ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା

ବାଲେଶ୍ଵର: ବାଲେଶ୍ୱର ଜିଲା ଆଲୋଏଜ ନିକଟରେ ନିଖୋଜ ନାବାଳିକାଙ୍କର ମୃତଦେହ ଠାବ ହୋଇଛି। ରେମୁଣା ଥାନା ଅଞ୍ଚଳର ଏକ ପରିତ୍ୟକ୍ତ ଘରୁ ଗଳିତ ମୃତଦେହ ଉଦ୍ଧାର ହୋଇଛି। ୩ ଦିନ ତଳୁ ନିଖୋଜ ଥିଲେ ୯ମ ଶ୍ରେଣୀର ଛାତ୍ରୀ। ଦୁଷ୍କର୍ମ ପରେ ହତ୍ୟା ହୋଇଥିବା ଅଭିଯୋଗ ଆଣିଲେ ପରିବାର ଲୋକେ।ସୂଚନା
Read More...

ବଙ୍ଗୋପସାଗର ରେ ସଦୃଶ ଲଘୁଚାପ ସକ୍ରିୟ

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ତତ୍ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ରେ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସଦୃଶ ଲଘୁଚାପ ରେ ପରିଣତ ହୋଇଛି। ଏହି କ୍ଷେତ୍ର ଆସନ୍ତା ୪୮ ଘଣ୍ଟା ରେ ପଶ୍ଚିମ - ଉତ୍ତର ପଶ୍ଚିମ ଦିଗ ରେ
Read More...

ଗୌତମ ଆଦାନୀ ହେଲେ ଭାରତର ସବୁଠାରୁ ଧନୀ ବ୍ୟକ୍ତି

ନୂଆଦିଲ୍ଲୀ: ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ଆଦାନୀ ଗ୍ରୁପ ଚେୟାରମ୍ୟାନ ଗୌତମ ଆଦାନୀ ଭାରତ ଏବଂ ଏସିଆର ସବୁଠାରୁ ଧନୀ ବ୍ୟକ୍ତି ହୋଇପାରିଛନ୍ତି। ଇଣ୍ଡିଆ ରିଚ୍‌ ୨୦୨୪ ତାଲିକା ଅନୁଯାୟୀ, ମୋଟ୍‌ ୧୫୩୯ ଭାରତୀୟଙ୍କ ନାମ ଏହି ତାଲିକାରେ ଅନ୍ତର୍ଭୁକ୍ତ ହୋଇଛି। ଏହି ସମସ୍ତ ବ୍ୟକ୍ତିଙ୍କର
Read More...

ଝାଡ଼ଖଣ୍ଡରେ ୩୯ଲକ୍ଷ ଗ୍ରାହକଙ୍କ ବିଦ୍ୟୁତ୍‌ ବିଲ ଛାଡ କଲେ ହେମନ୍ତ ସୋରେନ

ଝାଡ଼ଖଣ୍ଡ: ରାଜ୍ୟର ବିଦ୍ୟୁତ ବିଲ ବକେୟା ଥିବା ଗ୍ରାହକମାନଙ୍କୁ ଝାଡ଼ଖଣ୍ଡ ସରକାର ଏକ ବଡ ଉପହାର ଦେଇଛନ୍ତି। ଘରୋଇ ଗ୍ରାହକ ଯେଉଁମାନେ ପୂର୍ବରୁ ବକେୟା ବିଲ ଭାବେ ମାସକୁ ୨୦୦ ୟୁନିଟ ପର୍ଯ୍ୟନ୍ତ ସର୍ବାଧିକ ବିଦ୍ୟୁତ୍‌ ଖର୍ଚ୍ଚ କରଛନ୍ତି, ସେମାନଙ୍କୁ ବକେୟା ବିଲ୍‌ ସମ୍ପୂର୍ଣ୍ଣ ଛାଡ
Read More...

