ପ୍ରମୁଖ ଖବର

ଭାରତର ୨ ମୋଷ୍ଟ ୱାଣ୍ଟେଡ ଅପରାଧୀ ଆମେରିକାରେ ଗିରଫ
ଧାମରା ବନ୍ଦରରେ ଅନୁପ୍ରବେଶକାରୀ ହେବେ ସାବାଡ୍, ଜଗିବ ସ୍ବତନ୍ତ୍ର ଡ୍ରୋନ୍
ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ
ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ

ସତସଙ୍ଗ ଦଳାଚକଟା ମୃତ୍ୟୁ ସଂଖ୍ୟା ୧୩୦ ଟପିଲା

ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର ହାଥରସରେ ଏକ ବଡ଼ ଦୁର୍ଘଟଣା ଘଟିଛି। ହାଥରସର ସିକନ୍ଦରାରାଉ ଥାନାର ଫୁଲରଇରେ ଆୟୋଜିତ ଭଗବାନ ଶିବଙ୍କ ସତସଙ୍ଗ ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ସତସଙ୍ଗ ସମୟରେ ଦଳାଚକଟା ହେବାରୁ ପ୍ରାୟ ୧୩୦ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରୁ ଅଧିକାଂଶ ମହିଳା ଏବଂ
Read More...

ସବୁଜରୁ ଗେରୁଆ ରଙ୍ଗ ହେଲା ଲକ୍ଷ୍ମୀ ବସ୍‌

ଭୁବନେଶ୍ବର: ଲୋକଙ୍କ ଗମନାଗମନ ପାଇଁ ବିଜେଡି ସରକାର ଆରମ୍ଭ କରିଥିଲା ଲକ୍ଷ୍ମୀବସ୍‌ ଯୋଜନା। ସରକାର ଶାସନରୁ ଯିବା ପରେ ହଟେଇ ଦିଅ ଯାଉଛି ସରକାରଙ୍କ ଚିହ୍ନ ବର୍ଣ୍ଣ। ବିଜେପି ସରକାର ଏବେ ଶାସନକୁ ଆସିଛନ୍ତି। ଏବେ ବଦଳା ଚାଲିଛି ପୂର୍ବତନ ସରକାର ଦେଇଆସୁଥିବା ସମସ୍ତ ଯୋଜନାର ରୂପରଙ୍ଗ। ସେଇ
Read More...

ବିଜିନେସ୍ ୱାର୍ଲ୍ଡ ର‌୍ୟାଙ୍କିଙ୍ଗ୍‌ସ : ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲ’ ପୂର୍ବାଂଚଳରେ ପ୍ରଥମ, ଦେଶରେ…

ଭୁବନେଶ୍ୱର, ୨/୦୭: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଫ୍ୟାକଲ୍ଟି ଅଫ୍ ଲିଗାଲ୍ ଷ୍ଟଡିଜ୍‌, ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲ (ସ୍ନିଲ୍‌) ଇଂରାଜୀ ପତ୍ରିକା ବିଜିନେସ୍ ୱାର୍ଲ୍ଡ ଦ୍ୱାରା ପ୍ରସ୍ତୁତ ଟପ୍ ୧୦୦ ଲ’ ସ୍କୁଲ୍ ର‌୍ୟାଙ୍କିଙ୍ଗ୍‌ସର ତୃତୀୟ ସଂସ୍କରଣରେ ପୂର୍ବାଂଚଳରେ ୧ ନମ୍ବର
Read More...

ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ବିରୋଧରେ ଜାମିନ ବିହୀନ ପରଓ୍ବାନା ଜାରି

ମୁମ୍ବାଇ: ବଢ଼ିଲା ବିଜୟ ମାଲ୍ୟାଙ୍କ ଅଡୁଆ। ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ବିରୋଧରେ ଜାମିନ ବିହୀନ ପରଓ୍ବାନା(ଏନବିଡବ୍ଲ୍ୟୁ) ଜାରି ହୋଇଛି। ବ୍ୟାଙ୍କ ଋଣ ମାମଲାରେ ବିଜୟ ମାଲ୍ୟାଙ୍କ ବିରୋଧରେ ଜାମିନ ବିହୀନ ପରଓ୍ବାନା ଜାରି ହୋଇଛି। ମୁମ୍ବାଇ ସ୍ବତନ୍ତ୍ର ସିବିଆଇ କୋର୍ଟଙ୍କ ପକ୍ଷରୁ
Read More...

