ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ଭାରତରେ ନିର୍ମାଣ ହେବ ଅତ୍ୟାଧୁନିକ ଯୁଦ୍ଧ ବିମାନ

ଗୁଜରାଟ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ପେନ୍ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ ମିଳିତ ଭାବେ ଭାରତର ସାମରିକ ବିମାନ ପାଇଁ ପ୍ରଥମ ଘରୋଇ ଯୁଦ୍ଧ ବିମାନ ଉତ୍ପାଦନ ପ୍ଲାଣ୍ଟ ଉଦଘାଟିତ ହୋଇଛି। ଗୁଜରାଟର ଭଦୋଦରାର ଟାଟା ଏୟାରକ୍ରାଫ୍ଟ କମ୍ପ୍ଲେକ୍ସରେ ଏହି ପ୍ଲାଣ୍ଟର ଉଦଘାଟନ
Read More...

ବାତ୍ୟା ଡ୍ୟୁଟିରେ ଖିଲାପ କରି ରେଭିନ୍ୟୁ ସୁପରଭାଇଜର ନିଲମ୍ୱିତ

ଭଦ୍ରକ: ବାତ୍ୟା ଡ୍ୟୁଟିରେ ଖିଲାପ କରି ନିଲମ୍ୱିତ ହେଲେ ରେଭିନ୍ୟୁ ସୁପରଭାଇଜର। ବାତ୍ୟା ‘ଦାନା’ ସମୟରେ ଠିକ ଡ୍ୟୁଟି ନକରି ନିଲମ୍ୱିତ ହୋଇଛନ୍ତି ରେଭିନ୍ୟୁ ସୁପରଭାଇଜର ବିକାଶ କୁମାର ଦାସ। ସେ ଭଦ୍ରକ ଜିଲ୍ଲା ତିହିଡ଼ି ତହସିଲରେ କାର୍ଯ୍ୟରତ ଥିଲେ ମଧ୍ୟ ବାତ୍ୟା ‘ଦାନା’ ଡ୍ୟୁଟି ସମୟରେ
Read More...

ପପୁ ଯାଦବଙ୍କୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ହତ୍ୟା ଧମକ

ବିହାର: ସଲମାନ ଖାନଙ୍କ ମାମଲାରୁ ଦୂରେଇ ରୁହ, ନଚେତ ମାରିଦେବୁ। ବିହାରର ପୁର୍ଣ୍ଣିଆ ସାସଂଦ ପପୁ ଯାଦବଙ୍କୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଧମକ। ପପୁ ଯାଦବ ବରିଷ୍ଠ ପୋଲିସ ଅଧିକାରୀଙ୍କ ନିକଟରେ ଏ ନେଇ ଅଭିଯୋଗ କରିବା ସହ ଏମପି ଏହାର ଅଡିଓ ରେକର୍ଡିଂ ମଧ୍ୟ ପ୍ରକାଶ କରିଛନ୍ତି। ସୂଚନା
Read More...

ବନ୍ୟା ପରିସ୍ଥିତିକୁ ଏଡ଼ାଇବା ପାଇଁ ଖର୍ଚ୍ଚ ହେବ ୨୦୦ କୋଟି

ସରକାରଙ୍କ ନୂଆ ଯୋଜନାଭୁବନେଶ୍ବର; ବନ୍ୟା ପରିସ୍ଥିତିକୁ ଏଡ଼ାଇବା ପାଇଁ ମୋହନ ମାଝୀ ସରକାର ଏକ ନୂଆ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହି ଯୋଜନାରେ ୫ ବର୍ଷରେ ୨୦୦କୋଟି ଟଙ୍କା ଖର୍ଚ୍ଚ କରାଯିବ। ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ଏହି ଅର୍ଥ ବହନ କରିବେ। ଅଧିକ ଜଳପ୍ରବାହ ଯୋଗୁ ରାଜ୍ୟର ତଳିଆ
Read More...

ସୋଆ ଏମ୍‌ବିବିଏସ୍ ଛାତ୍ରଛାତ୍ରୀଙ୍କ ହ୍ୱାଇଟ୍ କୋଟ ଉତ୍ସବ ଅନୁଷ୍ଠିତ

ଭୁବନେଶ୍ୱର, ଅକ୍ଟୋବର ୨୮ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ୨୦୨୪-୨୫ ଶିକ୍ଷା ବର୍ଷ ନିମନ୍ତେ ଡାକ୍ତରୀ ପାଠ୍ୟକ୍ରମରେ ନାମ ଲେଖାଇଥିବା ଏମ୍‌ବିବିଏସ୍ ଛାତ୍ରଛାତ୍ରୀଙ୍କ ହ୍ୱାଇଟ୍ କୋଟ ଉତ୍ସବ ଆୟୋଜିତ ହୋଇଯାଇଛି। ଗତ ଶନିବାର ଦିନ ଭୁବନେଶ୍ୱର ସ୍ଥିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ
Read More...

