ପ୍ରମୁଖ ଖବର

ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ପରଲୋକ
ରକ୍ଷାବନ୍ଧନରେ ମହିଳାଙ୍କୁ ମାଗଣା ଆମ ବସ୍‌ ଯାତ୍ରା
ଏବେ ୩୫ ଟଙ୍କାରେ ମିଳିବ ପିଆଜ, ମହଙ୍ଗା ଦରକୁ ରୋକିବ କେନ୍ଦ୍ର
ନେପାଳରେ ହଠାତ୍ ବନ୍ୟା: ୭ ମୃତ, ୩୮୪ ନିଖୋଜ

ଚୋରା ଚାଲାଣ ବଳେ ଓଲଟିଲା ଭ୍ୟାନ, ନିଆଁ ଲାଗି ଗୋରୁ ଜୀବନ୍ତ ଦଗ୍ଧ

ମୟୂରଭଞ୍ଜ: ବେଆଇନ ଗୋରୁ ଚାଲାଣ ବେଳେ ରାସ୍ତା କଡ଼କୁ ଓଲଟିଲା ପିକଅପ। ରାସ୍ତାକଡ଼କୁ ଓଲଟି ପଡ଼ିଲା ଗୋରୁ ବୋଝେଇ ପିକଅପ୍ ଭ୍ୟାନ । ଚାହୁଁ ଚାହୁଁ ଜଳିଗଲା ପୁରା ଭ୍ୟାନ। ମୟୂରଭଞ୍ଜ କପ୍ତିପଦା ଥାନା ପୋଡ଼ାଡ଼ିହା ଛକରେ ଘଟିଛି ଏହି ଘଟଣା। ଠାକୁରମୁଣ୍ଡା ଅଞ୍ଚଳରୁ ରାତିରେ ଗୋରୁ ଚୋରା ଚାଲାଣ
Read More...

ଦେଶର ନାଗରିକଙ୍କୁ ପ୍ରଦୂଷଣମୁକ୍ତ ପରିବେଶରେ ରଖିବା ସରକାରଙ୍କ ଦାୟିତ୍ୱ, ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଦିଲ୍ଲୀ ସମେତ ସମଗ୍ର ଏନସିଆର ଏରିଆରେ ଏବେ ବାୟୁ ପ୍ରଦୂଷଣ ସାଙ୍ଘାତିକ ସ୍ଥିତିରେ ରହିଛି। ବିଷାକ୍ତ ବାୟୁ ବଳୟରେ ପୂରା ରାଜଧାନୀ ଦିଲ୍ଲୀ। ଏହାକୁ ଦେଖି ସୁପ୍ରିମକୋର୍ଟ ସୋମବାର ଦିଲ୍ଲୀ-ଏନସିଆର ରାଜ୍ୟମାନଙ୍କୁ ଗ୍ରେଡେଡ୍ ରେସପନ୍ସ ଆକ୍ସନ ପ୍ଲାନ୍ ଅଧୀନରେ ଷ୍ଟେଜ୍ ୪ ପ୍ରଦୂଷଣକୁ
Read More...

ଗିରଫ ହେଲେ କୋଟିପତି ଡେପୁଟି ଜେନେରାଲ ମ୍ୟାନେଜର

ବ୍ରହ୍ମପୁର: ଗିରଫ ହେଲେ ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ ମ୍ୟାନେଜର ସୁବାସ ଚନ୍ଦ୍ର ପଣ୍ଡା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଗିରଫ କରିଛି। ଭୁବନେଶ୍ବରରେ ୩ ମହଲା କୋଠା, ୫ଟି ବହୁମୂଲ୍ୟ ପ୍ଲଟ ମିଳିଛି। ଏଥିସହ ୮୭୦ ଗ୍ରାମ ସୁନା, ୧୩.୪୭ ଲକ୍ଷ ଟଙ୍କା, ୧.୮୪ କୋଟି
Read More...

ଅର୍ଥ ପାଇଁ ନବଜାତ ଶିଶୁ କନ୍ୟାକୁ ବିକ୍ରି କଲା ମା’

ରାୟଗଡ଼ା: ଅର୍ଥ ପାଇଁ ନିଜର ନବଜାତ ଶିଶୁ କନ୍ୟାକୁ ବିକ୍ର କଲା ଜନ୍ମକଲା ମାଆ। ୨୦ ହଜାର ଟଙ୍କା ମୂଲ୍ୟରେ ଶିଶୁ କନ୍ୟାଟିକୁ ବିକ୍ରି କରିଥିବା ସୂଚନା ରହିଛି। ଏଭଳି ଘଟଣା ସାମ୍ନାକୁ ଆସିଛି ରାୟଗଡ଼ା ଜିଲ୍ଲା ଜେକେପୁର ଚାନ୍ଦିଲି ଥାନା ଅନ୍ତର୍ଗତ ନୂଆପଡା ସାହିରେ। ତେବେ ଅର୍ଥାଭାବ ଯୋଗୁ ମାଆ
Read More...