ସୋଆରେ ଜାତୀୟ କ୍ରୀଡ଼ା ଦିବସ ପାଳିତ

ଭୁବନେଶ୍ୱର, ୨୯ ଅଗଷ୍ଟ: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଗୁରୁବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ହକିର କିମ୍ବଦନ୍ତୀ ପୁରୁଷ ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସକୁ ସାରା ଦେଶରେ ଜାତୀୟ କ୍ରୀଡ଼ା ଦିବସ ରୂପେ ପାଳନ କରାଯାଉଥିବା ବେଳେ ଏହି ପରିପ୍ରେକ୍ଷୀରେ ସୋଆରେ ଏକ ମିନି ମାରାଥନ ଆୟୋଜିତ
Read More...

ନୁଆଖାଇ ପାଇଁ ସେପ୍ଟେମ୍ବର ୯କୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ଗଣପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଦିନ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ । ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଓଡ଼ିଶାର ଗଣ
Read More...

ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବୀନ ଜିନ୍ଦଲ

ଭୁବନେଶ୍ୱର: କୁରୁକ୍ଷେତ୍ର ଲୋକସଭା ନିର୍ବାଚନ ମଣ୍ଡଳୀରୁ ତୃତୀୟ ଥର ସାଂସଦ ତଥା ଜିନ୍ଦଲ ଷ୍ଟିଲ୍ ଏଣ୍ଡ ପାୱାର୍ (ଜେଏସପି)ର ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲ ଆଜି ଲୋକସେବା ଭବନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ  ଶ୍ରୀ କନକ ବର୍ଦ୍ଧନ
Read More...

ଓଡ଼ିଆରେ ଅନୁବାଦ ହେବ ବିଟେକର ସମସ୍ତ ପାଠ୍ୟପୁସ୍ତକ

ଭୁବନେଶ୍ୱର: ଏବେ ଇଞ୍ଜିନିୟରିଂ ତୃତୀୟ ଓ ଚତୁର୍ଥ ବର୍ଷ ପାଠ୍ୟପୁସ୍ତକ ଖୁବ୍‌ଶୀଘ୍ର ଓଡ଼ିଆରେ ଅନୁବାଦ ହେବ। ୫ଟି ଷ୍ଟ୍ରିମ୍‌ରେ ଏହା ମିଳିବ ବୋଲି ଏଆଇସିଟିଇ ଅଧ୍ୟକ୍ଷ ଟିଜି ସୀତାରାମ ସୂଚନା ଦେଇଛନ୍ତି। ଏନେଇ ମଧ୍ୟ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହାପୂର୍ବରୁ ପ୍ରଥମ ବର୍ଷ ବିଟେକ
Read More...

ମଣିଷକୁ ହୋଇନାହିଁ ବାର୍ଡ ଫ୍ଲୁ

ଭୁବନେଶ୍ୱର: ଓଡ଼ିଶାରେ ବାର୍ଡ ଫ୍ଲୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ । ମଣିଷକୁ ହୋଇନି ବାର୍ଡ ଫ୍ଲୁ ସଂକ୍ରମଣ l ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ l ଗତକାଲି ଯେଉଁ ନମୁନା ପରୀକ୍ଷା ପାଇଁ ଯାଇଥିଲା ତାହା ନେଗେଟିଭ ଆସିଛି ବୋଲି କହିଛନ୍ତି
Read More...

ଭିଜିଲାନ୍ସ ଜାଲରେ ସିଏଚଏସଇ ରେକର୍ଡ ସପ୍ଲାୟର ଗିରଫ

ଭୁବନେଶ୍ୱର: ସିଏଚ୍‌ଏସ୍‌ଇ ରେକର୍ଡ ସପ୍ଲାୟର୍‌ ପୁରେନ୍ଦ୍ର ସେଠୀଙ୍କୁ ଗୁରୁବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ପୁରେନ୍ଦ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ । ତେବେ ଗତକାଲି ଦୁର୍ନୀତି ନିବାରଣ ନିର୍ଦ୍ଦେଶାଳୟ ତଥା ଭିଜିଲାନ୍ସର ଏକ ଟିମ୍
Read More...