ପ୍ରମୁଖ ଖବର

ଭାରତର ୨ ମୋଷ୍ଟ ୱାଣ୍ଟେଡ ଅପରାଧୀ ଆମେରିକାରେ ଗିରଫ
ଧାମରା ବନ୍ଦରରେ ଅନୁପ୍ରବେଶକାରୀ ହେବେ ସାବାଡ୍, ଜଗିବ ସ୍ବତନ୍ତ୍ର ଡ୍ରୋନ୍
ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ
ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ

ବଢ଼ିଲା କେଜ୍‌ରିୱାଲଙ୍କ ନ୍ୟାୟିକ ହେପାଜତର ଅବଧି

ନୂଆଦିଲ୍ଲୀ: ଦିନ କୁ ଦିନ ଅରବିନ୍ଦ କେଜ୍‌ରିୱାଲଙ୍କ ଅଡୁଆ ବଢ଼ିବାରେ ଲାଗିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ନ୍ୟାୟିକ ହେପାଜତ ଜୁଲାଇ ୧୨ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବୁଧବାର ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟ ନ୍ୟାୟିକ ହେପାଜତର ଅବଧିକୁ ବଢାଇ ଦେଇଛନ୍ତି। ଅରବିନ୍ଦ
Read More...

ବାପାକୁ ଛୁରୀ ଭୁସି ହତ୍ୟା କଲା ପ୍ରଫେସର ପୁଅ

ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ। ବାପାକୁ ଛୁରୀ ଭୁସି ହତ୍ୟା କଲା ପ୍ରଫେସର ପୁଅ। ମଞ୍ଚେଶ୍ବର ରଙ୍ଗମାଟିଆର ଏକ ଆପାର୍ଟମେଣ୍ଟରେ ବିଭତ୍ସ ହତ୍ୟା। ମୃତଦେହ ଜବତ କରି ଛାନଭିନ୍ ଆରମ୍ଭ କରିଛି ମଞ୍ଚେଶ୍ବର ଥାନା ପୋଲିସ। ଅଭିଯୁକ୍ତ ପୁଅକୁ ଅଟକ। ମୃତକ ହେଲେ ସୁନୀଲ ଚୌଧୁରୀ। ଅଭିଯୁକ୍ତ
Read More...

ଡା. ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡଙ୍ଗୀ ହେବେ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ: ଓଡିଶା ହାଇକୋର୍ଟର ବିଚାରପତି ଡା. ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡଙ୍ଗୀ ହେବେ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି। ଏନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଗତ ଡିସେମ୍ବର ୨୭ ତାରିଖରେ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ପାଇଁ ଜଷ୍ଟିସ ଷଡଙ୍ଗୀଙ୍କ ନାଁ
Read More...

ମୋ ବସ ହେବ ଇଲେକ୍ଟ୍ରିକ ବସ

ଭୁବନେଶ୍ବର: ଆଗାମୀ ଦିନରେ ସବୁ ମୋ ବସ ଗୁଡିକ ଇଲେକ୍ଟ୍ରିକ ବସ ହେବ। ଏବେ ୪ଶହରୁ ଅଧିକ ଡିଜେଲ ଚାଳିତ ବସ ଚାଲୁଛି। ମୋ ବସ ଯାତ୍ରୀଙ୍କ ପାଇଁ ଉନ୍ନତ ମାନର ଅନଲାଇନ ପେମେଣ୍ଟ ସିଷ୍ଟମ ଉପରେ ଧ୍ୟାନ ଦିଆଯିବ। ୫ ବର୍ଷ ହେଲା ମୋ ବସ ଭଲ ପ୍ରଦର୍ଶନ କରୁଛି। ଏବେ ୪୬୩ ବସ ଚାଲୁଛି। ତା ମଧ୍ୟରୁ ୬୩ଟି
Read More...

୩ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କଲେ ଏସପି

ନୟାଗଡ: ନୟାଗଡ ସଦର ଥାନା ଗୋଳଗୋଳା ଗାଁରେ ସିରିଜ ଲୁଟ ଘଟଣାରେ ପୋଲିସ ନେଇଛି ବଡ଼ କାର୍ଯ୍ୟାନୁଷ୍ଠାନ। କର୍ତ୍ତବ୍ୟରେ ଅବହେଳା କରିଥିବା ସଦର ଥାନାର ୩ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କରିଛନ୍ତି ନୟାଗଡ଼ ଏସପି। ନିଲମ୍ବିତ ୩ ପୋଲିସ କର୍ମଚାରୀ ହେଲେ ଏସଆଇ ହସିନା ପ୍ରଧାନ, ଏଏସଆଇ ରାଜେଶ୍ଵରୀ
Read More...

