ଇସ୍ତଫା ଦେଲେ ବିଜେଡି ରାଜ୍ୟସଭା ସାଂସଦ ମମତା ମହନ୍ତ
ଭୁବନେଶ୍ବର: ଇସ୍ତଫା ଦେଲେ ବିଜେଡି ରାଜ୍ୟସଭା ସାଂସଦ ମମତା ମହନ୍ତ। କାର୍ଯ୍ୟକାଳ ଶେଷ ପୂର୍ବରୁ ଇସ୍ତଫା ଦେଇଛନ୍ତି ମମତା। ସେ ତାଙ୍କ ଇସ୍ତଫା ପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ମଧ୍ୟ ପଠାଇଛନ୍ତି।
ଏପ୍ରିଲ ୨୦୨୦ରେ ରାଜ୍ୟସଭା ଯାଇଥିଲେ ମମତା। କାର୍ଯ୍ୟକାଳ ଶେଷ ହେବା!-->!-->!-->…
Read More...
Read More...