ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଆଇସିୟୁରେ ସୀତାରାମ ୟେଚୁରୀ

ନୂଆଦିଲ୍ଲୀ: ମାର୍କ୍ସବାଦୀ କମ୍ୟୁନିଷ୍ଟ ପାର୍ଟିର ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ କିଛି ଦିନ ପୂର୍ବରୁ ଦିଲ୍ଲୀର ଏମ୍ସରେ ଭର୍ତ୍ତି କରାଯାଇଥିଲା। ନିଃଶ୍ୱାସ ନେବାରେ ଅସୁବିଧା ହେବା ପରେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ଡାକ୍ତରଙ୍କ ଏକ ଟିମ
Read More...

ଡାକ୍ତରଖାନା କେବୁଲରେ ଛନ୍ଦି ହୋଇ ଚାଲିଗଲା ରୋଗୀଙ୍କ ଜୀବନ

ନୀଳଗିରି: ରୋଗରୁ ସୁସ୍ଥ ହୋଇ ଘରକୁ ଫେରିବେ ବୋଲି ଡାକ୍ତରଖାନା ଯାଇଥିଲେ। ହେଲେ ଜଣା ନଥିଲ ସେଠି ହିଁ ଜଗି ବସିଥିଲା ଯମ। ଏଭଳି କିଛି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ନୀଳଗିରି ମେଡିକାଲରୁ। ମୃତକ ଜଣଙ୍କ ହେଉଛନ୍ତି ଆମ୍ବଝର ଗାଁର କରଣ ସିଂ। ତେବେ ମିଳିଥିବା ସୂଚନା
Read More...

ଭାରତରେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଭାରତରେ ସାମ୍ନାକୁ ଆସିଲା ମଙ୍କିପକ୍ସର ପ୍ରଥମ ମାମଲା। ଜଣେ ଯୁବକ ଏହି ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ରୋଗୀକୁ ବର୍ତ୍ତମାନ ଅଲଗା ରଖାଯାଇଛି।ତାଙ୍କ ଶରୀରରୁ କ୍ଲେଡ ୨ ଭାଇରସ ଠାବ ହୋଇଛି। ଏନେଇ ସୂଚନା ଦେଇଛି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ। ମକ୍ସିପକ୍ସ ଚିହ୍ନଟ ହୋଇଥିବା
Read More...

ବିଜେପି ନେତାଙ୍କୁ ଗୁଳିକରି ହତ୍ୟା

ପାଟନା: ବିହାରର ରାଜଧାନୀ ପାଟନରେ ବିଜେପି ନେତାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ରାସ୍ତା କଡରେ ଠିଆ ହୋଇଥିବା ଶ୍ୟାମ ସୁନ୍ଦର ଶର୍ମା ଓରଫ ମୁନାଙ୍କୁ କିଛି ଦୁର୍ବୁତ୍ତ ଗୁଳି କରି ହତ୍ୟା କରିଛନ୍ତି। ମୁନା ଶର୍ମାଙ୍କ ବୟସ ୫୫ବର୍ଷ ବୋଲି ଜଣାପଡ଼ିଛି। ସୂଚନାନୁଯାୟୀ, ଗତକାଲି ଶ୍ୟାମ
Read More...

ମାଛକୁଣ୍ଡ ପାୱାର ହାଉସରେ ପଶିଲା ବନ୍ୟା ଜଳ

କୋରାପୁଟ: କୋରାପୁଟ ଜିଲ୍ଲା ଲମତାପୁଟରେ ଥିବା ମାଛକୁଣ୍ଡ ପାୱାର ହାଉସରେ ପଶିଲା ବନ୍ୟା ଜଳ। ଫଳରେ ବିଦ୍ୟୁତ ଉତ୍ପାଦନ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇଯାଇଛି। ଏନେଇ ପାଓ୍ବାର ହାଉସର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। କର୍ତ୍ତୃପକ୍ଷଙ୍କ ସୂଚନା ଅନୁସାରେ, ମାଛକୁଣ୍ଡ ପାୱାର
Read More...

