ମାଲକାନଗିରିରେ କାୟା ବିସ୍ତାର କରୁଛି ଡାଇରିଆ
ମାଲକାନଗିରି: ମାଲକାନଗିରିରେ ଡାଇରିଆ ଆତଙ୍କ ଦିନକୁ ଦିନ ବଢିବାରେ ଲାଗିଛି। ଡାଇରିଆ ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢ଼ାଇ ଦେଇଛି। ଗତ ସପ୍ତାହରେ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୫୦ରୁ ଅଧିକ ଡାଇରିଆ ରୋଗୀ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି।!-->…
Read More...
Read More...