ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୧୦ ମୃତ
ମୟୂରଭଞ୍ଜ: ବଜ୍ରପାତରେ ଚାଲିଗଲା ୧୦ ଜଣଙ୍କ ଜୀବନ।ବିଭିନ୍ନ ସ୍ଥାନରେ ବଜ୍ରାପାତରେ ୧୦ ଜଣଙ୍କ ଜୀବନ ଯାଇଥିବାବେଳେ ୧୭ ଜଣ ଆହତ ହୋଇଥିବା ଜଣାପଡ଼ିଛି। ଆଜି ବଜ୍ରପାତରେ ଦମ୍ପତିଙ୍କ ସମେତ ୧୦ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା, ଗଞ୍ଜାମ, ଯାଜପୁର,!-->…
Read More...
Read More...