ହରିୟାଣା ରୁ ଏକାକୀ ଲଢିବ ଆମ୍ ଆଦମୀ ପାର୍ଟି

ନୂଆଦିଲ୍ଲୀ: ଅଙ୍କ ନ ଛିଡ଼ିବାରୁ କଂଗ୍ରେସ ସହ ହୋଇପାରିଲାନି ମେଣ୍ଟ, ହରିୟାଣା ରୁ ଏକାକୀ ଲଢିବ ଆମ୍ ଆଦମୀ ପାର୍ଟି। ଏନେଇ ସୋମବାର ଆମ ଆଦମୀ ପାର୍ଟି ୨୦ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଆପ୍‌ ଓ କଂଗ୍ରେସ ହରିୟାଣାରେ ଏକାଠି ଲୋକସଭା ନିର୍ବାଚନ ଲଢ଼ିଥିଲେ। ତେଣୁ ବିଧାନସଭା
Read More...

ଟ୍ରକକୁ ଧକ୍କା ଦେଲା ବାଇକ ୨ ମୃତ, ଜଣେ ଗୁରୁତର

ଭଦ୍ରକ:୧୬ ନମ୍ୱର ଜାତୀୟ ରାଜପଥର ଭଦ୍ରକ ଟାଉନ ଥାନା ଅଧୀନ ବନ୍ତ ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସୁଥିବା ଏକ ବାଇକ ଟ୍ରକକୁ ଧକ୍କା ଦେଇଛି। ବାଇକରେ ଥିବା ଆରୋହୀଙ୍କ ମଧ୍ୟରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ରହିଛି।
Read More...

ସମ୍ ହସ୍ପିଟାଲ୍‌ରେ ଭାରତୀୟ ସ୍ପାଇନ୍ ସର୍ଜନ ଆସୋସିଏସନ୍‌ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ମେରୁଦଣ୍ଡ ଅସ୍ତ୍ରୋପଚାର ୯୫ ପ୍ରତିଶତ ସୁରକ୍ଷିତ : ବିଶେଷଜ୍ଞଭୁବନେଶ୍ୱର, ସେପ୍ଟେମ୍ବର ୯: ଚିକିତ୍ସା ଓ ଅସ୍ତ୍ରୋପଚାର କ୍ଷେତ୍ରରେ ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ, ଅସ୍ତ୍ରୋପଚାର ପଦ୍ଧତି ଏବଂ ପ୍ରଶିକ୍ଷଣ ଯୋଗୁଁ ମେରୁଦଣ୍ଡ ଅସ୍ତ୍ରୋପଚାର ସଫଳ ହୋଇପାରୁଛି। ମେରୁଦଣ୍ଡ ଅସ୍ତ୍ରୋପଚାର
Read More...

ଲଘୁଚାପ ବର୍ଷାରେ ବୁଡ଼ିଲା ମାଲକାନଗିରି

ମାଲକାନଗିରି: ପ୍ରବଳ ବର୍ଷାରେ ମାଲକାନଗିରି ସ୍ଥିତି ସଙ୍ଗୀନ। ବର୍ଷା ପାଣିରେ ବୁଡିଲା ପୋଲ। କାଙ୍ଗୁରୁକୁଣ୍ଡା ପୋଲ, ଏମ୍ ଭି ୯୦ନଂ ପୋଲ ଓ କନ୍ୟା ଆଶ୍ରମ ପୋଲ ଉପରେ ୨ଫୁଟର ପାଣି ଚାଲିବାରୁ ଯାତାୟତ ଠପ୍‌ ହୋଇଛି। ସେହିପରି ପାଙ୍ଗମ, ଏମ୍‌ଭି ୭, ଏମ୍‌ଭି ୯୦ ଆଦି ଅନେକ ପୋଲରେ ୧୦ ଫୁଟ ପାଣି
Read More...

ସାପ କାମୁଡ଼ାରେ ୩ ଭଉଣୀ ମୃତ, ବାପା ଗୁରୁତର

ଟିକରପଡ଼ା: ଗଣପର୍ବ ନୂଆଁଖାଇ ପାଇଁ ସମଗ୍ର ପଶ୍ଚିମ-ଓଡିଶା ଉତ୍ସବମୁଖର ଥିଲା ବେଳେ ଉଜୁଡି ଯାଇଛି ଗୋଟିଏ ପରିବାର। ଗୋଟିଏ ପରିବାରରେ ସାପ କାମୁଡ଼ାରେ ୩ ଭଉଣୀଙ୍କ ମୃତ୍ୟୁ ହୋଇଥିବା ବେଳେ ବାପା ଗୁରୁତର। ବୌଦ୍ଧ ଜିଲ୍ଲା ଟିକରପଡ଼ା ପଞ୍ଚାୟତ ଚରିଆପାଲି ଗାଁରେ ଘଟିଛି ଏହି ଅଘଟଣ। ଘରେ ଶୋଇଥିବା
Read More...