ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ଏଥର ଦୀପାବଳୀରେ ଫୁଟିବନି ବାଣ

ନୂଆଦିଲ୍ଲୀ: ପୁଣି ଥରେ ଦିଲ୍ଲୀରେ ବାଣ ପ୍ରସ୍ତୁତି ସହ ବିକ୍ରି ଓ ଫୁଟାଇବା ଉପରେ ସଂପୂର୍ଣ୍ଣ ରୋକ ଲଗାଇଛନ୍ତି ସରକାର। ଏଥର ବି ଦୀପାବଳୀରେ ଫୁଟିବନି ବାଣ। ଦିଲ୍ଲୀ ଏନସିଆରରେ ବାଣ ପ୍ରସ୍ତୁତି ସହ ବିକ୍ରି ଓ ଫୁଟାଇବାକୁ ମନା କରିଛନ୍ତି। ତେବେ ଆଗାମୀ ୨୦୨୫ ଜାନୁଆରୀ ୧ ଯାଏଁ ଏହି କଟକଣା
Read More...

ବଢ଼ିଲା କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନଙ୍କ ସୁରକ୍ଷା

ନୂଆଦିଲ୍ଲୀ: ବଢ଼ିଲା କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନଙ୍କ ସୁରକ୍ଷା। କେନ୍ଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ମନ୍ତ୍ରୀ ଚିରାଗ ପାସୱାନଙ୍କ ସୁରକ୍ଷା ବୃଦ୍ଧି କରିଛି ଗୃହ ମନ୍ତ୍ରଣାଳୟ। ଚିରାଗଙ୍କୁ ସିଆରପିଏଫର Z ବର୍ଗର ସୁରକ୍ଷା ପ୍ରଦାନ କରାଯାଇଛି। ଚିରାଗଙ୍କ ସୁରକ୍ଷା ପାଇଁ ପୂର୍ବରୁ
Read More...

ହସ୍ପିଟାଲରେ ଭର୍ତ୍ତି ହେଲେ ଉଦ୍ଧବ ଠାକରେ

ମହାରାଷ୍ଟ୍ର: ଶିବସେନା ମୁଖ୍ୟ ତଥା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଅସୁସ୍ଥ ଅନୁଭବ କରିବା ପରେ ତାଙ୍କୁ ମୁମ୍ବାଇର ରିଲାଏନ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉଦ୍ଧବ ଠାକରେଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ରହିଛି। ସୋମବାର ସକାଳେ ହାର୍ଟରେ ବ୍ଳକେଜ ଚିହ୍ନଟ ହେବା ପରେ
Read More...

ଆଜି ମେଲାଣି ନେଇଛନ୍ତି ମା’ ଦୁର୍ଗା।

ଭୁବନେଶ୍ବର; ଆଜି ମେଲାଣି ନେଇଛନ୍ତି ଜଗତ୍‌ଜନନୀ ମା’ ଦୁର୍ଗା। ପୁଣି ଆର ବରଷକୁ ଅପେକ୍ଷା କରିବେ ଭକ୍ତ। ମା’ଙ୍କ ଭସାଣି ଉତ୍ସବ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ଭସାଣୀ ଉତ୍ସବ ପାଇଁ ବ୍ୟାପକ ବନ୍ଦୋବସ୍ତ ହୋଇଛି। ବିଶେଷକରି ଟୁଇନ୍‌ ସିଟି ଭୁବନେଶ୍ବର-କଟକରେ ଭସାଣି ପାଇଁ
Read More...

ବାବା ସିଦ୍ଦିକୀ ହତ୍ୟା ଘଟଣାର ଚତୁର୍ଥ ଅଭିଯୁକ୍ତ ଚିହ୍ନଟ

ମୁମ୍ବାଇ: ବାବା ସିଦ୍ଦିକୀ ହତ୍ୟା ମାମଲାରେ ପୋଲିସକୁ ମିଳିଲା ଆଉ ଏକ ବଡ ସଫଳତା। ହତ୍ୟା ଘଟଣାର ଚତୁର୍ଥ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ। ଚତୁର୍ଥ ଅଭିଯୁକ୍ତ ଚିହ୍ନଟ ହୋଇଥିବା ନେଇ ସୂଚନା ଦେଇଛି ମୁମ୍ବାଇ ପୋଲିସ। ତିନି ଜଣ ସୁଟରଙ୍କ ବ୍ୟତୀତ ସେମାନଙ୍କୁ ନିର୍ଦ୍ଦେଶ ଦେଇଥିବା ସନ୍ଦିଗ୍ଧ
Read More...

