ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ରତନ ଟାଟାଙ୍କୁ ‘ଭାରତ ରତ୍ନ’ ସମ୍ମାନରେ ସମ୍ମାନିତ ପ୍ରସ୍ତାବ ପାରିତ

ମହାରାଷ୍ଟ୍ର: ଦେଶର ପ୍ରସିଦ୍ଧ ବିଜନେସ ଟାଇକୁନ ରତନ ଟାଟାଙ୍କର ବୁଧବାର ରାତିରେ (୯ ଅକ୍ଟୋବର ୨୦୨୪) ୮୬ ବର୍ଷ ବୟସରେ ମୁମ୍ବାଇର ଏକ ହସ୍ପିଟାଲରେ ପରଲୋକ ହୋଇଛି। ନିଜର ସରଳ ସ୍ବଭାବ ଏବଂ ଦୟାର୍ଦ ହୃଦୟ ପାଇଁ ଲୋକଙ୍କ ହୃଦୟରେ ଏକ ବିଶେଷ ସ୍ଥାନ ସୃଷ୍ଟି କରିଥିବା ରତନ ଟାଟା ଶିକ୍ଷା,
Read More...

ଜିନ୍ଦଲ ଷ୍ଟିଲ୍ ଏଣ୍ଡ୍ ପାୱାରକୁ ସମ୍ମାନଜନକ ଆଇସିସି ବିଜିନେସ୍ ଏକ୍ସଲେନ୍ସ ଇନ୍ ସଷ୍ଟେନେବିଲିଟି ଆୱାର୍ଡ

ଭୁବନେଶ୍ଵର, ୧୦ ଅକ୍ଟୋବର, ୨୦୨୪: ଅକ୍ଟୋବର ୮ ତାରିଖରେ ନୂଆଦିଲ୍ଲୀଠାରେ ଇଣ୍ଡିଆନ୍ ଚାମ୍ବର ଅଫ୍ କମର୍ସ ପକ୍ଷରୁ ଆୟୋଜିତ ଦ୍ବିତୀୟ ବାର୍ଷିକ ସିମ୍ପୋଜିୟମ୍ ଆଣ୍ଡ୍ ଏକ୍ସଲେନ୍ସ ଆୱାର୍ଡ-୨୦୨୪ କାର୍ଯ୍ୟକ୍ରମରେ ଉତ୍ପାଦନ ବର୍ଗରେ ବିଜନେସ୍ ଏକ୍ସଲେନ୍ସ ଇନ୍ ସଷ୍ଟେନେବିଲିଟି ଆୱାର୍ଡର ଶୀର୍ଷ
Read More...

୨୦୨୮ ଡିସେମ୍ବର ଯାଏ ମିଳିବ ମାଗଣା ଚାଉଳ

ନୂଆଦିଲ୍ଲୀ: ପୁଣି ମାଗଣାରେ ମିଳିବ ଚାଉଳ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଖାଦ୍ୟ ଆଇନ ଓ ଅନ୍ୟାନ୍ୟ ସରକାରୀ ଯୋଜନା ଅଧୀନରେ ଦିଆଯାଉଥିବା ମାଗଣା ପୋଷଣଯୁକ୍ତ ଚାଉଳ ବଣ୍ଟନ ପ୍ରକ୍ରିୟା ଆସନ୍ତା ୨୦୨୮ ଯାଏ ଜାରି ରହିବ। ଆଜି କ୍ୟାବିନେଟ ବୈଠକରେ ଏଥିପାଇଁ ୧୭ ହଜାର ୨୮ କୋଟି ଟଙ୍କାର ବ୍ୟୟବରାଦ
Read More...

ଆର ପାରିରେ ରତନ ଟାଟା

ମୁମ୍ବାଇ: ବିଶିଷ୍ଟ ଶିଳ୍ପପତି ରତନ ଟାଟା ବୁଧବାର ମୁମ୍ବାଇର ଏକ ଡାକ୍ତରଖାନାରେ ପ୍ରାଣ ତ୍ୟାଗ କରିଛନ୍ତି। ଭେଟେରାନ ଶିଳ୍ପପତି ତଥା ଟାଟା ସନ୍ସ ଚେୟାରମ୍ୟାନ୍ ରତନ ଟାଟାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରୁ ମୁମ୍ବାଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏବେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା
Read More...

ରସାୟନ ବିଜ୍ଞାନରେ ୩ ଜଣ ପାଇବେ ନୋବେଲ ପୁରସ୍କାର

ନ୍ୟୁଜ ବ୍ୟୁରୋ: ରସାୟନ ବିଜ୍ଞାନ କ୍ଷେତ୍ରରେ ଉତ୍କୃଷ୍ଠତା ପାଇଁ ତିନି ଜଣ ବୈଜ୍ଞାନିକଙ୍କୁ ମିଳିବ ଚଳିତ ବର୍ଷର ନୋବେଲ ପୁରସ୍କାର। କମ୍ପ୍ୟୁଟେସନାଲ ପ୍ରୋଟିନ ଡିଜାଇନ ଲାଗି ୩ ଜଣଙ୍କୁ ମିଳିବ ସମ୍ମାନଜନକ ନୋବେଲ। ସେମାନେ ହେଲେ ଡାଭିଡ ବକର, ଡେମିସ ହସାବିସ ଓ ଜନ ଏମ. ଜମ୍ପର। ଏନେଇ ଘୋଷଣା
Read More...

