ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ଏସସିବିରେ କାର୍ଯ୍ୟକ୍ଷମ ହେଲା ପ୍ରଥମ ‘ବୋନ ବ୍ୟାଙ୍କ’ ବା ଅସ୍ଥି ଭଣ୍ଡାର

କଟକ: କଟକର ଏସସିବି ମେଡିକାଲ କଲେଜରେ କାର୍ଯ୍ୟକ୍ଷମ ହେଲା ରାଜ୍ୟର ପ୍ରଥମ ‘ବୋନ ବ୍ୟାଙ୍କ’ ବା ଅସ୍ଥି ଭଣ୍ଡାର। ଏଣିକି ରକ୍ତ ଭଳି ହାଡ଼ ମଧ୍ୟ ମିଳିପାରିବମାଗଣାରେ । ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗି ଆଜି ବଡ଼ ମେଡିକାଲର ଅସ୍ତିଶଲ୍ୟ ବିଭାଗରେ ଆୟୋଜିତ ଉତ୍ସବରେ ଅତିଥି ଭାବେ
Read More...

ପୂର୍ବତନ ବିଧାୟକ ଧନେଶ୍ୱର ମାଝୀଙ୍କ ପରଲୋକ

ନର୍ଲା: କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ରାଜ୍ୟ ସଭା ସଦସ୍ୟ ଧନେଶ୍ୱର ମାଝୀଙ୍କ ବୁଧବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା। ମଙ୍ଗଳବାର ରାତିରେ ତାଙ୍କ ନିଜ ବାସଭବନରେ ଛାତିରେ ଯାନ୍ତ୍ରଣା ହୋଇଥିଲା। ବୁଧବାର ସକାଳେ ତାଙ୍କ ଦୁଇ
Read More...

ନ୍ୟାୟ ଦାବି କରି ଆରଜି କର ହସ୍ପିଟାଲର ୫୦ ଡାକ୍ତର ଦେଲେ ଇସ୍ତଫା

କଲିକତା: ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ପ୍ରାୟ ୫୦ ଡାକ୍ତର ଇସ୍ତଫା ଦେଇଛନ୍ତି। ମହିଳା ଟ୍ରେନିଂ ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ମାମଲାରେ ନ୍ୟାୟ ଦାବି କରି ଆମରଣ ଅନଶନରେ ବସିଥିବା ଡାକ୍ତରଙ୍କୁ ସମର୍ଥନ ଦେବାକୁ ଯାଇ ଡାକ୍ତରମାନେ ଇସ୍ତଫା ଦେଇଛନ୍ତି। ଏହି ବରିଷ୍ଠ
Read More...

ସର୍ବୋଚ୍ଚ ସମ୍ମାନ ଦାଦା ସାହେବ ଫାଲକେ ପୁରସ୍କାରରେ ସମ୍ମାନିତ ହେଲେ ମିଥୁନ ଚକ୍ରବର୍ତ୍ତୀ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନୂଆଦିଲ୍ଲୀଠାରେ ୨୦୨୨ ବର୍ଷ ପାଇଁ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରିଛନ୍ତି। ସିନେମା ଜଗତରେ ଉତ୍କୃଷ୍ଟ କାର୍ଯ୍ୟ କରିଥିବା କଳାକାର ଏବଂ ନିର୍ମାତାଙ୍କ ସମ୍ମାନାର୍ଥେ ଆଜି ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯାଇଛି
Read More...

ବିଧାନସଭା ନିର୍ବାଚନରେ ମିଥ୍ୟା ତଥ୍ୟ ଦାଖଲ ନେଇ ଲକ୍ଷ୍ମଣ ବାଗଙ୍କୁ ଝଟ୍‌କା

କଣ୍ଟାବାଞ୍ଜି: କଣ୍ଟାବାଞ୍ଜିରେ ନିର୍ବାଚନୀ ମାମଲାରେ ଭାଜପାକୁ ବଡ଼ ଝଟ୍‌କା ଲାଗିଛି। କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନୀ ମାମଲାରେ ଜବାବ ଦାଖଲ କରିପାରି ନାହାନ୍ତି ଭାଜପା ବିଧାୟକ ଲକ୍ଷ୍ମଣ ବାଗ। ୩ ଥର ନୋଟିସ ପରେ ବି ସେ ନୋଟିସ ଗ୍ରହଣ କରି ନାହାନ୍ତି। ଏଥିସହ ସେ କୋର୍ଟରେ ହାଜର ହୋଇ
Read More...

