ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଭାଜପା ଛାଡିଲେ ସାବିତ୍ରୀ ଜିନ୍ଦଲ

ହରିୟାନା: ହରିୟାଣା ବିଧାନସଭା ନିର୍ବାଚନ ଆଗକୁ ଥିବାବେଳେ ଭାଜପାକୁ ଲାଗିଛି ବଡ଼ ଝଟ୍‌କା। ଦଳ ନିର୍ବାଚନ ପାଇଁ ଅଣ୍ଟା ଭିଡିଥିବାବେଳେ ଦେଶର ଚତୁର୍ଥ ଧନୀ ମହିଳା ସାବିତ୍ରୀ ଜିନ୍ଦଲ ଭାଜପାର ହାତ ଛାଡିଛନ୍ତି। ଦଳ ବିରୋଧରେ ବିଦ୍ରୋହ କରି ସେ ସ୍ୱାଧୀନ ଭାବରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା
Read More...

ପାଇଖାନା ଟାଙ୍କିରେ ଶ୍ଵାସରୁଦ୍ଧ ହୋଇ ୩ ଶ୍ରମିକ ମୃତ

କଟକ: ପାଇଖାନା ଟାଙ୍କିରେ ଶ୍ଵାସରୁଦ୍ଧ ହୋଇ ଶ୍ରମିକ ମୃତ। ଏହିଭଳି ଘଟଣା ବାରଙ୍ଗ ଥାନା ଅଧିନସ୍ଥ ନରଣପୁରଠାରେ ଦେଖିବାକୁ ମିଳିଛି। ସେଣ୍ଟ୍ରିଂ ଖୋଲିବାକୁ ଯାଇ ପାଇଖାନା ଟାଙ୍କି ଭିତରେ ଅଣନିଃଶ୍ୱାସୀ ହୋଇ ୩ ଜଣଙ୍କର ଜୀବନ ଚାଲିଯାଇଛି। ମିଳିଥିବା ସୂଚନା ଅନୁଯାୟୀ, କଟକର ନରଣପୁର
Read More...

ଜେଲ୍ ସୁପରିଣ୍ଟେଣ୍ଡେଣ୍ଟଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ ସତ୍ୟପ୍ରକାଶ ସ୍ବାଇଁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। କେନ୍ଦୁଝର ଅଫିସ ସହ ଭୁବନେଶ୍ବରରେ ଏକକାଳୀନ ରେଡ୍ ଚାଲିଛି। ଭୁବନେଶ୍ୱରରୁ ଏକ ଟିମ ସହ
Read More...

ବିଜେପିରେ ମିଶିଲେ ସୁଜିତ କୁମାର

ଭୁବନେଶ୍ବର: ମମତା ମହନ୍ତଙ୍କ ପରେ ବିଜେଡି ଏମ୍‌ପି ଥିବା ସୁଜିତ୍‌ ଶୁକ୍ରବାର ଏମ୍‌ପି ପଦରୁ ଇସ୍ତଫା ଦେଇଛନ୍ତି। ବିଜେଡି ଛାଡ଼ି ବିଜେପିରେ ମିଶିଲେ ସୁଜିତ କୁମାର। ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ। ବିଜେଡି ଏମ୍‌ପି ଥିବା ସୁଜିତ୍‌ ଶୁକ୍ରବାର ଏମ୍‌ପି ପଦରୁ ଇସ୍ତଫା
Read More...

ଆସନ୍ତା ୫ ଦିନ ଯାଏଁ ଉପକୂଳ ଓଡ଼ିଶା ରେ ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସକ୍ରିୟଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ତତ୍ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ରହିଥିବା ଲଘୁଚାପ କ୍ଷେତ୍ର ଆଜି କେନ୍ଦ୍ରୀୟ ତଥା ସଂଲଗ୍ନ ଉତ୍ତର ବଙ୍ଗୋପସାଗର ରେ ସକ୍ରିୟ ରହିଛି। ଏହି କ୍ଷେତ୍ର ଟି କ୍ରମଶଃ ଉତ୍ତର ଦିଗ ରେ ଧୀରେଧୀରେ ଅଗ୍ରସର ହେବା
Read More...