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଚାଲିଛି ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଚାଲିଛି ଗୁରୁତ୍ବପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ରାଜ୍ୟ ଅତିଥି ଭବନରେ ଏହି ବୈଠକ ଜାରି ରହିଛି। ବୈଠକରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ସମେତ ଅଧିକାଂଶ ବିଭାଗର ମନ୍ତ୍ରୀମାନେ
Read More...

ଟ୍ରାଫିକ କନଷ୍ଟେବଳ ମଧୁସୂଦନଙ୍କ ମୃତ୍ୟୁ ଘଟଣାରେ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ଭୁବନେଶ୍ୱରର ଜୟଦେବ ବିହାର ଫ୍ଲାଏ ଓଭର ନିକଟ ଏନ୍ଏଚ୍-୧୬ ରେ ଜଣେ ଟ୍ରାଫିକ୍ ପୋଲିସ୍ କନଷ୍ଟେବଳଙ୍କୁ ଗାଡି ଧକ୍କା ଦେବା ଘଟଣାରେ ମଙ୍ଗଳବାର ଦିନ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ପୋଲିସ। ଟ୍ରକ ଧକ୍କାରେ ଟ୍ରାଫିକ କନଷ୍ଟେବଳ ମଧୁସୂଦନ କିର୍ସାନୀଙ୍କ ମୃତ୍ୟୁ ଘଟଣାରେ
Read More...

ଛତିଶଗଡ଼ରେ ପୋଲିସ ସହ ଗୁଳି ବିନିମୟରେ ୫ ମାଓବାଦୀ ନିହତ

ଛତିଶଗଡ଼: ପୋଲିସକୁ ମିଳିଛି ଏକ ବଡ ସଫଳତା। ଛତିଶଗଡ଼ ନାରାୟଣପୁରରେ ପୋଲିସ ସହ ଗୁଳି ବିନିମୟରେ ମଙ୍ଗଳବାର ୫ ମାଓବାଦୀ ନିହତ ହୋଇଛନ୍ତି। ଛତିଶଗଡ଼ ନାରାୟଣପୁର ଜିଲା ଅବୁଝମାଡର ଘାମାଣ୍ଡି ଏବଂ କୁରେଭାଇ ଗ୍ରାମ ମଧ୍ୟରେ ଛତିଶଗଡ଼ର ୪ ଜିଲାରୁ ୧୦୦ରୁ ଊର୍ଦ୍ଧ୍ୱ ଏସ୍‌ଟିଏଫ୍‌, ଡିଆର୍‌ଜି ଓ
Read More...

ମାଷ୍ଟରକ୍ୟାଣ୍ଟିନ ଛକରେ ବିଜେପି-କଂଗ୍ରେସ ମୁହାଁମୁହିଁ

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରର ମାଷ୍ଟର କ୍ୟାଣ୍ଟିନ ଛକ ପାଲଟିଲା ରଣକ୍ଷେତ୍ର। ମାଷ୍ଟର କ୍ୟାଣ୍ଟିନରେ ମୁହାଁମୁହିଁ ହୋଇଛନ୍ତି ବିଜେପି ଓ କଂଗ୍ରେସ କର୍ମୀ। ରାହୁଲଙ୍କ ହିନ୍ଦୁ ବିରୋଧୀ ମନ୍ତବ୍ୟ ପାଇଁ ହଙ୍ଗାମା ହୋଇଥିବା ସୂଚନା। ପୋଲିସ ଉପସ୍ଥିତିରେ ପରସ୍ପର ଉପରକୁ ଟେକାପଥର, ଗୋବର ମାଡ଼
Read More...

ସମ୍ ହସ୍ପିଟାଲ୍ ଶୀତଳାପଲ୍ଲୀ କ୍ୟାମ୍ପସ୍‌ରେ ସଚେତ ଅବସ୍ଥାରେ ମସ୍ତିଷ୍କ ଅତ୍ସୋପଚାର ସମ୍ପନ୍ନ

ଭୁବନେଶ୍ୱର, ୨/୦୭: ଅତ୍ୟାଧୁନିକ ନ୍ୟୁରୋ ଏବଂ ସ୍ପାଇନ୍ସ ସର୍ଜରୀ ମାଧ୍ୟମରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଶୀତଳାପଲ୍ଲୀ କ୍ୟାମ୍ପସ୍‌ରେ ସଫଳତାର ସହ ୭୧ ବର୍ଷୀୟ ଜଣେ ରୋଗୀଙ୍କର ସଚେତ ଅବସ୍ଥାରେ ଏକ ଜଟିଳ ମସ୍ତିଷ୍କ ଅସ୍ତ୍ରୋପଚାର କରାଯାଇଛି।
Read More...