷ୍ଠାନ କମିଟି । ସକାଳ ୬ଟାରୁ ସଂଧ୍ୟା
Read More...

ଆସନ୍ତା ୬ରୁ ହବିଷ୍ୟାଳୀଙ୍କ ପାଇଁ ଅନଲାଇନ ଆବେଦନ ଆରମ୍ଭ

ପୁରୀ: ଆଗକୁ କାର୍ତ୍ତିକ ମାସ । ପୁରୀରେ ହବିଷ୍ୟାଳୀଙ୍କ ଜମିବ ଭିଡ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆରମ୍ଭ କରିଥିଲେ ହବିଷ୍ୟାଳୀ ଯୋଜନା। କାର୍ତ୍ତିକ ମାସରେ ଶ୍ରୀକ୍ଷେତ୍ରରେ କାର୍ତ୍ତିକ ବ୍ରତ ପାଳନ ସହ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ରାଜ୍ୟ ସରକାର ହବିଷ୍ୟାଳୀ ଶିବିର ଆୟୋଜନ
Read More...

ଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ଖୁସି ଆଣିଲେ ରାଜ୍ୟ ସରକାର

ଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ଖୁସି ଖବର ୧୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ସହିତ ଶାରିରୀକ ପରୀକ୍ଷାରୁ ଅବ୍ୟାହତି ମିଳିବ ୟୁନିଫର୍ମ ସେବାରେ ସଂରକ୍ଷଣ ଓ ବୟସସୀମାରେ କୋହଳ ଭୁବନେଶ୍ବର: ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ଲାଗି ନିୟମାବଳି ଜାରି କରିଛନ୍ତି ରାଜ୍ୟ ସରକାର।
Read More...

ଭୁବନେଶ୍ବର ବିମାନ ବନ୍ଦରର ପୁରୁଣା ଟର୍ମିନାଲ ପାଖରେ ହେବ ନୂଆ ଟର୍ମିନାଲ ନିର୍ମାଣ

ଭୁବନେଶ୍ବର: ଭୁବନେଶ୍ବର ବିମାନ ବନ୍ଦର ରିଭ୍ୟୁ କରିବା ପରେ ମନ୍ତ୍ରୀ କହିଛନ୍ତି- ପୁରୁଣା ଟର୍ମିନାଲ ପାଖରେ ନୂଆ ଟର୍ମିନାଲ ନିର୍ମାଣ ହେବ। ଦେଶର ୨୦ଟି ସହର ସହ ବିଦେଶର ୪ଟି ସ୍ଥାନକୁ ଭୁବନେଶ୍ବର ଏୟାରପୋର୍ଟ ସଂଯୋଗ କରୁଛି। ଭୁବନେଶ୍ବରରେ ଏବେ ଯେଉଁ ଟର୍ମିନାଲ ଅଛି ସେଥିରେ ୪୦ ରୁ ୫୦
Read More...

ରେଳ କର୍ମଚାରୀଙ୍କ ପାଇଁ ଦୀପାବଳି ବୋନସ

ନୂଆଦିଲ୍ଲୀ: ରେଳ କର୍ମଚାରୀଙ୍କ ପାଇଁ କେନ୍ଦ୍ର ସରକାର ଦୀପାବଳି ପୂର୍ବରୁ ଏକ ବଡ଼ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ରେଳ କର୍ମଚାରୀଙ୍କୁ ୭୮ଦିନର ବୋନସ ଦେବାକୁ ଘୋଷଣା କରାଯାଇଛି। ରେଳ କର୍ମଚାରୀଙ୍କୁ ବୋନସ ଦଶହାରା ଏବଂ ଦିପାବଳୀ ପୂଜା
Read More...

ଆଉ ୫ଟି ଭାଷାକୁ ମିଳିଲା ଶାସ୍ତ୍ରୀୟ ମାନ୍ୟତା

ନୂଆଦିଲ୍ଲୀ: ଗୁରୁବାର ଦେଶର ଆଉ ୫ଟି ଭାଷାକୁ ମିଳିଲା ଶାସ୍ତ୍ରୀୟ ମାନ୍ୟତା। ମରାଠୀ, ବଙ୍ଗାଳୀ, ପାଲି, ପ୍ରାକୃତ ଏବଂ ଆସାମୀ ଭାଷାକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ପ୍ରଦାନ କରିବାକୁ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି। ଆଜି ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ ପ୍ରସ୍ତାବ ଉପରେ କେନ୍ଦ୍ର
Read More...

ଡିସିପି ଭାବେ ଦାୟିତ୍ୱ ନେଲେ ପିନାକ ମିଶ୍ର

ଭୁବନେଶ୍ୱର: ଭୁବନେଶ୍ୱର ନୂଆ ଡିସିପି ଭାବେ ଦାୟିତ୍ୱ ନେଲେ ପିନାକ ମିଶ୍ର। ଆଇପିଏସ୍‌ ପ୍ରତୀକ ସିଂଙ୍କ ସ୍ଥାନ ନେଲେ ଡିସିପି ପିନାକ ମିଶ୍ର। ପୋଲିସ ସେବା ଭବନରେ ଭୁବେନଶ୍ୱର ୟୁପିଡିର ନୂଆ ଡିସିପି ଭାବେ ଦାୟିତ୍ୱ ନେଇଛନ୍ତି ପିନାକ ମିଶ୍ର। ପୋଲିସ କମିଶନର ପିନାକ ମିଶ୍ରଙ୍କୁ କମିଶନରେଟ୍‌
Read More...