ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ମହର୍ଷି କଲେଜରେ ଲାଇବ୍ରେରୀ ଆସିଷ୍ଟାଣ୍ଟଙ୍କୁ ମାଡ଼

ଭୁବନେଶ୍ୱର: ଅଶାନ୍ତ ରାଜଧାନୀ ଭୁବନେଶ୍ୱରର ମହର୍ଷି କଲେଜ। ଭାଙ୍ଗିଲା ବିୟର ବୋତଲ। ଲାଇବ୍ରେରୀ ଆସିଷ୍ଟାଣ୍ଟଙ୍କୁ ଛାତ୍ରଙ୍କ ମାଡ଼। କ୍ୟାମ୍ପସରେ ଛାତ୍ର ଅଶାନ୍ତି ଲାଗି ରହିଥିବାରୁ ଆଜି କଲେଜକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ବନ୍ଦ ଘୋଷଣା କରାଯାଇଛି। ଆବଶ୍ୟକସ୍ଥଳେ ଛୁଟି ଅବଧି ବଢ଼ାଯିବ ବୋଲି
Read More...

ଆଉ ଉଡିବନି ଭିସ୍ତାରା

ନୂଆଦିଲ୍ଲୀ: ଆଉ ଉଡିବନି ଭିସ୍ତାରା। ଆଜି ଭିସ୍ତାରା ବିମାନରେ ଶେଷ ଦିନ। ଆଜି ଶେଷ ଉଡାଣ ଭରିବ ଭିସ୍ତାରା ବିମାନ। ଆସନ୍ତାକାଲି ମଙ୍ଗଳବାରଠାରୁ ଏହାର କମାଣ ସମ୍ଭାଳିବ ଏୟାର ଇଣ୍ଡିଆ। ମଙ୍ଗଳବାର ଠାରୁ ଭିସ୍ତାରା ବିମାନ ଏୟାର ଇଣ୍ଡିଆ ନାଁରେ ଉଡ଼ିବ। ଏୟାର ଇଣ୍ଡିଆ ସହିତ ମିଶ୍ରଣ ହେବାକୁ
Read More...

ବଦଳିଲା ଶ୍ରୀମନ୍ଦିର ଧ୍ୱଜାବନ୍ଧା ନୀତି ସମୟ

ପୁରୀ: କାର୍ତ୍ତିକ ମାସରେ ଅସମ୍ଭବ ଭିଡ଼ ଯୋଗୁ ବଦଳିଲା ଶ୍ରୀମନ୍ଦିର ଧ୍ୱଜାବନ୍ଧା ନୀତି ସମୟ। ଏବେ ସନ୍ଧ୍ୟା ବଦଳରେ ଧ୍ୱଜାବନ୍ଧା ନୀତି ଅପରାହ୍ନ ୩ଟା ୩୦ରୁ ୪ଟା ମଧ୍ୟରେ ହେବ ।ୟେ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ଚୁନରା ସେବକମାନଙ୍କୁ ସ୍ବତନ୍ତ୍ର ଆଦେଶ
Read More...

ବଦଳିଲା ନର୍ସଙ୍କ ଡ୍ରେସ୍

ଭୁବନେଶ୍ବର: ଏବେ ନୂଆ ରଙ୍ଗ ଓ ନୂଆ ଡିଜାଇନର ଡ୍ରେସ୍ ପିନ୍ଧିବେ ନର୍ସ। ଆଉ ସେଥିରେ ରହିବ ସମ୍ବଲପୁରୀ ଛିଟ। ଓଡ଼ିଶା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନର୍ସଙ୍କ ଡ୍ରେସ୍‌ କୋଡ୍‌ରେ ପରିବର୍ତ୍ତନ ହୋଇଛି। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ସହ
Read More...