ପାରା ଅଲିମ୍ପିକ୍ସରେ ଜୁଡୋ ପଦକ ଭେଟି ଦେଲେ କପିଲ ପାରମର

ପ୍ୟାରିସ: ଇତିହାସ ରଚିଛନ୍ତି ଭାରତର କପିଲ ପାରମର। ଆଜି ଯାଏ ଭାରତ କେବେ ବି ପାରା ଅଲିମ୍ପିକ୍ସର ଜୁଡୋରେ ପଦକ ଜିତିବାକୁ ସକ୍ଷମ ହୋଇ ନଥିଲା। ହେଲେ କପିଲ ଏହି ଧାରାକୁ ବଦଳାଇଛନ୍ତି। ପ୍ରଥମଥର ପାଇଁ ପାରା ଅଲିମ୍ପିକ୍ସରେ ଦେଶକୁ ଜୁଡୋରେ ପଦକ ଭେଟି ଦେଇଛନ୍ତି କପିଲ ପାରମର। ମଧ୍ୟପ୍ରଦେଶର
Read More...

ଏବେ ନବମ, ଏକାଦଶ ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା

ଭୁବନେଶ୍ବର: ଚଳିତ ବର୍ଷରୁ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଲାଗୁ ହେବ। ଏସ୍‌ସି/ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା। କ୍ୟାବିନେଟ ନିଷ୍ପତ୍ତି ନେଇ ଗୃହରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚଳିତ ବର୍ଷ ୧୫୬ କୋଟି
Read More...

ରାଷ୍ଟ୍ରପତିଙ୍କ ଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କଲେ ଓଡ଼ିଶାର ଦୁଇ ଶିକ୍ଷକ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଶିକ୍ଷକ। ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନଠାରେ ଏକ ଭବ୍ୟ ସମାରୋହରେ ଏହି ସମ୍ମାନସ୍ପଦ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଯଶସ୍ଵୀ ଶିକ୍ଷକ। ସୂଚନାଯୋଗ୍ୟ,
Read More...

ପାରା ଅଲିମ୍ପିକ୍ସ: ସ୍ୱର୍ଣ୍ଣ ଜିତି ଇତିହାସ ରଚିଲେ ଧର୍ମବୀର

ପ୍ୟାରିସ: ପ୍ୟାରିସ ପାରା ଅଲିମ୍ପିକ୍ସରେ କମାଲ କରୁଛି ଭାରତ। ଚଳିତ ପ୍ୟାରିସ ପାରା ଅଲିମ୍ପିକ୍ସରେ ଭାରତ ରେକର୍ଡ ପ୍ରଦର୍ଶନ ଜାରୀ ରଖିଛି । ପୁରୁଷ କ୍ଲବ ଥ୍ରୋ(ଏଫ୫୧)ରେ ଧର୍ମବୀର ସ୍ୱର୍ଣ୍ଣ ଜିତି ଇତିହାସ ରଚିଛନ୍ତି। ସେ ତାଙ୍କ ୪ର୍ଥ ଉଦ୍ୟମରେ ୩୪.୯୨ ମିଟରକୁ ଥ୍ରୋ କରି ସ୍ୱର୍ଣ୍ଣ ପଦକ
Read More...

୭୦୦ ଫୁଟ ଘାଟିରୁ ଖସିଲା ସେନା ଟ୍ରକ, ୪ ଯବାନ ମୃତ

ସିକ୍କିମ: ସିକ୍କିମରେ ସେନା ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରତ-ଚାଇନା ସୀମା ନିକଟ ଉତ୍ତର ସିକ୍କିମରେ ସେନାଙ୍କର ଏକ ଟ୍ରକ ଭୟଙ୍କର ସଡ଼କ ଦୁର୍ଘଟଣା ହୋଇଛି। ଏହି ଘଟଣାରେ ୪ଜଣ ଯବାନଙ୍କ ମୃତ୍ୟୁ ଘଟିଛି। ଏହି ଟ୍ରକ ରାସ୍ତାରୁ ଖସି ପ୍ରାୟ ୭୦୦ରୁ ୮୦୦ଫୁଟ ଗଭୀର ଖାଲରେ ଖସିପଡିଥିଲା।ସୂଚନା
Read More...