ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ପୁଣି ହୋଇପାରେ ଆଳୁ ସଙ୍କଟ

ପଶ୍ଚିମବଙ୍ଗ ସୀମାରେ ଅଟକିଛି ଆଳୁ ଟ୍ରକ୍ଭୁବନେଶ୍ବର: ଓଡ଼ିଶା-ପଶ୍ଚିମବଙ୍ଗ ସୀମାରେ ଅଟକିଛି ଶହଶହ ଆଳୁ ବୋଝେଇ ଟ୍ରକ୍। କିଛିଦିନ ପୂର୍ବରୁ ଆଳୁ ରାଜନୀତି ତେଜିଥିବାବେଳେ ଆଜି ପୁଣି ମମତାଙ୍କ ଗାଡି ଅଟକାଇଦେବା ମୋହନ ସରକାରଙ୍କ ମୁଣ୍ଡବିନ୍ଧାର କାରଣ ହୋଇପାରେ। ହୁ ହୁ ହୋଇ ବଢୁଥିବା ପରିବା
Read More...

୩ ଦିନିଆ ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ପ୍ରଧାନମନ୍ତ୍ରୀଙ୍କୁ ରିପୋର୍ଟ କାର୍ଡ ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହାସହିତ ପ୍ରଧାନମନ୍ତ୍ରୀ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଯାଇ ସେଠାରେ ଦଳୀୟ ବିଧାୟକ,ଏମ୍‌ପି ଓ ମନ୍ତ୍ରୀଙ୍କ ସମେତ ବରିଷ୍ଠ କର୍ମକର୍ତ୍ତାଙ୍କ ସହ ରାତ୍ରିଭୋଜନ
Read More...

୫ ବର୍ଷରେ ପୂରଣ ହେବ ଦେଢ଼ ଲକ୍ଷ ପଦବୀ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୫ ବର୍ଷରେ ପୂରଣ ହେବ ଦେଢ଼ ଲକ୍ଷ ପଦବୀ। ଯାହା ସବୁ ପଦବି ଖାଲି ରହିଛି ଏବଂ ଆବଶ୍ୟକ ଥିବା ପଦବି ଦରକାର ଅଛି ସେଥିପାଇଁ ବ୍ୟବସ୍ଥା କରାଯାଉଛି। ୧୦,୦୦୦ ପଦବି ଶୀଘ୍ର ପୂରା କରିବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି। ଭୁବନେଶ୍ୱରରେ ଆୟୋଜିତ ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ
Read More...

କେନ୍ଦୁଝରର କନିଷ୍ଠ ଖଣି ଅଧିକାରୀ ଘରେ ଭିଜିଲାନ୍ସ ଚଢ଼ାଉ

କେନ୍ଦୁଝର: କେନ୍ଦୁଝରର କନିଷ୍ଠ ଖଣି ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଜୁନିଅର୍ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କ ଘରେ ଆଜି ସକାଳୁ ସକାଳୁ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚାଲିଛି ଚଢ଼ାଉ। ଚଢ଼ାଉ ବେଳେ ତାଙ୍କର ପୁଳାପୁଳା ସମ୍ପତ୍ତି
Read More...

ବସ ମାଲିକ ସଂଘ ସଭାପତିଙ୍କୁ ଛୁରାମାଡ଼

କୋରାପୁଟ: କୋରାପୁଟ ବସଷ୍ଟାଣ୍ଡରେ ଛୁରାମାଡ଼। ବସ ଟାଇମିଂକୁ ନେଇ ବୁଧବାର ଅପରାହ୍ନରେ କୋରାପୁଟ ଘରୋଇ ମାଲିକ ସଂଘ ସଭାପତି ଏସ୍‌. କାସିମଙ୍କୁ କିଛି ଦୁର୍ବୃତ୍ତ ଛୁରାମାଡ଼ କରି ଫେରାର ହୋଇଯାଇଥିବା ଜଣାପଡ଼ିଛି। ଆଜି ଅପରାହ୍ନ ପ୍ରାୟ ୨ଟା ବେଳେ କୋରାପୁଟ ବସ୍‌ଷ୍ଟାଣ୍ଡରେ ତାଙ୍କ ଉପରେ ଏହି
Read More...

