ପ୍ରମୁଖ ଖବର

୮୪ତମ ରୋଡ କଂଗ୍ରେସ ସମାବେଶ ଉଦ୍‌ଘାଟିତ
କନ୍ଧମାଳ ସୀମା କଳିଙ୍ଗା ଘାଟିରେ ଓଲଟିଲା ବସ୍, ଜଣେ ମୃତ
ଏସଆଇ ପରୀକ୍ଷା ଘୋଟାଲା : ମୁଖ୍ୟ ଅଭିଯୁକ୍ତର ହେବ ଲାଏ ଡିଟେକ୍ସନ୍‌ ଟେଷ୍ଟ
‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ; ଯୋଗ ଦେଲେ ପ୍ରଧାନମନ୍ତ୍ରୀ
ଶ୍ରୀମନ୍ଦିରରେ ପୁଣି ହିଡେନ୍ କ୍ୟାମେରା ଓ ନକଲି ସେବକ
ଓଡ଼ିଆ ଝିଅ ହେଲେ ଝାଡ଼ଖଣ୍ଡ ଡିଜିପି
ଆସନ୍ତାକାଲିଠୁ ୨୦୨୬ ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ

ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ

ଭୁବନେଶ୍ବର: ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ ଘଟିଛି। କଟକ ଏସସିବି ମେଡିକାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ୭୦ ବର୍ଷ ବୟସରେ ସେ ଆଖି ବୁଜିଛନ୍ତି। ଗତ ୧୮ ତାରିଖରୁ ଅସୁସ୍ଥତା କାରଣରୁ କଟକ ଏସସିବିରେ ଭର୍ତ୍ତି ହୋଇଥିବା ବେଳେ ଆଜି ସକାଳେ ତାଙ୍କର ହୃଦଘାତ ଘଟିଥିଲା।
Read More...

ପିତାମ୍ବର ଆଚାର୍ଯ୍ୟ ହେଲେ ନୂଆ ଆଡଭୋକେଟ ଜେନେରାଲ

ଭୁବନେଶ୍ବର: ନିଯୁକ୍ତି ପାଇଲେ ନୂଆ ଆଡଭୋକେଟ ଜେନେରାଲ। ପିତାମ୍ବର ଆଚାର୍ଯ୍ୟ ହେଲେ ନୂଆ ଆଡଭୋକେଟ ଜେନେରାଲ। ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟ। ନୂଆ ଏଜି ଙ୍କୁ ନିଯୁକ୍ତ ଦେଲେ ରାଜ୍ଯପାଳ। ଶ୍ରୀ ଆଚାର୍ଯ୍ୟଙ୍କୁ ରାଜ୍ୟ ସରକାର ଏହି ବଡ଼ ଦାୟିତ୍ବ ଦେଇଛନ୍ତି।
Read More...

ଭାରତ ପାଇଁ ଗୌରବ ଆଣିଲେ ରାମ ଚରଣ

ନୂଆଦିଲ୍ଲୀ: ପ୍ରଥମ ଭାରତୀୟ ଅଭିନେତା ଭାବେ ଭାରତୀୟ କଳା ଓ ସଂସ୍କୃତିର ରାଷ୍ଟ୍ରଦୂତ ପୁରସ୍କାରରେ ସମ୍ମାନିତ ହେବେ ରାମ ଚରଣ।ଭାରତ ପାଇଁ ଗୌରବ ଆଣି ଦେଇଛନ୍ତି ରାମ ଚରଣ ତେଜା। ଦକ୍ଷିଣ ଭାରତୀୟ ସୁପରଷ୍ଟାର ତଥା ଆରଆରଆର’ ଚଳଚ୍ଚିତ୍ରର ଓସ୍କାର ବିଜେତା ଅଭିନେତା ରାମ ଚରଣଙ୍କ ନାଁରେ ଯୋଡ଼ି
Read More...

ପୁରୀରେ ବିଜେପିର କାର୍ଯ୍ୟକାରିଣୀ ବୈଠକ, ଯୋଗ ଦେଲେ ଜେପି ନଡ୍ଡା

ପୁରୀ: ପୁରୀରେ ଆରମ୍ଭ ହୋଇଛି ବିଜେପିର କାର୍ଯ୍ୟକାରିଣୀ ବୈଠକ। ଏହାକୁ ଉଦଘାଟନ କରିଛନ୍ତି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ ଓ ବିଭିନ୍ନ ପଦାଧିକାରୀ ଏହି ବୈଠକରେ ଯୋଗ ଦେଇଛନ୍ତି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ
Read More...

ଅବପାତର ରୂପ ନେଇପାରେ ଲଘୁଚାପ, ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ ଉତର ଆନ୍ଧ୍ରପ୍ରଦେଶ ଉପକୂଳରେ ୧୩୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଥିବା ଶିକ୍ଷା ଓ
Read More...