ଆସନ୍ତା ୨୪ରେ ପୁରୀ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଆସନ୍ତା ୨୪ ତାରିଖର ପୁରୀ ଆସିବା କାର୍ଯ୍ୟକ୍ରମ ରହିଛି। ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ ତମ ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବାକୁ ସେ ସ୍ଵୀକୃତି ପ୍ରଦାନ କରିଛନ୍ତି।
Read More...

ଶ୍ରୀମନ୍ଦିରରେ ମିଳିବ ମାଗଣା ମହାପ୍ରସାଦ କୁଡୁଆ

ପୁରୀ: ଶ୍ରୀମନ୍ଦିର ମହାପ୍ରସାଦକୁ ନେଇ ବଡ ଘୋଷଣା କରିଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଶ୍ରୀମନ୍ଦିରରେ ଭକ୍ତଙ୍କୁ ମାଗଣା ମହାପ୍ରସାଦ କୁଡୁଆ ମିଳିବ । ଏନେଇ ରାଜ୍ୟ ସରକାର ଯୋଜନା କରୁଛନ୍ତି ବୋଲି କହିଛନ୍ତି ଆଇନ ମନ୍ତ୍ରୀ। ମନ୍ତ୍ରୀ ଆହୁରି କହିଛନ୍ତି ଯେ,
Read More...

ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ବାବା ସିଦ୍ଦିକଙ୍କୁ ଗୁଳି କରି ହତ୍ୟା

ମହାରାଷ୍ଟ୍ର: ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଏନସିପିର ଅଜିତ ପାୱାର ଦଳର ସଦସ୍ୟ ବାବା ସିଦ୍ଦିକଙ୍କୁ ମୁମ୍ବାଇର ବାନ୍ଦ୍ରା ଠାରେ ଗୁଳିମାଡ ହୋଇଛି।ଶନିବାର ବିଳମ୍ବିତ ସନ୍ଧ୍ୟାରେ ସିଦ୍ଦିକିଙ୍କୁ ବାନ୍ଦ୍ରାରେ ଥିବା ପୁଅଙ୍କ ଅଫିସ ନିକଟରେ ଗୁଳି କରି ହତ୍ୟା କରାଯାଇଥିଲା। ଗୁଳିମାଡ ପରେ
Read More...

ଦିଲ୍ଲୀରେ ଓଡିଶା ଯୁବତୀଙ୍କୁ ବଳାତ୍କାର

ନୂଆଦିଲ୍ଲୀ: ଦକ୍ଷିଣ ପୂର୍ବ ଦିଲ୍ଲୀର ସାର କାଲେ ଖାନ ଫ୍ଲାଏ ଓଭର ନିକଟରେ ୩୪ ବର୍ଷ ବୟସ୍କା ଯୁବତୀଙ୍କୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରାଯାଇଛି। ମହିଳା ଜଣକ ଓଡ଼ିଶାର ବାସିନ୍ଦା ହୋଇଥିବା ବେଳେ ତାଙ୍କୁ ବଳାତ୍କାର କରାଯାଇ ଏଠାରେ ଫିଙ୍ଗି ଦିଆଯାଇଥିବା ପୋଲିସ କହିଛି। ଦକ୍ଷିଣ ପୂର୍ବ
Read More...

ତାମିଲନାଡ଼ୁ ଟ୍ରେନ ଦୁର୍ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲା ଭାରତୀୟ ରେଳବାଇ

ତାମିଲନାଡ଼ୁ: ତାମିଲନାଡ଼ୁ ଟ୍ରେନ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛି ଭାରତୀୟ ରେଳବାଇ। ତାମିଲନାଡ଼ୁର ତିରୁବଲ୍ଲୁରରେ ମହୀଶୁର-ଦରଭଙ୍ଗା ବାଗମତୀ ସୁପରଫାଷ୍ଟ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହା ଟ୍ରାକରେ ଛିଡ଼ା ହୋଇଥିବା ଏକ ମାଲବାହୀ ଟ୍ରେନକୁ ଧକ୍କା ଦେବାରୁ ୧୨ଟି
Read More...