୧୩ଟି ଥାନାରେ ନାହିଁ ସିସିଟିଭି, ୪୫୬ଟି ଥାନାରେ ଅଚଳ

କଟକ: ଆଜି ହାଇକୋର୍ଟରେ ଭରତପୁର ଥାନା ମାମଲାର ଶୁଣାଣି ହୋଇଛି। ଶୁଣାଣି ବେଳେ ବ୍ୟକ୍ତିଗତ ଭାବେ ହାଇକୋର୍ଟରେ ହାଜର ହୋଇ ଉତ୍ତର ରଖିଛନ୍ତି ଏଡିଜି ଦୟାଲ ଗଙ୍ଗଓ୍ବାର୍। ସେ କହିଛନ୍ତି ରାଜ୍ୟର ୪୫୬ଟି ଥାନାରେ ସଠିକ ଭାବେ କାମ କରୁନି ସିସିଟିଭି। ସେହିପରି ୧୩ଟି ଥାନାରେ ସିସିଟିଭି ଆଦୌ ନଥିବା
Read More...

‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର

ନୂଆଦିଲ୍ଲୀ: ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର। ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହରେ ଦମନ ପୁରସ୍କୃତ ହୋଇଛି। ଦିଲ୍ଲୀ ବିଜ୍ଞାନ ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରସ୍କାର ପ୍ରଦାନ କରୁଛନ୍ତି। ବିଭିନ୍ନ ବର୍ଗରେ ମନୋନୀତ ଫିଲ୍ମ,
Read More...

ଓମାର ଅବଦୁଲ୍ଲା ହେବେ ଜାମ୍ମୁ-କଶ୍ମୀରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

ଜାମ୍ମୁ-କଶ୍ମୀର: ଜାମ୍ମୁ-କଶ୍ମୀରରେ ହେବ ମେଣ୍ଟ ସରକାର। ଏନସି ନେତା ଓମାର ଅବଦୁଲ୍ଲା ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ। ଏନେଇ ଏନସି ମୁଖ୍ୟ ଫାରୁକ୍‌‌ ଅବଦୁଲ୍ଲା ଘୋଷଣା କରିଛନ୍ତି। ସେମାନେ ୪୮ ଟି ସିଟରେ ଆଗୁଆ ରହିଛି ମେଣ୍ଟ। ନ୍ୟାସନାଲ କନଫରେନ୍ସ ୪୨ଟି ସିଟରେ ଆଗୁଆ ରହିଥିବା ବେଳେ
Read More...

କ୍ରେନରୁ ଭାଙ୍ଗିଲା ଓଜନିଆ ବୁମ୍ ଗ୍ରାଫ୍, ଅପରେଟର ଗୁରୁତର

ପାରାଦୀପ: ପାରାଦୀପ ବନ୍ଦରର ଏମପିବି ବର୍ଥରେ ଅଘଟଣ। ବର୍ଥ ଉପରେ ଥାଇ ଲୋଡିଂ କରୁଥିବା ଏକ ସୋର୍ କ୍ରେନ୍ ଅଧାରୁ ଛିଡି ପଡିଛି। ଫଳରେ ଅପରେଟର ଆହତ ହୋଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି ସକାଳେ ବୋଥ୍ରା ସିପିଙ୍ଗ କମ୍ପାନୀର କ୍ରେନଟି ଏକ ବିଦେଶୀ ଜାହାଜ ‘ଏମଭି ଆମସୀ
Read More...

ବୁଧବାରଠାରୁ ଅନଶନରେ ବସିବେ ଅଲ ଇଣ୍ଡିଆ ଡାକ୍ତର ସଂଘ

ପଶ୍ଚିମବଙ୍ଗ: ଅନଶନରେ ବସିବେ ଅଲ ଇଣ୍ଡିଆ ଡାକ୍ତର ସଂଘ। ପଶ୍ଚିମବଙ୍ଗର ଆର.ଜି କର କଲେଜ ଏବଂ ହସ୍ପିଟାଲରେ ଜଣେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟାକୁ ନେଇ ବିରୋଧ ଜାରି ରହିଛି। ବର୍ତ୍ତମାନ ଫେଡେରେସନ୍ ଅଫ୍ ଅଲ୍ ଇଣ୍ଡିଆ ମେଡିକାଲ୍ ଆସୋସିଏସନ୍ (AFIMA) ଦେଶବ୍ୟାପୀ ଅନଶନ ଘୋଷଣା
Read More...