ଦୀପାବଳି ପାଇଁ ଗାଇଡଲାଇନ ଜାରି

ଭୁବନେଶ୍ବର; ଦୀପାବଳି ପାଇଁ ଗାଇଡଲାଇନ ଜାରି କଲା କମିଶନରେଟ ପୋଲିସ। ସୁପ୍ରିମକୋର୍ଟଙ୍କ ନିୟମ ଅନୁଯାୟୀ ଫୁଟାଯିବ ବାଣ। ବିପଜ୍ଜନକ ବାଣ ଫୁଟାଇବା କିମ୍ବା ବିକ୍ରି ଉପରେ କଟକଣା ଜାରି ହୋଇଛି। ଗ୍ରୀନ କ୍ରାକର ବିକ୍ରି ପାଇଁ କୁହାଯାଇଛି। ଲାଇସେନ୍ସ ମୁତାବକ ଜଣେ ଦୋକାନୀ ୩ ଶହ କେଜି ବାଣ
Read More...

ସ୍ଥାୟୀ ନିଯୁକ୍ତି ଦାବିରେ ପାରାମେଡିକାଲ ଷ୍ଟାଫଙ୍କ ଧାରଣା

ଭୁବନେଶ୍ବର; ରୋଗୀମାନଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଉଥିବା ନର୍ସିଙ୍ଗ ଅଫିସର, ଏଏନଏମ, ଫାର୍ମାସିଷ୍ଟ ଓ ଏଲ.ଟି ମାନେ ରାଜ ରାସ୍ତାକୁ ଓହ୍ଲାଇଛନ୍ତି। ପୁଣି ଲୋୟର ପିଏମଜିରେ ଗର୍ଜିଛନ୍ତି ଚୁକ୍ତିଭିତ୍ତିକ ପାରାମେଡିକାଲ ଷ୍ଟାଫ୍। ସ୍ଥାୟୀ ନିଯୁକ୍ତି ସହିତ ବିଭିନ୍ନ ଦାବି ପୁରଣ ପାଇଁ ସୋମବାର
Read More...

୮କୋଟି ପାଇଁ ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ

କର୍ଣ୍ଣାଟକ: ୮କୋଟି ଟଙ୍କା ପାଇଁ ଦୁଇ ବୟଫ୍ରେଣ୍ଡଙ୍କ ସହ ମିଶି ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ। କର୍ଣ୍ଣାଟକର ରୋଡ଼ାଗୁ ଜିଲ୍ଲାର ଏକ କଫି ପ୍ଲାଣ୍ଟରୁ ୩ ସପ୍ତାହ ତଳୁ ଏକ ଅଜଣା ଦରପୋଡ଼ା ମୃତଦେହ ମିଳିବା ଘଟଣାର ପୋଲିସ ପର୍ଦ୍ଦାଫାସ୍ କରିଛି। ସୂଚନା ଅନୁଯାୟୀ, ଅକ୍ଟୋବର ୮ ତାରିଖରେ
Read More...

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ବର: ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। କ୍ରୀଡା ଓ ଯୁବ ସେବା ବିଭାଗର ଯୁଗ୍ମ ସଚିବ ଶୈଳେନ୍ଦ୍ର କୁମାର ଜେନାଙ୍କୁ ମିଶନ ଶକ୍ତି ଯୁଗ୍ମ ସଚିବ ଭାବେ ଦାୟିତ୍ୱ ମିଳିଛି। ସେହିପରି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଯୁଗ୍ମ ସଚିବ ମମତା ବାରିକଙ୍କୁ ଓଡ଼ିଶା ଜୀବିକା ମିଶନ
Read More...

ତିରୁପତିର ଇସ୍କନ୍ ମନ୍ଦିରକୁ ବୋମା ଧମକ

ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶର କିଛି ହୋଟେଲକୁ ଧମକ ମିଳିବାର ୩ ଦିନ ମଧ୍ୟରେ ତିରୁପତିର ଇସ୍କନ୍ ମନ୍ଦିରକୁ ଧମକ ମିଳିଛି। ଧମକ ମିଳିବା ମାତ୍ରେ ମନ୍ଦିରର ପ୍ରତ୍ୟେକ କୋଣ ଅନୁକୋଣରେ ଅଗ୍ନିଶମ ବାହିନୀ, ପୋଲିସ୍ ଟିମ୍, ବମ୍ ସ୍କ୍ୱାଡ ଏବଂ ସନ୍ଧାନୀ କୁକୁରଙ୍କ ଦ୍ବାରା ଯାଞ୍ଚ କରାଯାଇଥିଲା
Read More...