ରାଜ୍ୟରେ ଖୁବ୍‌ଶୀଘ୍ର ୪ଟି ମହିଳା କୋର୍ଟ

ଭୁବନେଶ୍ବର: ରାଜ୍ୟରେ ବଢୁଥିବା ନାରୀ ନିର୍ଯାତନା ଏବଂ ନାରୀଙ୍କ ପ୍ରତି ଅନ୍ୟାୟ ଉପରେ ରୋକ ଲଗାଇବା ସହ ସଠିକ୍ ନ୍ୟାୟ ପ୍ରଦାନ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ମହିଳାମାନଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ନେଇ ରାଜ୍ୟରେ ଖୁବ୍‌ଶୀଘ୍ର ୪ଟି ମହିଳା କୋର୍ଟ ସ୍ଥାପନ ହେବ
Read More...

ମହିଳା କମିଶନ ଅଧ୍ୟକ୍ଷା ପଦରୁ ହଟିଲେ ମିନତୀ

ଭୁବନେଶ୍ବର: ମହିଳା କମିଶନ ଅଧ୍ୟକ୍ଷା ପଦରୁ ହଟିଲେ ମିନତୀ ବେହେରା। ମିନତୀଙ୍କ ପଦଚ୍ୟୁତ ନେଇ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ନୂଆ ସରକାର ଆସିବା ପରେ ଗତ ଅକ୍ଟୋବର ମାସରେ ମହିଳା କମିଶନ ଭଙ୍ଗ ହେବା ପରେ ରାଜ୍ୟ ମହିଳା ଆୟୋଗର ଅଧ୍ୟକ୍ଷା
Read More...

ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ସଞ୍ଜୀବ ଖାନ୍ନା

ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ୫୧ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ସଞ୍ଜୀବ ଖାନ୍ନା। ରାଷ୍ଟ୍ରପତି ଭବନରେ ଆୟୋଜିତ ଉତ୍ସବରେ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ
Read More...

ବାବା ସିଦ୍ଦିକିଙ୍କୁ ଗୁଳି କରିଥିବା ଅଭିଯୁକ୍ତ ଗିରଫ

ମହାରାଷ୍ଟ୍ର: ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଏନସିପି ନେତା ବାବା ସିଦ୍ଦିକିଙ୍କୁ ବିଚ୍‌ ରାସ୍ତାରେ ଗୁଳି କରିଥିବା ଅଭିଯୁକ୍ତ ଗିରଫ। ଗିରଫ ହୋଇଥିବା ବ୍ୟକ୍ତି ଜଣକ ହେଲା ଶିବ କୁମାର। ବାବା ସିଦ୍ଦିକୀଙ୍କ ହତ୍ୟା ମାମଲାରେ ଆଉ ଜଣେ ସୁଟର ଗିରଫ। ସେ ନେପାଳ ଖସି ଯିବାକୁ ଚେଷ୍ଟା
Read More...

ଓଡିଶା ଇତିହାସ ଉପରେ ହେବ ଗବେଷଣା : ଆଇନ ମନ୍ତ୍ରୀ

ଭୁବନେଶ୍ବର: ଓଡିଶା ଇତିହାସ ଉପରେ ହେବ ଗବେଷଣା। ଗବେଷଣା କହିବ, ଓଡିଶା ଇତିହାସର ଗାଥା। କ’ଣ ରହିଛି ଓଡିଶାର ପ୍ରକୃତ ଇତିହାସ। ଓଡ଼ିଆ ବରପୁତ୍ରଙ୍କ ଓ ଓଡ଼ିଶାର ପ୍ରକୃତ ଇତିହାସ ଜାଣିବାକୁ ଗବେଷଣା ହେବା ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।ଆଜି ସୂଚନା ଓ ଲୋକସଂପର୍କ
Read More...

ସାରା ଦେଶରେ ଚମକିବ ପିପିଲି ଚାନ୍ଦୁଆ

ନୂଆଦିଲ୍ଲୀ: ଏବେ ସାରା ଦେଶରେ ଚମକିବ ପିପିଲି ଚାନ୍ଦୁଆ। ରାଷ୍ଟ୍ରୀୟ ସାଂସ୍କୃତିକ ମହୋତ୍ସବରେ ସ୍ଥାନ ପାଇବ ଓଡିଶା କାରୀଗରୀଙ୍କ ହାତର କଳା। ପିପିଲି ଚାନ୍ଦୁଆକୁ ନେଇ ଏପରି ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି କେନ୍ଦ୍ର ସରକାର। ରବିବାର ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର
Read More...