ଓଡ଼ିଶାର ଦୁଇ ଶିକ୍ଷକ ପାଇବେ ଜାତୀୟ ଶିକ୍ଷକ ପୁରସ୍କାର
ନୂଆଦିଲ୍ଲୀ: ଆସନ୍ତା ଗୁରୁଦିବସ ଅବସରରେ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ଓଡ଼ିଶାର ଦୁଇଜଣ ଶିକ୍ଷକଙ୍କୁ ମନୋନୀତ କରାଯାଇଛି । ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଏହି ଦୁଇ ଶିକ୍ଷକଙ୍କ ସମେତ ଦେଶର ମୋଟ ୫୦ଜଣ ଶିକ୍ଷକଙ୍କୁ ପୁରସ୍କୃତ କରିବାର କାର୍ଯ୍ୟକ୍ରମ ରହିଛି ।ଚଳିତ ବର୍ଷ ଜାତୀୟ ଶିକ୍ଷକ!-->…
Read More...
Read More...