ଅନ୍ଧବିଶ୍ୱାସର କରୁଣା ପରିଣତି: ଯୁବତୀଙ୍କ ମୁଣ୍ଡରୁ ବାହାରିଲା ୭୦ଟି ଛୁଞ୍ଚି

ବଲାଙ୍ଗୀର: ଅନ୍ଧବିଶ୍ୱାସର କରୁଣା ପରିଣତି। ଅନ୍ଧ ବିଶ୍ୱାସର ପରିଣତି କେତେ ଯେ ଭୟଙ୍କର ହୋଇପାରେ ବଲାଙ୍ଗୀର ଦେଖିବାକୁ ମିଳିଛି। ଯୁବତୀଙ୍କ ମୁଣ୍ଡ ଭିତରେ ଥିଲା ମେଞ୍ଚାଏ ଛୁଞ୍ଚି। ଅପରେସନ କରି ମୁଣ୍ଡରୁ ଏକାଥରକେ ୭୦ଟି ଛୁଞ୍ଚି ବାହାର କଲେ ଡାକ୍ତର। ସମସ୍ତଙ୍କୁ ହତବାକ୍ କରିଦେବା ଭଳି ଏହି
Read More...

ଵରିଷ୍ଠ ନାଗରିମାନଙ୍କ ପାଇଁ ଫୁଟ ଓଭରବ୍ରିଜରରେ ରହିବ ଲିଫ୍ଟ, ଭିତ୍ତିପ୍ରସ୍ତର ସ୍ଥାପନ କଲେ ସାଂସଦ

ଭୁବନେଶ୍ବର: ପଳାଶୁଣି ଛକ ଉପରେ ଫୁଟ-ଓଭରବ୍ରିଜର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଭୁବନେଶ୍ୱର ସାଂସଦ ଅପରାଜିତା ପାଇଁ ଫୁଟ ଓଭରବ୍ରିଜରରେ ରହିବ ଲିଫ୍ଟ, ଭିତ୍ତିପ୍ରସ୍ତର ସ୍ଥାପନ କଲେ ସାଂସଦ ବରିଷ୍ଠ ନାଗରିମାନଙ୍କ ପାଇଁ ଫୁଟ ଓଭରବ୍ରିଜରରେ ରହିବ ଲିଫ୍ଟ ସୁବିଧା। ପଳାଶୁଣି ଛକ ଉପରେ
Read More...

ବ୍ଲାକରୋଜ ଜାହାଜ ବୁଡ଼ିବା ଘଟଣାର ସିବିଆଇ ତଦନ୍ତ ଦାବିକଲେ ସୂଚନା ଅଧିକାର କର୍ମୀ

ପାରାଦୀପ: ବ୍ଲାକରୋଜ ଜାହାଜ ବୁଡ଼ିବା ଘଟଣାକୁ ଦୀର୍ଘ ୧୫ ହୋଇଥିଲେ ମଧ୍ୟ ଆଜି ଯାଏ ଏହାର ମାଲିକ କିଏ ? ଜାହାଜଟି ଲୁହାପଥର ନେଇ କେଉଁଠିକି ଯାଉଥିଲା? ଲୁହାପଥର କେଉଁଠୁ ଆସିଥିଲା? ଏସବୁ ଉପରୁ ପରଦା ଉଠି ପାରିନି। ଏବେ ବ୍ଲାକରୋଜ ଜାହାଜ ବୁଡ଼ିବା ଘଟଣାର ସିବିଆଇ ତଦନ୍ତ ଦାବି ହେଉଛି ।
Read More...

ବିଶ୍ୱବ୍ୟାପୀ ମାଇକ୍ରୋସଫ୍ଟର ସର୍ଭର ଡାଉନ୍: ବିମାନ ସେବା ବାଧାପ୍ରାପ୍ତ

ନ୍ୟୁଜ୍ ବ୍ୟୁରୋ: ବିଶ୍ୱବ୍ୟାପୀ ମାଇକ୍ରୋସଫ୍ଟର ସର୍ଭର ଡାଉନ୍ ହୋଇଯାଇଛି। ଏଥିପାଇଁ ବାଧାପ୍ରାପ୍ତ ହୋଇଛି ବିମାନ ସେବା। ଯେଉଁଥିରେ ଭାରତ ସହ ଅଷ୍ଟ୍ରେଲିଆ, ଆମେରିକା, ଜର୍ମାନୀ, ୟୁରୋପ ସବୁଠି ବିମାନସେବା ପ୍ରଭାବିତ ହୋଇଛି। ଯାହାକୁ ନେଇ ଭାରତ ଓ ସ୍ପାଇସଜେଟର ଏୟାରଲାଇନ୍ସ ଏହି
Read More...

ଆଜି ଦାରୁଦିଅଁଙ୍କ ନୀଳାଦ୍ରି ବିଜେ

ପୁରୀ: ଆଜି ଦାରୁଦିଅଁଙ୍କ ନୀଳାଦ୍ରି ବିଜେ। ସରିଲା ଘୋଷଯାତ୍ରା। ଆଜି ଘୋଷଯାତ୍ରାର ଶେଷ ପର୍ବ ନୀଳାଦ୍ରି ବିଜେ ନୀତି ହେବ । ୧୨ ଦିନର ଲୀଳାଖେଳା ଶେଷ ପରେ ଆଜି ନୀଳାଦ୍ରି ବିଜେ କରିବେ ଶ୍ରୀଜିଉ। ସ୍ନାନଯାତ୍ରାରୁ ଛାଡ଼ିଥିବା ରତ୍ନ ସିଂହାସନରେ ଆଜି ପୁନଃ ଅବସ୍ଥାପିତ ହେବେ ମହାପ୍ରଭୁ
Read More...