ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

୪.୫୭ ଲକ୍ଷ ହିତାଧିକାରୀଙ୍କୁ ମିଳିଲା ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ଖାତାକୁ ଆସିଲା ସୁଭଦ୍ରା ଟଙ୍କା। ମହିଳା ଓ ଶିଶୁ ବିକାଶ ବିଭାଗର ପୂର୍ବ ଘୋଷଣା ମୁତାବକ ଗୁରୁବାର ଦିନ ୪,୫୭,୬୮୧ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଯୋଜନା କିସ୍ତି ଟଙ୍କା ପ୍ରଦାନ କରିଛନ୍ତି। ଭୁବନେଶ୍ୱରର ଓଡ଼ିଶା କୃଷି ଓ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ (ଓୟୁଏଟି)
Read More...

ଆଉ ମିଳିବନି ମାଦକ ଦ୍ରବ୍ୟ: ଗୁଟ୍‌ଖା, ସିଗାରେଟ୍‌-ବିଡି ହେଲା ବ୍ୟାନ୍‌

ନ୍ୟୁଜ୍ ବ୍ୟୁରୋ: ମାଦକ ଦ୍ରବ୍ୟ କିଣାବିକା ନେଇ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ। ଗୁଟଖା କ୍ରୟ ବିକ୍ରୟ ଉପରେ ପ୍ରତିବନ୍ଧକ ଲଗାଇଲେ ରାଜ୍ୟ ସରକାର। ପାନ ମସଲା, ଜର୍ଦ୍ଦା, ଖଇନି, ଗୁଟଖା, ତମ୍ବାକୁ କିଣାବିକାରେ କଟକଣା। ମାଦକ ଦ୍ରବ୍ୟ କିଣାବିକା ନେଇ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ। ଗୁଟଖା
Read More...

ଶୀତଳାପଲ୍ଲୀ ସମ୍ ହସ୍ପିଟାଲ୍‌ରେ ଅତ୍ୟାଧୁନିକ ଜଟିଳ ନ୍ୟୁରୋସର୍ଜରୀ ସଫଳ

ଭୁବନେଶ୍ୱର: ଦକ୍ଷିଣ ଭାରତରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ଅଭୁତପୂର୍ବ ସଫଳତା ଆଣିଛି ବ୍ରହ୍ମପୁର, ଶୀତଳାପଲ୍ଲୀ ସ୍ଥିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୩। ଏହି ହସ୍ପିଟାଲର ଡାକ୍ତରୀ ଟିମ୍ ଜଣେ ୫୦ ବର୍ଷୀୟା ମହିଳାଙ୍କ ମସ୍ତିଷ୍କରେ ଥିବା
Read More...

ବନ୍ଦ ହେବ ଭୁବନେଶ୍ବରରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା

ଭୁବନେଶ୍ବର: ଭୁବନେଶ୍ବରରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା ବନ୍ଦ। ଏହା ମାର୍ଚ୍ଚରୁ ଲାଗୁ ହେବ। ପ୍ରଭାବିତ ହେବେ ୪୦ ହଜାର ଓଡ଼ିଆ। ଭୁବନେଶ୍ବର ଆବୁଧାବି ସିଧାସଳଖ ବିମାନ ସେବା ଗତ ଡିସେମ୍ବରରୁ ବନ୍ଦ ହୋଇଯାଇଛି। ମାସେ ନପୁରୁଣୁ ଭୁବନେଶ୍ବର ବିମାନ ବନ୍ଦରରୁ ଆଉ ୨ଟି ପ୍ରମୁଖ ଆନ୍ତର୍ଜାତୀୟ
Read More...

ହଟିବ ଡିଜେଲ ଚାଳିତ ଆମ ବସ୍ : ମନ୍ତ୍ରୀ

ଭୁବନେଶ୍ବର: ବନ୍ଦ ହେବ ଡିଜେଲ ଚାଳିତ ଆମ୍‌ ବସ। ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଓଡ଼ିଶା ସରକାରଙ୍କ ‘ଆମ ବସ୍’ ସେବା ଅଧୀନରେ ଡିଜେଲ ଚାଳିତ ବସ୍‌ଗୁଡ଼ିକୁ ସମ୍ପୂର୍ଣ୍ଣ ଭାବରେ ବନ୍ଦ କରାଯିବ। ଡିଜେଲ ଚାଳିତ ‘ଆମ୍‌
Read More...

ଏସୟୁଭି ଧକ୍କାରେ ଜଣେ ମୃତ, ୨ ଗୁରୁତର

ଭୁବନେଶ୍ୱର: ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲ ନିକଟରେ ଏକ ଦ୍ରୁତଗାମୀ ଏସୟୁଭି ଏକ ମୋଟରସାଇକେଲକୁ ଧକ୍କା ଦେଇଥିଲା। ଯେଉଁଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା ଏବଂ ଦୁଇଜଣ ଗୁରୁତର ଆହତ ହୋଇଥିଲେ। ସୂଚନା ଅନୁଯାୟୀ, ଏଜି ସ୍କୋୟାର-ଏୟାରପୋର୍ଟ ରୋଡରେ ମଙ୍ଗଳବାର ବିଳମ୍ବିତ ରାତିରେ
Read More...

ଏବେ ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ଚଲାଇବେ ‘ଆମ ବସ୍’

ଭୁବନେଶ୍ଵର: ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ‘ଆମ ବସ୍’
Read More...

ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ଦୁର୍ଦ୍ଧାନ୍ତ ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରେ ଏନକାଉଣ୍ଟର। ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୬ ଜଣ ଦୁର୍ଦ୍ଧାନ୍ତ ମାଓବାଦୀ। ନିହତ ମାଓବାଦୀଙ୍କ ମଧ୍ୟରେ ଚାରି ଜଣ ମହିଳା ଓ ଦୁଇ ଜଣ ପୁରୁଷ ଥିବା ଜଣାପଡିଛି। ସେମାନଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର
Read More...

ଏପ୍ରିଲ ୧୬ରୁ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଜନଗଣନା

ଭୁବନେଶ୍ଵର: ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା। ଏ ନେଇ ରାଜସ୍ବ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରଥମ ପର୍ଯ୍ୟାୟରେ ୩୦ ଦିନ ଧରି ଜନଗଣନା ଚାଲିବ। ଏପ୍ରିଲ୍‌ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନଗଣନା ହେବ। ତେବେ ଦ୍ବିତୀୟ ପର୍ଯ୍ୟାୟ
Read More...

ଓଡ଼ିଆରେ ହେବ ସବୁ ସରକାରୀ କାର୍ଯ୍ୟ

ନିର୍ମାଣ ବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି : ଓଡ଼ିଆରେ ହେବ ସବୁ ସରକାରୀ କାର୍ଯ୍ୟ ଭୁବନେଶ୍ବର: ଓଡ଼ିଆରେ ହେବ ସବୁ ସରକାରୀ କାର୍ଯ୍ୟ। ସମୟ ଅବଧି ମଧ୍ୟରେ ସରିବ ପ୍ରକଳ୍ପ କାର୍ଯ୍ୟ। ନିୟମିତି ନିଯୁକ୍ତି ସହ ମିଳିବ ପଦୋନ୍ନତି। ମୁଖ୍ୟମନ୍ତ୍ରୀଙ୍କ ୧୫ ସୂତ୍ରୀ ନିର୍ଦ୍ଦେଶକୁ
Read More...