ରାହୁଲଙ୍କ ଘରକୁ ୧ କିଲୋ ଜଲେବି ପଠାଇଲା ଭାଜପା

ନୂଆଦିଲ୍ଲୀ: ହରିୟାଣା ନିର୍ବାଚନ ଫଳାଫଳ ଜଣାପଡିବା ପରେ ଏବେ ଜଲେବି ଚର୍ଚ୍ଚା ଜୋର୍ ଧରିଛି। ନିର୍ବାଚନ ଜିତିବା ପରେ ବିଜେପି ତରଫରୁ ରାହୁଲ ଗାନ୍ଧିଙ୍କ ବାସ ଭବନକୁ ଏକ କିଲୋ ଜଲେବି ପାର୍ସଲ କରିଛି ଭାଜପା। ଗତକାଲି ପ୍ରକାଶ ପାଇଛି ହରିୟାଣା ବିଧାନସଭା ନିର୍ବାଚନ। ନିର୍ବାଚନରେ ବିଜେପିର
Read More...

ମହିଳାଙ୍କୁ ଦଶହରା ଭେଟି ଦେଲେ ମୁଖ୍ୟମନ୍ତ୍ରୀ

ମହିଳାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଟଙ୍କା ବାରିପଦା: ବାରିପଦାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ‘ସୁଭଦ୍ରା’ ଯୋଜନାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତି ଟଙ୍କା ଖାତାକୁ ଆସିଛି। ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ଟଙ୍କା। ବାରିପଦା ଛଉ ପଡିଆରେ ଆୟୋଜିତ
Read More...

ଲଗାତାର ୧୦ମ ଥର ଅପରିବର୍ତ୍ତିତ ରହିଲା ରେପୋ ରେଟ୍

ବଢିବନି ହୋମ୍‌‌ ଲୋନ୍‌‌ ଇଏମ୍‌‌ଆଇନୂଆଦିଲ୍ଲୀ; ଭାରତୀୟ ରିଜର୍ଭ ବ୍ୟାଙ୍କ ପୁଣିଥରେ ରେପୋ ରେଟ୍(ସୁଧ ହାର) ଅପରିବର୍ତ୍ତିତ ରଖିଛନ୍ତି। ରେପୋରେଟ୍‌ ୬.୫%ରେ ଅପରିବର୍ତ୍ତିତ ରଖିବାକୁ ଘୋଷଣା କରିଛି ଆରବିଆଇ। ମନିଟାରୀ ପଲିସି କମିଟି ନିଷ୍ପତ୍ତି ନେଇଥିବା ସୂଚନା ରହିଛି। ବଜେଟ୍ ୨୦୨୪ ଆସିବା
Read More...

ବିଜେଡିର ସଦସ୍ୟତା ସଂଗ୍ରହ ଅଭିଯାନ ଆରମ୍ଭ

ଭୁବନେଶ୍ବର: ଆଜିଠୁ ବିଜେଡିର ସଦସ୍ୟତା ସଂଗ୍ରହ ଅଭିଯାନ ଆରମ୍ଭ ହୋଇଛି। ଭୁବନେଶ୍ୱର ଶଙ୍ଖଭବନରେ ଶୁଭାରମ୍ଭ କରିଛନ୍ତି ସଭାପତି ନବୀନ ପଟ୍ଟନାୟକ। ଦଳର ପ୍ରଥମ ସଭ୍ୟ ହେଲେ ନବୀନ ପଟ୍ଟନାୟକ। ଏହା ସହ ଜିଲ୍ଲା ସଦର ମହକୁମାରେ ସଭ୍ୟ ସଂଗ୍ରହ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଫୋକସରେ ଅଛନ୍ତି ଛାତ୍ର
Read More...

ଏୟାର ପ୍ରେସର ଟାଙ୍କି ଫାଟି ଗ୍ୟାରେଜ ମାଲିକଙ୍କ ମୃତ୍ୟୁ

ଟ୍ରକ ଚକାରେ ପମ୍ପ ଦେବାବେଳେ ଫାଟିଲା ଏୟାର ପ୍ରେସର ଟାଙ୍କି ଗ୍ୟାରେଜ ମାଲିକଙ୍କର ମୃତ୍ୟୁ ଖୋର୍ଦ୍ଧ : ଗାଡ଼ିରେ ପମ୍ପ ଦେବାବେଳେ ଫାଟିଲା ଏୟାର ପ୍ରେସର ଟାଙ୍କି। ଆଉ ଘଟଣାସ୍ଥଳରେ ଗ୍ୟାରେଜ ମାଲିକଙ୍କର ମୃତ୍ୟୁ ଘଟିଥିବାବେଳେ ୨ଜଣ ଆହତ ହୋଇଛନ୍ତି। ଖୋର୍ଦ୍ଧା ସଦର ଥାନା ଦଳେଇପୁଟ
Read More...