ସତ୍‌ସଙ୍ଗରେ ଦଳାଚକଟା: ୨୭ ମୃତ୍ୟୁ ୧୦୦ରୁ ଅଧିକ ଆହତ

ଲକ୍ଷ୍ନୌ: ଉତ୍ତରପ୍ରଦେଶର ହାଥରସରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ଘଟିଛି। ରତିଭାନପୁର ଗ୍ରାମରେ ଭୋଲେ ବାବାଙ୍କ ସତ୍‌ସଙ୍ଗର ଉଦ୍‌ଯାପନୀ ସମାରୋହରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ହଠାତ୍ ଦଳାଚକଟା ଆରମ୍ଭ ହୋଇଥିଲା। ଏହି ଦୁର୍ଘଟଣାରେ ୨୭ ଜଣଙ୍କର ମୃତ୍ୟୁ ହୋଇଥିବା ଏଟା ସିଏମଓ ଉମେଶ ତ୍ରିପାଠୀ
Read More...

ଆଦିତ୍ୟ ମହାପାତ୍ର ହେଲେ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ

ଭୁବନେଶ୍ବର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭାବେ ଆଦିତ୍ୟ ମହାପାତ୍ରଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଥିଲେ ଆଦିତ୍ୟ। ଏବେ ସେ ତାଙ୍କର
Read More...

ଏଣିକି ୩୦୦୦ ଟଙ୍କା ହେବ ଭତ୍ତା ରାଶି

ଭୁବନେଶ୍ବର: ରାଜ୍ୟରେ ୩ ହଜାର ବଢିବ ଭତ୍ତା ଟଙ୍କା। ମଧୁବାବୁ ପେନସନ ଯୋଜନାରେ ବୃଦ୍ଧବୃଦ୍ଧା, ବିଧବା, ଦିବ୍ୟାଙ୍ଗ ଭତ୍ତା ୩ ହଜାର ଟଙ୍କାକୁ ବୃଦ୍ଧି ପାଇବ। ଏହି ଭତ୍ତା ରାଶି ବୃଦ୍ଧି ପାଇଁ ନିଷ୍ପତ୍ତି ହୋଇଛି ବୋଲି ଆଜି (ମଙ୍ଗଳବାର) ସୂଚନା ଦେଇଛନ୍ତି ସାମାଜିକ ସଶକ୍ତିକରଣ ମନ୍ତ୍ରୀ
Read More...

ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ: ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ମଙ୍ଗଳବାର ପୁରୀରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଛୁଟି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥର ରଥଯାତ୍ରା
Read More...

ରଥଯାତ୍ରାରେ ଯୋଗଦେବେ ମହାମହିମ

୭ତାରିଖରେ ପୁରୀ ଗସ୍ତ କରି ଅପରାହ୍ନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଦର୍ଶନ କରିବେ ଭୁବନେଶ୍ବର: ଏଥର ପୁରୀରେ ରଥଯାତ୍ରା ଦେଖିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଆଜି ରାଜ୍ୟ ପ୍ରଶାସନିକସ୍ତରରେ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
Read More...

ଦାୟିତ୍ୱ ନେବା ପରେ ପ୍ରାରମ୍ଭିକ ବୈଠକ କଲେ ଶ୍ରୀ ଆହୁଜା

ଭୁବନେଶ୍ବର: ନୂତନ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଦାୟିତ୍ୱ ନେବା ପରେ ଆକ୍ସନ ମୋଡ଼କୁ ଆସିଛନ୍ତି। ଆଜି ସନ୍ଧ୍ୟାରେ ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ଲୋକସେବା ଭବନରେ ପ୍ରାରମ୍ଭିକ ବୈଠକ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ କାର୍ଯ୍ୟ ସୁଚାରୁରୂପେ ସଂପାଦନ କରିବା ପାଇଁ ସମସ୍ତ
Read More...