ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ମୀରଟରେ ତିନି ମହଲା କୋଠା ଭୁଶୁଡ଼ି ୧୦ ମୃତ

ଉତ୍ତର ପ୍ରଦେଶ: ଉତ୍ତର ପ୍ରଦେଶ ମୀରଟରେ ବଡ଼ ଅଘଟଣ। ପ୍ରବଳ ବର୍ଷାରେ ତିନି ମହଲା କୋଠା ଭୁଶୁଡ଼ି ୧୦ ଜଣଙ୍କର ମୃତ୍ୟୁ ହୋଇଛି। ଧ୍ଵଂସାବଶେଷ ତଳେ ଥିବା ବାକି ୫ ଜଣଙ୍କୁ ଉଦ୍ଧାର କରାଯାଇଛି। ଗତକାଲି ଏହି ଅଘଟଣ ଘଟିବା ପରେ ସଙ୍ଗେ ସଙ୍ଗେ ଖବର ପାଇ ଘଟଣାସ୍ଥଳରେ ଏନଡିଆରଏଫ୍ ଟିମ୍‌, ଅଗ୍ନିଶମ
Read More...

ଓଡ଼ିଶାରୁ ଗଡ଼ିଲା ଆଉ ୨ଟି ‘ବନ୍ଦେ ଭାରତ’ଏକ୍ସପ୍ରେସ୍

ଭର୍ଚୁଆଲ୍ ମୋଡରେ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଭୁବନେଶ୍ବର: ଓଡ଼ିଶାରେ ଗଡ଼ିଲା ଆଉ ଦୁଇଟି ‘ବନ୍ଦେ ଭାରତ’ଏକ୍ସପ୍ରେସ୍ ଟ୍ରେନ। ବ୍ରହ୍ମପୁର-ଟାଟାନଗର ଓ ରାଉରକେଲା-ହାୱାଡ଼ା ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରେନର ଭର୍ଚୁଆଲ୍ ମୋଡରେ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ
Read More...

କେଜ୍ରିୱାଲ ଦୁଇ ଦିନ ମଧ୍ୟରେ ସିଏମ ପଦରୁ ଦେବେ ଇସ୍ତଫା

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଘୋଷଣା କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ। ସେ କହିଛନ୍ତି, ଆସନ୍ତା ଦୁଇ ଦିନ ମଧ୍ୟରେ ସେ ସିଏମ ପଦରୁ ଇସ୍ତଫା ଘୋଷଣା କରିବେ। ଆପ କର୍ମୀଙ୍କୁ ସମ୍ବୋଧିତ କରିବାବେଳେ ସେ ଏହି ଘୋଷଣା କରିଛନ୍ତି। ତାଙ୍କ ସମ୍ବୋଧନରେ ସେ କହିଛନ୍ତି
Read More...

ପୁଣି ମମତାଙ୍କ ସହ ଡାକ୍ତରଙ୍କ ବୈଠକ ବିଫଳ

କୋଲକୋତା: ଆରଜି କର ଘଟଣା ପ୍ରତିବାଦରେ ଜାରି ରଖିଛନ୍ତି ଆନ୍ଦୋଳନ । ପଶ୍ଚିମବଙ୍ଗର ଟ୍ରେନି ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ଘଟଣାକୁ ନେଇ ଆନ୍ଦୋଳନ କରୁଥିବା ଡାକ୍ତର ଏବଂ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ଦ୍ୱିତୀୟ ଥର ପାଇଁ ହୋଇଥିବା ବୈଠକ ବିଫଳ ହୋଇଛି। ଏହାପୂର୍ବରୁ ଗୁରୁବାର
Read More...

୧୭ରେ ଭୁବନେଶ୍ୱରର ସମସ୍ତ ସ୍କୁଲ, କଲେଜ ଛୁଟି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ଜନ୍ମଦିନରେ ଅର୍ଥାତ୍ ସେପ୍ଟେମ୍ୱର ୧୭ ତାରିଖରେ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ଠାରେ ‘ସୁଭଦ୍ରା’ ଯୋଜନା ସହ ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିବେ । ଏଥିପାଇଁ ଭୁବନେଶ୍ୱରରେ ବିପୁଳ ଜନ ସମାଗମ ହେବ। ଯାହାକୁ ଦୃଷ୍ଟିରେ
Read More...

