ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

କୋଚିଂ ସେଣ୍ଟର ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ବର; ମେଡିକାଲ କୋଚିଂ ସେଣ୍ଟର ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ମୃତଦେହ। ପଟିଆ ସ୍ଥିତ ଏକ ହଷ୍ଟେଲରୁ ପୋଲିସ ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତ ଛାତ୍ରୀ ହେଉଛନ୍ତି କଲ୍ୟାଣୀ ସାହୁ, ତାଙ୍କ ଘର କଟକ ସାଲେପୁର ଅଞ୍ଚଳରେ ଅଟେ। ରିପୋର୍ଟ ଅନୁଯାୟୀ କଲ୍ୟାଣୀ
Read More...

ପ୍ରତି ୧୦ ମିନିଟରେ ଚାଲିବ ଟ୍ରେନ୍

୨୦୨୭ ସୁଦ୍ଧା ସରିବ ମେଟ୍ରୋ କାମ ଭୁବନେଶ୍ୱର: ରାଜଧାନୀରେ ଭୁବନେଶ୍ୱରରେ ଗଡିବ ମେଟ୍ରୋ ଟ୍ରେନ୍। ଏଥିପାଇଁ ଜୋରସୋରରେ ଚାଲିଛି କାମ। ଆସନ୍ତା ୨୦୨୭ ଡିସେମ୍ବର ସୁଦ୍ଧା ଭୁବନେଶ୍ୱର ମେଟ୍ରୋ ରେଳ କାମ ସରିବା ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ କର୍ତ୍ତୃପକ୍ଷ।
Read More...

ଡିସେମ୍ବର ୧୫ରେ ଓଡ଼ିଶା ସିଭିଲ ସର୍ଭିସେସ ପରୀକ୍ଷା

ଭୁବନେଶ୍ବର: ଓଡ଼ିଶା ସିଭିଲ ସର୍ଭିସେସ (ପ୍ରିଲିମିନାରି) ପରୀକ୍ଷା-୨୦୨୩ ପାଇଁ ବୁଧବାର ତାରିଖ ଘୋଷଣା ହୋଇଛି । ଆସନ୍ତା ଡିସେମ୍ବର ୧୫ ତାରିଖରେ ଅନୁଷ୍ଠିତ ହେବ ପରୀକ୍ଷା । ଏନେଇ ଓପିଏସସି ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ପରୀକ୍ଷା ପାଇଁ ସଂପୂର୍ଣ୍ଣ ସୂଚୀ ପରବର୍ତ୍ତୀ
Read More...

ପ୍ରଧାନମନ୍ତ୍ରୀ ବିଦ୍ୟାଲକ୍ଷ୍ମୀ ଯୋଜନାକୁ କେନ୍ଦ୍ର କ୍ୟାବିନେଟ ମଂଜୁରୀ

ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟ୍‌ରେ ବୁଧବାର ପ୍ରଧାନମନ୍ତ୍ରୀ ବିଦ୍ୟାଲକ୍ଷ୍ମୀ ଯୋଜନାକୁ ମଞ୍ଜୁରୀ ମିଳିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୂଚନା ଦେଇଛନ୍ତି। ସହଜ ସରଳ ଉପାୟରେ ବିଦ୍ୟାର୍ଥୀଙ୍କୁ ଶିକ୍ଷା ଋଣ ମିଳିବ। ଏହି ଯୋଜନା ପାଇଁ ୬୩,୬୦୦ କୋଟିର ଏକ ମଞ୍ଜୁରୀ ଅନୁମୋଦନ
Read More...

ରାଷ୍ଟ୍ରପତି ନିର୍ବାଚନରେ ପୁଣି ବାଜି ମାରିଲେ ଟ୍ରମ୍ପ

ଆମେରିକା: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହେଲେ ଡୋନାଲ୍ଡ ଟ୍ରମ୍ପ। ହ୍ବାଇଟ ହାଉସ ରେସରେ ପୁଣି ବାଜି ମାରି ନେଇଛନ୍ତି ପୂର୍ବତନ ରାଷ୍ଟ୍ରପତି ତଥା ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ। ଅନେକ ବିବାଦରେ ଫସି ମଧ୍ୟ ସେ ଆମେରିକୀୟଙ୍କ ହୃଦୟ ଜିଣିବାରେ ସକ୍ଷମ
Read More...