୨୬ରେ ବିଧାନସଭା ଶୀତକାଳୀନ ଅଧିବେଶନ

୨୫ରେ ହେବେ ସର୍ବଦଳୀୟ ବୈଠକଭୁବନେଶ୍ବର: ଆସନ୍ତା ୨୬ରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ଶୀତକାଳୀନ ଅଧିବେଶନ। ଏଥିପାଇଁ ଦିନକ ପୂର୍ବରୁ ଅର୍ଥାତ୍ ଆସନ୍ତା ୨୫ ତାରିଖରେ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବସିବ ସର୍ବଦଳୀୟ ବୈଠକ। ଏନେଇ ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ
Read More...

କାମାକ୍ଷାନଗର ଉପ-ଜିଲ୍ଲାପାଳ ଗିରଫ

କାମାକ୍ଷାନଗର: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ। ଗତକାଲି ଏକାଧିକ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ବାବୁଙ୍କ କୋଠାର ତାଲିକା ଦେଖି ତାଜୁବ ହୋଇଯାଇଥିଲା ଭିଜିଲାନ୍ସ। ଭୁବନେଶ୍ବର ଠାରୁ
Read More...

ବାୟୁ ପ୍ରଦୂଷଣ ପାଇଁ ଦିଲ୍ଲୀରେ ସ୍କୁଲ କଲେଜ ବନ୍ଦ

ନୂଆଦିଲ୍ଲୀ; ଦିଲ୍ଲୀରେ ବାୟୁ ଗୁଣବତ୍ତା ସୂଚକାଙ୍କ ଅତ୍ୟନ୍ତ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ବାୟୁ ପ୍ରଦୂଷଣ ଦିଲ୍ଲୀ-ଏନସିଆରରେ ଲୋକଙ୍କ ସମସ୍ୟା ବଢାଇ ଦେଇଛି। ସବୁଠାରୁ ବଡ ସମସ୍ୟା ହେଉଛି ନୋଏଡା, ଗାଜିଆବାଦ ଏବଂ ଗୁରୁଗ୍ରାମରେ। ଏଠାରେ ମଧ୍ୟ ମଙ୍ଗଳବାର (୧୯ ନଭେମ୍ବର ୨୦୨୪) ଅଧିକାଂଶ
Read More...

ପୁଣି ଓଡ଼ିଶା ଆସିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଡିସେମ୍ବରରେ ପୁଣି ୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଡିସେମ୍ବର ୩ରୁ ୭ ମଧ୍ୟରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇ ଦିଲ୍ଲୀ ପ୍ରତ୍ୟାବତ୍ତର୍ନ କରିବାର କାର୍ଯ୍ୟକ୍ରମ ରହିଛି। ନୂଆଦିଲ୍ଲୀରୁ ଏକ ସ୍ବତନ୍ତ୍ର
Read More...

କାନାଡ଼ାରେ ପଢ଼ା ହେବ ଓଡ଼ିଆ

ନୂଆଦିଲ୍ଲୀ: ଏବେ କାନାଡ଼ାରେ ପଢ଼ା ହେବ ଓଡ଼ିଆ। କାନାଡ଼ାରେ ଓଡ଼ିଆ ଭାଷାରେ ପାଠପଢ଼ିବେ ପ୍ରବାସୀଙ୍କ ପିଲା। ଟରୋଣ୍ଟୋ ଡିଷ୍ଟ୍ରିକ୍ଟ ସ୍କୁଲ ବୋର୍ଡ ପକ୍ଷରୁ ଓଡ଼ିଆ ଶିକ୍ଷା ପ୍ରଚଳନ ପାଇଁ ଅନୁମତି ମିଳିବା ପରେ ପ୍ରବାସୀ ଓଡ଼ିଆଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ପୂର୍ବରୁ ହିନ୍ଦୀ ଭଳି
Read More...

ଆମ୍ବ ଟାକୁଆ ଜାଉ ଖାଇ ଆଉ ଜଣେ ମହିଳା ମୃତ

କଟକ: ଆମ୍ବ ଟାକୁଆ ଜାଉ ଖାଇ ଅସୁସ୍ଥ ଆଉ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ କନ୍ଧମାଳ ଜିଲା ମାଣ୍ଡିପଙ୍କାର ଜିତା ମାଝୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଗତ ୨ରେ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମକେସିଜି ମେଡ଼ିକାଲ କଲେଜରୁ କଟକ ଏସସିବି ମେଡ଼ିକାଲ
Read More...