୧୭ରେ ଗଡିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍

ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ବର: ଆସନ୍ତା ୧୭ ତାରିଖରେ ଗଡିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍। ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ଟ୍ରେନ ଓଡ଼ିଶାର ଖରିଆର ରୋଡ, କଣ୍ଟାବାଞ୍ଜି, ଟିଟିଲାଗଡ଼, କେସିଙ୍ଗା ଓ
Read More...

ଜନ୍ମ ଦିନରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ

ଭୁବନେଶ୍ବର: ଆସନ୍ତା ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଜନ୍ମ ଦିନରେ ଓଡିଶା ଗସ୍ତ କରି ସୁଭଦ୍ରାର ପ୍ରଥମ କିସ୍ତିର ଶୁଭାରମ୍ଭ କରିବେ। ଏହା ସହିତ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି। ସୁଭଦ୍ରାର ଶୁଭାରମ୍ଭ ସହ ଏକାଧିକ
Read More...

ମା’ର ଗଳାକାଟି ଅତି ନିର୍ମମ ଭାବେ ହତ୍ୟା କଲେ ୨ ପୁଅ

କଟକ: ଜନ୍ମ କଲା ମାଆର ଜୀବନ ନେଇଗଲେ ଦୁଇ ନୃଶଂସ ପୁଅ। କଟକ ଚାଉଳିଆଗଞ୍ଜ ଥାନା ଅଧୀନ ମହାନଦୀ ବିହାର ଅଞ୍ଚଳରେ ଶନିବାର ଏହି ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଅତି ନୃଶଂସ ଭାବେ ମା’ଙ୍କ ଗଳାକାଟି ହତ୍ୟା କରିଛନ୍ତି ଦୁଇ ପୁଅ। ମୃତଦେହ ରକ୍ତାକ୍ତ ଅବସ୍ଥାରେ ଘରେ ପଡ଼ି ରହିଥିବା ବେଳେ ଫେରାର
Read More...

ଅକ୍ଟୋବର ୫ ସୁଦ୍ଧା ସହରର ସବୁ ରାସ୍ତା ମରାମତି କାମ ଶେଷ ହେବ

ଭୁବନେଶ୍ବର: ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ସହରର ସବୁ ରାସ୍ତା ମରାମତି କାମ କରିବାକୁ ପୂର୍ତ୍ତ ବିଭାଗ ସ୍ୱତନ୍ତ୍ର ବୈଠକରେ ନିଷ୍ପତ୍ତି ନିଆଯାଇଛି। ପାର୍ବଣକୁ ଦୃଷ୍ଟିରେ ରଖି କଟକ-ଭୁବନେଶ୍ବର ସମେତ ଅନ୍ୟ ପ୍ରମୁଖ ସହରର ରାସ୍ତା ମରାମତି କାର୍ଯ୍ୟ ଅକ୍ଟୋବର ୫ ସୁଦ୍ଧା ଶେଷ ହେବ। ଶୀଘ୍ର
Read More...

ବଦଳିଲା ମୋ ସ୍କୁଲ ଅଭିଯାନ ନାଁ

ଭୁବନେଶ୍ବର: ବଦଳିଲା ମୋ ସ୍କୁଲ ଅଭିଯାନ ନାଁ। ୨୦୧୭ରୁ ଆରମ୍ଭ ହୋଇଥିବା ମୋ ସ୍କୁଲ ଅଭିଯାନ ନାଁ ବଦଳି ପଞ୍ଚଶଖା ଶିକ୍ଷା ସେତୁ ନୂଆ ଯୋଜନା ହୋଇଛି। ଏନେଇ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନକୁ ଗଣଶିକ୍ଷା ବିଭାଗ ଚିଠି ଲେଖିଛି। ଚଳିତ ବର୍ଷ ପୂର୍ଣ୍ଣାଙ୍ଗ ବଜେଟରେ ମୁଖ୍ୟମନ୍ତ୍ରୀ ମୋ
Read More...