୨ ସବ୍ରେଜିଷ୍ଟ୍ରାର ନିଲମ୍ବିତ
ଭୁବନେଶ୍ୱର: ରାଜ୍ୟ ସରକାର ୨ ଜଣ ସବ୍-ରେଜିଷ୍ଟ୍ରାରଙ୍କୁ ବୁଧବାର ଚାକିରିରୁ ନିଲମ୍ବିତ କରିଛନ୍ତି। ଜମି ବିକ୍ରିରେ ବେଆଇନ କାରବାର କରିବା ଅଭିଯୋଗରେ ରାଜ୍ୟ ସରକାର ଆଜି ଜଗତପୁର ଓ ପିପିଲି ସବରେଜିଷ୍ଟ୍ରାରଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ଏହି ଦୁଇ ଅଫିସରଙ୍କ ବିରୁଦ୍ଧରେ!-->…
Read More...
Read More...