୪୦ରୁ ଅଧିକ ହେବ ନାହିଁ ମୋ’ ବସ୍‌ର ସ୍ପିଡ୍‌

ଭୁବନେଶ୍ବର: ମୋ’ ବସ୍‌ ଡ୍ରାଇଭର ଓ କର୍ମଚାରୀଙ୍କୁ ଚେତାବନୀ। ସହର ଭିତରେ ବୁଲୁଥିବା ମୋ’ ବସ୍‌ର ସ୍ପିଡ୍‌ ଲିମିଟ୍‌ ୪୦ରୁ ଅଧିକ ରହିବ ନାହିଁ। ଯେଉଁ ବସ୍‌ ଗୁଡ଼ିକ ବାହାରକୁ ଯାଉଛି, ତାହାର ସ୍ପିଡ୍‌ ୫୦ ରହିବ। ସହର ଭିତରେ ଚାଲୁଥିବା ‘ମୋ ବସ୍‌’ର ବେଗ ନିୟନ୍ତ୍ରଣପାଇଁ ନିଷ୍ପତ୍ତି
Read More...

ସ୍ଵାମୀକୁ ଗଛରେ ବାନ୍ଧି ସ୍ତ୍ରୀକୁ ହତ୍ୟା ଘଟଣାରେ, ମୁଖ୍ୟ ଖଳନାୟକ ସ୍ୱାମୀ

କୋରାପୁଟ: ସମସ୍ତ ରହସ୍ୟ ଉପରୁ ପରଦା ହଟାଇଲା କୋରାପୁଟ ନନ୍ଦପୁର ପୋଲିସ। ସ୍ଵାମୀକୁ ଗଛରେ ବାନ୍ଧି ସ୍ତ୍ରୀକୁ ହତ୍ୟା ଘଟଣାରେ ଧରାପଡିଲା ମୁଖ୍ୟ ଅଭିଯୁକ୍ତ। ସ୍ତ୍ରୀକୁ ହତ୍ୟା କରିବା ପାଇଁ ସ୍ୱାମୀ ରଚିଥିଲା ସାଂଘାତିକ ଷଡ଼ଯନ୍ତ୍ର। ମୁଖ୍ୟ ଅଭିଯୁକ୍ତ ତଥା ସ୍ୱାମୀ ମହେନ୍ଦ୍ର ଖରା ସହ ଦୁଇ
Read More...

ଭିଜିଲାନ୍ସ ଜାଲରେ ଇଡକୋର କୋଟିପତି ଜୁନିୟର ମ୍ୟାନେଜର

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ପଡିଲେ ଇଡକୋ ଜୁନିୟର ମ୍ୟାନେଜର। ଇଡକୋର ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମୁଦାୟ ୬ଟି ସ୍ଥାନରେ ଚଢ଼ାଉ ଚାଲିଛି। ଭୁବନେଶ୍ୱରର ରାଜାରାଣୀ ଅଞ୍ଚଳରେ ଥିବା ଘର,
Read More...

ଘରେ ନିଆଁ ଲାଗି ମାଆ ଝିଅ ଜୀବନ୍ତ ଦଗ୍‌ଧ

ହାଟପଦା: ଘରେ ଶୋଇଥିବା ବେଳେ ଲାଗିଗଲା ନିଆଁ । ମାଆ ଓ ଝିଅ ଜୀବନ୍ତ ଦଗ୍‌ଧ। ଏଭଳି ଘଟଣା ଘଟିଛି ସଦର ଥାନା ଅନ୍ତର୍ଗତ ମାନେଶ୍ଵର ହାଟପଦାରେ। ମୃତକ ହେଉଛନ୍ତି ୯୫ ବର୍ଷୀୟା ମହିଳା ସ୍ନେହଲତା ଦୀକ୍ଷିତ ଏବଂ ତାଙ୍କର ୬୨ ବର୍ଷୀୟା ଝିଅ ସଇରେନ୍ଦ୍ରୀ ଦୀକ୍ଷିତ। ଘଟଣାସ୍ଥଳରେ ପୋଲିସ ପହଞ୍ଚି
Read More...

ଓଡ଼ିଶା ଟେଲିଭିଜନ ନେଟୱର୍କ ଷ୍ଟୁଡିଓରେ ଭୟାବହ ଅଗ୍ନିକାଣ୍ଡ

ଭୁବନେଶ୍ବର: ଖୋର୍ଦ୍ଧା ଜିଲ୍ଲା ସାରୁଅସ୍ଥିତ ଓଡ଼ିଶା ଟେଲିଭିଜନ ନେଟୱର୍କ ଷ୍ଟୁଡିଓରେ ଗତକାଲି ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଲକ୍ଷାଧିକ ଟଙ୍କା ମୂଲ୍ୟର ଆସବାବପତ୍ର ପୋଡ଼ି ଯାଇଥିବା ବେଳେ ଜୀବନହାନୀ ହୋଇ ନ ଥିବା ଜଣାଯାଇଛି। ଗତକାଲି ଷ୍ଟୁଡିଓରେ ସୁଟିଂ ଥିଲା।
Read More...