ରାଜ୍ୟର ୫୮ ଟି ସବଡିଭିଜନରେ ହେବ ଶୀତଳ ଭଣ୍ଡାର

ଭୁବନେଶ୍ବର: ଚାଷୀଙ୍କ ପାଇଁ ଖୁସି ଖବର। ବିଧାନସଭାରେ ଆଶ୍ୱସ୍ତି ଖବର ଆଣିଲେ ଉପମୁଖ୍ୟମନ୍ତ୍ରୀ। କହିଲେ, ରାଜ୍ୟର ୫୮ ଟି ସବଡିଭିଜନରେ ହେବ ଶୀତଳ ଭଣ୍ଡାର। ରାଜ୍ୟର ୫୮ଟି ସବଡିଭିଜନ୍‌ରେ ଶୀତଳଭଣ୍ଡାର ପ୍ରତିଷ୍ଠା ପାଇଁ ଯୋଜନା କରୁଛନ୍ତି ରାଜ୍ୟ ସରକାର। ବିଧାନସଭା ପ୍ରଶ୍ନକାଳରେ କୃଷି
Read More...

୪ବର୍ଷ ବାସନ୍ଦ ହେଲେ ବଜରଙ୍ଗ ପୁନିଆ

ନୂଆଦିଲ୍ଲୀ: ବଜରଙ୍ଗ ପୁଣିଆଙ୍କୁ ବଡ ଝଟକା। ଭାରତୀୟ ରେସଲର ବଜରଙ୍ଗ ପୁନିଆ ବାସନ୍ଦ। ନ୍ୟାଶନାଲ ଆଣ୍ଟି ଡୋପିଙ୍ଗ୍‌ ଏଜେନ୍ସି (ନାଡା) ରେସଲର ବଜରଙ୍ଗ ପୁନିଆଙ୍କୁ ୪ବର୍ଷ ବାସନ୍ଦ କରିଛି। ମାର୍ଚ୍ଚ ୧୦ରେ ଜାତୀୟ ଦଳ ପାଇଁ ଚୟନ ବେଳେ ହୋଇଥିବା ଡୋପ୍‌ ଟେଷ୍ଟ ପାଇଁ ସେ ନମୁନା ଦେବାକୁ ମନା
Read More...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଗଞ୍ଜାମ ଜିଲ୍ଲା ସିଡିପିଓ

ବେଗୁନିଆପଡ଼ା: ଲାଞ୍ଚ ନେବା ପଡିଲା ମହାଙ୍ଗା। ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ସିଡିପିଓ ସନ୍ଧ୍ୟାରାଣୀ ପାଣିଗ୍ରାହୀ। ତାଙ୍କଠାରୁ ୧୨ ହଜାର ଟଙ୍କା ଜବତ କରିଛନ୍ତି ଭିଜିଲାନ୍ସ ଅଧିକାରୀ। ସୂଚନା ଅନୁସାରେ ଏକ ଅଙ୍ଗନବାଡ଼ି କେନ୍ଦ୍ରର କର୍ମଚାରୀଙ୍କ ବକେୟା
Read More...

ସୋଆ ମହିଳା ଶକ୍ତିକୁ ‘ଫେମିନା ଆଚିଭର୍ସ ଇଷ୍ଟ-୨୦୨୪’ ସମ୍ମାନ

ଶିକ୍ଷା କ୍ଷେତ୍ରରେ ଉତ୍ସର୍ଗୀକୃତ କାର୍ଯ୍ୟ ନିମନ୍ତେ ମିଳିଲା ସମ୍ମାନ ଭୁବନେଶ୍ୱର: ଶିକ୍ଷା କ୍ଷେତ୍ରରେ ଉତ୍ସର୍ଗୀକୃତ କାର୍ଯ୍ୟ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ମହିଳା ଶ୍ରମଶକ୍ତିକୁ ନିକଟରେ ‘ଫେମିନା ଆଚିଭର୍ସ ଇଷ୍ଟ -୨୦୨୪’ ସମ୍ମାନରେ ଭୂଷିତ କରାଯାଇଛି। ଦେଶର ଅଗ୍ରଣୀ ଇଂରାଜୀ
Read More...

ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୧୦ ଅଭିଯୁକ୍ତଙ୍କ ଜାମିନ୍ ଆବେଦନ ଶୁଣାଣି ସ୍ଥଗିତ

ଯାଜପୁର: ଯାଜପୁର ଧର୍ମଶାଳା ବିଧାୟକ ହିଂମାଶୁ ସାହୁଙ୍କୁ ଆକ୍ରମଣ ମାମଲାରେ ଜାମିନ ଶୁଣାଣି ସ୍ଥଗିତ। ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ହୋଇଥିବା ୧୦ ଜଣ ଅଭିଯୁକ୍ତଙ୍କ ଜାମିନ୍ ଆବେଦନ ଶୁଣାଣି ସ୍ଥଗିତ ରଖାଯାଇଛି। ତଦନ୍ତ ଭାର ନେଇଥିବା କ୍ରାଇମ ବ୍ରାଞ୍ଚଙ୍କୁ ସବିଶେଷ ତଥ୍ୟ ମାଗିଛନ୍ତି କୋର୍ଟ ।
Read More...